• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଥ ନିର୍ମାଣ ଚୂଡାନ୍ତ : ରଙ୍ଗ ଓ ସିଲାଇ କାମ ଜୋରଦାର

Proprietor Abhimanyu Maharana by Proprietor Abhimanyu Maharana
June 12, 2020
in Uncategorized, ଓଡ଼ିଶା, ଦେଶ, ଫୋଟୋ ଗ୍ୟାଲେରୀ, ହୋମ୍
0
ରଥ ନିର୍ମାଣ ଚୂଡାନ୍ତ : ରଙ୍ଗ ଓ ସିଲାଇ କାମ ଜୋରଦାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ଜୁନ୍ ଶୁକ୍ରବାର ) ବରୀ ନିର୍ବାଚନ ମଣ୍ଡଳୀ : – ଆଜି ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବା ବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ଏହାର ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ସରିଲାପରେ ରଥରେ ତାହା ଖଞ୍ଜାଯିବ । ସେହିଭଳି ଗତକାଲି ତିନି ରଥର ୨ଟି ଲେଖାଁଏ ଦୁଆର ଘଡା ପ୍ରସ୍ତୁତ ସହ ରଙ୍ଗ ପାଇଁ ରଥଖଳାକୁ ଆସିଥିବାବେଳେ ସେଥିରେ ପ୍ରାଇମର ଲଗାଯାଇଛି । ଆଜି ତିନି ରଥର ଆଶାବାଡି ଖୁଣ୍ଟିଆ କାର୍ଯ୍ୟ ଚାଲିଛି । ପ୍ରତି ରଥରେ ଦୁଇଟି ଲେଖାଁ ଆଶାବାଡି ଖୁଣ୍ଟିଆ ଆବଶ୍ୟକ ହୋଇଥାଏ ଓ ରଥରେ ଘୋଡା ଖଞ୍ଜାଯିବାବେଳେ ଏହା ବ୍ୟବହାର ହୋଇଥାଏ ।

ତିନିରଥରେ ଖଞ୍ଜା ଯାଇଥିବା ପଟ୍ଟାଗୁଜରେ ରୂପକାର ସେବକମାନେ ସିଂହବରାଳ, ଗଜବରାଳ, ଗଜସିଂହ ଖୋଦେଇ କାମ ସହ ରଥଚକା ଦଣ୍ଡା ଇତ୍ୟାଦିର ରଙ୍ଗକାମ କରୁଛନ୍ତି । ଶ୍ରୀମନ୍ଦିର ନୂତନା କାର୍ଯ୍ୟାଳୟ ତଳେ ଚିତ୍ରକର ସେବକମାନେ ରଥା ବାଶ୍ୱର୍ ଦେବାପାଦୀ, କଳସ ଇତ୍ୟାଦିର ରଙ୍ଗକାମ ଜାରି ରଖିଛନ୍ତି । ଦରଜି ସେବକମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟର ଉପର ମହଲାରେ ରଥକନାରେ ଜରିଫିତା ସିଲାଇ ରଥ ଘେର ସିଲାଇ କାମ ଆରମ୍ଭ କରିଛନ୍ତି । ଦୋଳବେଦୀ ଅସ୍ଥାୟୀ ଶାଳରେ ଓଝା ସେବକମାନେ ଏଲ୍‍ କ୍ଲାମ୍ପ, ଧୂଳିଦଣ୍ଡା, ବିଡିଆ କଣ୍ଟା ପ୍ରସ୍ତୁତରେ ଲାଗିବା ସହ ରଥଦଣ୍ଡାରେ ଖଞ୍ଜା ଯାଇଥିବା କୋଣ ଗୁଜ ଗୁଡିକରେ ଧୂଳିଦଣ୍ଡା କଣ୍ଟା ବାଡେଇଛନ୍ତି ।

ଆଜି ଶ୍ରୀମନ୍ଦିର ନୀଳାଦ୍ରୀ ଉକ୍ତ ନିବାସ ଠାରେ କରୋନା ସଚେତନତା ସ୍ୱାସ୍ଥ୍ୟ ଶିବିରର ଥିଲା ଚତୁର୍ଥ ଦିନ । ଆଜି ପୂଜାପଣ୍ଡା ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ସହିତ ଔଷଧ ବିତରଣ କରାଯାଇଥିଲା । ମୋଟ୍‍ ୧୬୧ ଜଣ ସଦସ୍ୟଙ୍କୁ ହୋମିଓପାଥିକ ଔଷଧ ପ୍ରଦାନ କରାଯାଇଥିଲା ।

ଶ୍ରୀମନ୍ଦିର କାର୍ଯ୍ୟାଳୟର କର୍ମଚାରୀ, ଅନ୍ୟାନ୍ୟ ସେବକଙ୍କୁ ମିଶାଇ ଆଜି ମୋଟ୍‍ ୨୫୩ ଜଣଙ୍କୁ ଔଷଧ ବଣ୍ଟା ଯାଇଛି । ଆସନ୍ତା କାଲି ଶେଷ ଦିନରେ ଗରାବଡୁ ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟ ସହିତ ହୋମିଓପାଥି ଔଷଧ ସଂଗ୍ରହ କରିନଥିବା ଅନ୍ୟ ସେବାୟତଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version