• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଭାଇରସ ରଜର ସ୍ୱାଦିଷ୍ଟ ପରମ୍ପରା ଜାରି ରହିବ ।

Proprietor Abhimanyu Maharana by Proprietor Abhimanyu Maharana
June 13, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କରୋନା ଭାଇରସ ରଜର ସ୍ୱାଦିଷ୍ଟ ପରମ୍ପରା ଜାରି ରହିବ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୩ ଜୁନ୍ ଶନିବାର ) ବାଲେଶ୍ୱର : – ବାଲେଶ୍ୱର ଗୋଟିଏ କଲ୍‌ରେ ଆପଣଙ୍କ ଘରେ ପହଞ୍ଚିବ ସୁସ୍ୱାଦୁ ପିଠା । ଏଭଳି ଏକ ନିଆରା ପ୍ରୟାସ ଜାରି ରଖିଛି ବାଲେଶ୍ୱର ଜିଲ୍ଲାର ବସ୍ତା ବ୍ଳକର ରାଜଘାଟର ” ଜୀବନସାଥୀ ସଂଗଠନ” ଯେଉଁମାନେ ରଜ ପିଠା ଚାହିଁବେ ସେମାନେ ମୋବାଇଲ୍ ଫୋନ୍ ନମ୍ବରରେ କଲ୍ କରି ମନ ମୁତାବକ ପିଠା ମଗାଇ ପାରିବେ । ରଜର ଗଣ ପର୍ବ ରଜ ଆସିଲେ ଚଳଚଞ୍ଚଳ ହୁଏ ଗାଁରୁ ସହର । ଗଛରେ ଲାଗେ ଭଳିକି ଭଳି ଦୋଳି । ପୋଡପିଠା ଆଉ ରଜ ପାନ ସହ ଜମେ ତାସ ଖେଳର ଆସର ।

ପିଲାରୁ ବୁଢ଼ା ସମସ୍ତେ ଏହି ଗଣ ପର୍ବରେ ସାମିଲ ହୁଅନ୍ତି । ସଜବାଜରୁ ବସୁମତୀ ସ୍ନାନ ଯାଏ ପାଞ୍ଚ ଦିନ ଧରି ଜମେ ରଜର ଆସର । ବାଲେଶ୍ୱରରେ ବି ବେଶ ଜମେ ରଜର ଆସର । ସହରବାସୀଙ୍କୁ ଗାଁର ଅନୁଭୂତି ଦେବାକୁ ପ୍ରୟାସ କରନ୍ତି ଅନେକ ସଙ୍ଗଠନ । ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ରଜ ମଉଜ । ହେଲେ ଏ ଥର ନାଁ ଲାଗିବ ଦୋଳି, ନାଁ ଜମିବ ତାସ୍‌ ଖେଳ ବା ଲୁଡୁର ଆସର । ରଜକୁ ଫିକା କରିଛି କରୋନା ମହାମାରୀ । ସାମାଜିକ ଦୂରତ୍ୱ ପାଇଁ ଗଣ ସମାବେଶ ଉପରେ ଲାଗିଛି କଟକଣା । ଏ ଥର ଦୋଳି ଲାଗିବନି କି ଜନ ସମାବେଶ ହେବନି, କିନ୍ତୁ ପରମ୍ପରା ବଜାୟ ରହିବ । ଏନେଇ ଜୀବନସାଥୀ ସଂଗଠନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

ଆଉ ଲୋକଙ୍କ ପାଖରେ ପହଞ୍ଚିଯିବ ରଜ ପୋଡ଼ପିଠା । ଏ ନେଇ ଆରମ୍ଭ ହୋଇଛି ପିଠା ହୋମ ଡେଲିଭରି । ଶନିବାର ଓ ରବିବାର ଦୁଇ ଦିନ ସଟଡାଉନକୁ ନଜରରେ ରଖି ଜୁନ ୧୩ ଓ ୧୪ ତାରିଖ ଦୁଇ ଦିନ ପିଠା ହୋମ ଡେଲିଭରି କରାଯିବ । ଦୁଇ ଦିନର ସଟଡାଉନ୍ ମଧ୍ୟରେ ଯେଉଁମାନେ ରଜ ପିଠା ଚାହିଁବେ ସେମାନେ ଆମର ଫୋନ୍ ନମ୍ବର ୭୯୭୮୦୧୧୯୮୨,୮୨୬୦୩୨୪୬୨୯ କୁ ଫୋନ୍ କରି ସେମାନଙ୍କ ଇଚ୍ଛା ମୁତାବକ ପିଠା ମଗାଇ ପାରିବେ,’’ କହିଛନ୍ତି ଜୀବନସାଥୀ ସଂଗଠନର ସଭାପତି ଓ ଯୁବ ସମାଜସେବକ ଦୀପ୍ତିମାନ୍ ପତି । (ଦୀପ୍ତିମାନ୍ ପତି,ବାଲେଶ୍ୱର)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version