• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେରେବା ବାଳିକା ବିଦ୍ୟାଳୟ ବାର୍ଷିକ ଉତ୍ସବ 2022-223

Proprietor Abhimanyu Maharana by Proprietor Abhimanyu Maharana
February 15, 2023
in ଓଡ଼ିଶା, ରାୟଗଡା, ହୋମ୍
0
କେରେବା ବାଳିକା ବିଦ୍ୟାଳୟ ବାର୍ଷିକ ଉତ୍ସବ 2022-223
Share on FacebookShare on TwitterWhatsapp

୧୫ ଫେବୃଆରୀ ,ବୁଧବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡା :- ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ୍ ଅନ୍ତର୍ଗତଃ ଶଗଡା ଗ୍ରାମ ପଞ୍ଚାୟତର ସରକାରୀ ଏସ୍ ଏସ୍ ଡି ଛାତ୍ରୀ ବାଳିକା ବିଦ୍ୟାଳୟ କେରେବା ସ୍କୁଲ୍ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ସଭାର ସଭାପତି ଭାବେ ପରିଚାଳନା ପ୍ରଧାନ ଶିକ୍ଷକ ଶ୍ରୀ-ଯିରିମିୟ ଶବର କରୁଥିଲେ । ଉକ୍ତ ମତ୍ସବ ସଭାରେ ଅତିଥିମାନଙ୍କୁ ସମ୍ବର୍ଦ୍ଦନା ଫୁଲ ତୁଳା ସ୍ବାଗତ ନାଚ,ଗୀତ,ବାଧ୍ୟ ନେଇ ଆନନ୍ଦରେ ଗ୍ରହଣ କରୁଥିଲେ । ତଥ୍ ସହିତ ଶ୍ରୀ ଜଗନ୍ନାଥ ପୁଷ୍ପ ଦ୍ବୀପ ଜ୍ଜାଳୀ ଅତୀଥିମାନଙ୍କ ଦେଇ ଶୁଭ ପ୍ରାର୍ଥନା ସହ ଦେଶରେ ଥିବା ସହୀଦ୍ ହେଉଥିବା ଯବାନ୍ ମାନଙ୍କୁ ସ୍ମରଣ କରୁଥିଲେ । ସରପଞ୍ଚ ଶ୍ରୀମତୀ-ଇରାମଣୀ ଶବର ସ୍କୁଲର ବିଷୟ ନେଇ ସ୍କୁଲ ଶିକ୍ଷକ,ଗୃହ ଆବଶ୍ୟକବୋଲି ସରକାରଙ୍କୁ ଜଗନ୍ନାଥ ସାରକାଙ୍କୁ ମାଗୁ ଥିଲେ । ମୂଖ୍ୟ ଅତିଥିମାନେ ସବୁ ବେଳେ ସକରାତ୍ମକ ଚିନ୍ତାଧାରା ଭାବନା ସହିତ ଦୃଳାତ୍ମକ ବିଶ୍ବାସ ଓ ନିଜ ଉପରେ ଭରସା ରଖିଲେ ସଫଳତା ନିଶ୍ଚୟ ମିଳିବ ବୋଲି ମନ୍ତବ୍ୟ ଦେଇଥିଲେ । ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରୀ ଭବିଷ୍ୟତରେ ଜଣେ ଜଣେ ଆଦର୍ଶ ଛାତ୍ରୀ ହେବା ନେଇ କିଛି ଉଦ୍ଭଦନ ଦେଇଥିଲେ । ଶେଷରେ ଅଞ୍ଚଳ ବାସୀଙ୍କ ପ୍ରଚେଷ୍ଟାରେ ତଥା ଶିକ୍ଷାନୁଷ୍ଠାନ କମିଟିର ପ୍ରଚେଷ୍ଠାରେ,ତଥା ସରକାରଙ୍କ ପ୍ରଚେଷ୍ଠାରେ ଏ ଭଳି ଶିକ୍ଷାନୁଷ୍ଠାନ ହୋଇ ଥିବା ଯୋଗୁଁ ସମସ୍ତ ମହଲରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ଜଣାଇଥିଲେ ।
ବିଭିନ୍ନ ବିଭାଗର କୃତକାର୍ଯ୍ୟ ଅର୍ଜନ କରିଥିବା ଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ବାରା ପୁରଷ୍କୃତ କରାଯାଇ ଥିଲା । ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ହୋଇଛି । ମୂଖ୍ୟ ଅତିଥି ଭାବେ ଆଦିବାସୀ ମନ୍ତ୍ରୀ-ଜଗନ୍ନାଥ ସାରକା, ବିଦାୟକ ଶ୍ରୀ-ରଘୁନାଥ ଗମାଙ୍ଗ,ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ-ସ୍ୟାମଗନ ଭୂୟାଁ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀମତୀ-ପ୍ରତିଭା ଇକାକା, ପିଏ ଶ୍ରୀମତୀ-ଶାନ୍ତି ପ୍ରଭା ପ୍ରଧାନ, ଏସିଡିସି-ଜୁନାମ ଶବର, ଫୁଟ୍ଟାସିଂଙ୍ଗ୍ ଆଇସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀ-ମନୋଜ ପାଡୀ, ଫୁଟ୍ଟାସିଂଙ୍ଗ୍ ସରପଞ୍ଚ ଶ୍ରୀ-ଏସିୟ ଶବର, ତଥା ସ୍ଥାନୀୟ ସରପଞ୍ଚ ଇରାମଣୀ ଶବର,ସ୍କୁଲ୍ କମିଟି ଗଣ,ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି,ପ୍ରଧାନ ଶିକ୍ଷକ-ଯିରିମିୟ ଶବର ସ୍ଥାନୀୟ ଶିକ୍ଷାନୁଷ୍ଠାନର ଶିକ୍ଷକ, ଶିକ୍ଷୟିତ୍ରୀ,ଡିସନ୍ ଗମାଙ୍ଗ, ପିଙ୍କୁ ପଣ୍ଡା,ଗୌରୀ ଶଙ୍କର,ନରସିଂ ସତପଥୀ,ରମେଶ ଚନ୍ଦ୍ର ଦାସ,ଅନନ୍ତ ତ୍ରୀପାଠୀ,ସେମ ଗମାଙ୍ଗ,ମନୋଜ ଗମାଙ୍ଗ,ଦାମଧର ଶବର ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Corrosion-resistant steel solution designed for construction, infrastructure, manufacturing and engineering applications

Corrosion-resistant steel solution designed for construction, infrastructure, manufacturing and engineering applications

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Corrosion-resistant steel solution designed for construction, infrastructure, manufacturing and engineering applications

Corrosion-resistant steel solution designed for construction, infrastructure, manufacturing and engineering applications

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version