• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଖାଲି ପେଟରେ ଚା’ ପିଉଛନ୍ତି କି ? ହୋଇଯାଆନ୍ତୁ ସତର୍କ, ଏହିସବୁ ଅସୁବିଧାର ସମ୍ମୁଖିନ ହୋଇପାରନ୍ତି

Proprietor Abhimanyu Maharana by Proprietor Abhimanyu Maharana
June 12, 2020
in Uncategorized, ଓଡ଼ିଶା, ଜୀବନଚର୍ଯ୍ୟା, ଦେଶ, ହୋମ୍
0
ଖାଲି ପେଟରେ ଚା’ ପିଉଛନ୍ତି  କି  ? ହୋଇଯାଆନ୍ତୁ ସତର୍କ, ଏହିସବୁ ଅସୁବିଧାର ସମ୍ମୁଖିନ ହୋଇପାରନ୍ତି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ଜୁନ୍ ଶୁକ୍ରବାର ) : – ଅନେକଙ୍କ ଘରେ ସକାଳ ଆରମ୍ବ ହୁଏ ଚା ଠାରୁ । ଏମିତି କିଛି ଘର ଅଛି ଯେଉଁଠି ଚା’ ହୋଇନଥାଏ ବା ବିନା ଚା’ ବିନା ଜଳଖିଆ ହୋଇଥାଏ । ଆପଣ ଦେଖିଥିବେ କିଛି ଲୋକ ଚା’ ପିଇବାରେ ଏତେ ଅଭ୍ୟସ୍ତ ହୋଇଯାଇଥାନ୍ତି ଯେ, ଦିନରେ ଅନେକ ଥର ଏହାକୁ ପିଇଥାନ୍ତି । ଅନେକ ଲୋକ ବେଡ୍ ଟି ବିନା ଶେଯରୁ ଉଠନ୍ତି ନାହିଁ ।

ଅନୁଧ୍ୟାନରୁ ଜଣାପଡିଛି ବେଡ୍ ଟି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ । ଚା’ ରେ ଅନେକ ପ୍ରକାରର ଏସିଡ୍ ଥାଏ । ଖାଲି ପେଟରେ ଚା’ ପିଇ ଆପଣ ନିଜ ପେଟର ସିଧାସଳଖ କ୍ଷତି ପହଁଚାଉଛନ୍ତି । ଏହାଦ୍ୱାରା ଅଲସର ବା ଗ୍ୟାସ୍ ଭଳି ସମସ୍ୟା ବଢିବାର ସମ୍ଭାବନା ରହିଥାଏ ।

ଆସନ୍ତୁ ଜାଣିବା ବେଡ୍ ଟି ଦ୍ୱାରା କଣ ସବୁ ସ୍ୱାସ୍ଥ୍ୟଗତ ଅସୁବିଧା ଦେଖାଦିଏ ।

– ଖାଲି ପେଟରେ କ୍ଷୀର ଚା’ ପିଅନ୍ତୁ ନାହିଁ । ଖାଲି ପେଟରେ ଅଧିକ କ୍ଷୀର ମିଶା ଚା’ ପିଇବା ଦ୍ୱାରା କ୍ଲାନ୍ତ ଅନୁଭବ ହୁଏ । ଆଉ ଗୋଟେ କଥା ହେଲା ଚା’ରେ କ୍ଷୀର ମିଶାଇବା ଦ୍ୱାରା ଆଣ୍ଟିଅକ୍ସିଡେଂଟର ପ୍ରଭାବ ।

– ଯଦି ଆପଣ କମ୍ କ୍ଷୀରର ଷ୍ଟ୍ରଗ୍ ଚା’ ପିଉଛନ୍ତି , ଏହା ମଧ୍ୟ ଆପଣଙ୍କ ପାଇଁ କ୍ଷତିକର ଅଟେ । ଷ୍ଟେନଡ୍ ଚା’ ପାଚନ ତନ୍ତ୍ରକୁ କ୍ଷତି ପହଁଚାଇଥାଏ ଏବଂ ଏହା ଆପଣଙ୍କ ପେଟ ସହ ଜଡିତ ଅନେକ ସମସ୍ୟା ସୃଷ୍ଟି କରେ ।

– ଯଦି ଆପଣ ଚା’ ଖାଇବା ପରେ ପିଉଛନ୍ତି , ତଥାପି ଆପଣ ସମସ୍ୟାରୁ ବାହାର ନୁହଁନ୍ତି । ଆମେ ସମସ୍ତେ ଜାଣନ୍ତି ଯେ ଚା’ ରେ ଟେଟିନ୍ ଥାଏ । ଯାହା ଆହାରରେ ଥିବା ଆୟରନ୍ ସହ ପ୍ରଭାବ ପକାଇଥାଏ । ଏଥିପାଇଁ ଖାଇବା ପରେ ଚା’ ପିଇବା ଦ୍ୱାରା ପୋଷକ ତତ୍ୱ ନଷ୍ଟ କରିଥାଏ ।

– ଯଦି ଆପଣ ଦିନରେ ୪ରୁ ୫ଥର ଚା’ ପିଉଥାନ୍ତି , ତ ନିଜର ଏହି ଅଭ୍ୟାସକୁ ପରିତ୍ୟାଗ କରନ୍ତୁ । ବହୁତ ଅଧିକ ଗରମ ଚା’ ପିଇବାର ଅଭ୍ୟାସ ମଧ୍ୟ ଭଲ ନୁହେଁ । ଏହାଦ୍ୱାରା ଖାଦ୍ୟ ନଳୀରେ କ୍ୟାନସର ହେବାର ସମସ୍ୟା ବଢିଯାଇଥାଏ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version