ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ରାଜକିଶୋର ପାଢ଼ୀ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟକ୍ଷା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ l
ବି. ମଲ୍ଲ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଭଗବତୀ ଦେଇ, ସଚଳା ମିଶ୍ର, ସନ୍ତୋଷ କୁମାର ପାତ୍ର ପ୍ରମୁଖ ଉପଦେଷ୍ଟା ମଣ୍ଡଳୀ ର ସଦସ୍ୟ ସଦସ୍ୟ । ମାନେ ଯୋଗ ଦେଇଥିଲେ। ସନ୍ଧ୍ୟାରେ ଅନୁଷ୍ଠାନ ର ଶିଶୁ କିଶୋର କଳାକାର ମାନେ ଅଭିନୟ କରି ଦର୍ଶକଙ୍କୁ ବେଶ୍ ମନ କିଣି ପାରିଥିଲେ। ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଶ୍ରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ l


© 2023 Odisha Taza News.