• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମାଜିକ, ଆର୍ଥିକ ବିକାଶ ସହ ମଣିଷର ଆଧ୍ୟାତ୍ମିକ ବିକାଶର ଆବଶ୍ୟକତା ରହିଛି : ରାଷ୍ଟ୍ରପତି

Proprietor Abhimanyu Maharana by Proprietor Abhimanyu Maharana
February 11, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସାମାଜିକ, ଆର୍ଥିକ ବିକାଶ ସହ ମଣିଷର ଆଧ୍ୟାତ୍ମିକ ବିକାଶର ଆବଶ୍ୟକତା ରହିଛି : ରାଷ୍ଟ୍ରପତି
Share on FacebookShare on TwitterWhatsapp

ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେଲେ ରାଷ୍ଟ୍ରପତି

୧୦ ଫେବୃଆରୀ, ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଆଜି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାମାଜିକ, ଆର୍ଥିକ ବିକାଶ ସହ ମଣିଷର ଆଧ୍ୟାତ୍ମିକ ବିକାଣ ଆବଶ୍ୟକତା ରହିଛି ବୋଲି ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସର ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାଙ୍କ ଉଦ୍‌ବୋଧନରେ କହିଛନ୍ତି । ଭାରତ ନାରୀଙ୍କୁ ସମ୍ମାନ ଦିଏ, ଏହା ଆମର ପରମ୍ପରା ଏବଂ ବହୁ ଦିନରୁ ଏହି ସଂସ୍କୃତି ରହିଆସିଛି । ନାରୀମାନେ ଶକ୍ତିରୂପିଣୀ । ତାଙ୍କ ନିକଟରେ ସୃଷ୍ଟି କରିବାର ଅପାର ଶକ୍ତି ରହିଛି । ନାରୀ ଜାଗ୍ରତ ହେଲେ ଆଗକୁ ବଢ଼ିଲେ ରାଷ୍ଟ୍ର ବିକଶିତ ହେବ । ଜ୍ଞାନପ୍ରଭା ମିଶନ ନାରୀ ଜାଗରଣ ଦିଗରେ କାମ କରୁଥିବା ଏକ ଅଭିନନ୍ଦନୀୟ କାର୍ଯ୍ୟ ବୋଲି ସେ ତାଙ୍କ ଅଭିଭାଷଣରେ ଉତ୍‌ଥାପନ କରିଥିଲେ । ସ୍ଥାନୀୟ ଉତ୍କଳ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭାରତୀୟ ଆଧ୍ୟାତ୍ମିକ ଚେତନା ସମଗ୍ର ବିଶ୍ୱ ପାଇଁ ବନ୍ଦନୀୟ ଏବଂ ଏହା ବିଶ୍ୱର ମଙ୍ଗଳ ସକାଶେ ଉଦ୍ଦିଷ୍ଟ ବୋଲି କହିବା ସହ ଜ୍ଞାନପ୍ରଭା ମିଶନର କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମର ସମ୍ମାନୀୟ ଅତିଥି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଧୁସନ୍ଥଙ୍କ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିବାରୁ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇବା ସହ ଭାରତ ବୃହତ୍ତମ ଗଣତନ୍ତ୍ର କେବଳ ନୁହେଁ ଏହା ଗଣତନ୍ତ୍ରର ଜନ୍ମଦାତା ବୋଲି ଉଲ୍ଲେଖ କରିଥିଲେ ।ଏହା ସହିତ ଓଡ଼ିଆ କବି ଭୀମଭୋଇଙ୍କ ପଂକ୍ତିକୁ ମହାମହିମ ରାଷ୍ଟ୍ରପତି ସଂସଦରେ ତାଙ୍କର ପ୍ରଥମ ଅଭିଭାଷଣରେ ଉଦ୍ଧୃତ କରି ଓଡ଼ିଆ ଜାତିକୁ ଗରୀୟାନ କରିଛନ୍ତି ବୋଲି କହିଥିଲେ । ଏହି ଅବସରରେ ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ନିରାପତ୍ତା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ପ୍ରମୁଖ ତାଙ୍କ ବକ୍ତବ୍ୟ ରଖିଥିଲେ । ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠାତା ପରମହଂସ ସ୍ୱାମୀ ଗୁରୁକୃପାନନ୍ଦ ଗିରି ଓ ଶ୍ରୀମତୀ ଜ୍ୟୋତିର୍ମୟୀ ମିଶ୍ର ଅତିଥିମାନଙ୍କୁ ଉପଢୌକନ ପ୍ରଦାନ କରି ସ୍ୱାଗତ କରିଥିଲେ । ସ୍ୱାମୀ ଗୁରୁକୃପାନନ୍ଦ ଗିରି ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ତାଙ୍କର ଏକ ପ୍ରତିକୃତି ଭେଟି ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ

ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ

September 26, 2026
କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

September 26, 2026
ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ

ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ

September 26, 2026
କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version