• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଭୁବନ ବିଜେଡି ର ବିକ୍ଷୋଭ କେନ୍ଦ୍ର ସରକାର ଚାଷୀ ବିରୋଧୀ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

Proprietor Abhimanyu Maharana by Proprietor Abhimanyu Maharana
February 16, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଭୁବନ ବିଜେଡି ର ବିକ୍ଷୋଭ କେନ୍ଦ୍ର ସରକାର ଚାଷୀ ବିରୋଧୀ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
Share on FacebookShare on TwitterWhatsapp

ଧାନ ଉଠାଅ,ଚାଉଳ ଦିଅ ନଗରପାଳ ଶୁଭେନ୍ଦୁ ସାହୁ

୧୬ ଫେବୃଆରୀ ,ଗୁରୁବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ  :– କେନ୍ଦ୍ରରେ କ୍ଷମତାସୀନ ବିଜେପି (ମୋଦି) ସରକାରକାର ଙ୍କ ଚାଷୀ ମାରଣ ନୀତି ବିରୋଧରେ ଭୁବନ ବିଜେଡି ତରଫରୁ ବିକ୍ଷୋଭ, ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । ଭୁବନ ବ୍ଲକ ବିଜେଡି ସଭାପତି ତଥା ୨ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ ରମେଶ ଚନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତାରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଦଳୀୟ କର୍ମୀ ଏକତ୍ରିତ ହୋଇ କେନ୍ଦ୍ର ସରକାର ବିରୋଧରେ ନାରାବାଜି କରିଥିଲେ । ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କେନ୍ଦ୍ର ସରକାର ଚଳିତ ବଜେଟ ରେ ଧାନ କ୍ରୟ ରାଶି ୨୦ ହଜାର କୋଟି ଟଙ୍କା କମ ବ୍ୟୟବରାଦ କରିଥିବା ଓ ଗରିବ ଲୋକଙ୍କ ୫ କିଲୋ ମାଗଣା ଚାଉଳ କାଟିଦେଇଥିବାରୁ ଚାଷୀ ଭାଇ ଓ ଗରିବ ଲୋକମାନଙ୍କ ଦୁର୍ଦ୍ଦଶା ବଢିଯାଇଛି । ପୂର୍ବ ବର୍ଷ ମାନଙ୍କରେ ୧୮ ଲକ୍ଷ ମେଟ୍ରିକ ଟନ ଚାଉଳ ସଂଗ୍ରହ କରାଯାଉଥିବା ବେଳେ ଚଳିତ ବର୍ଷ ମାତ୍ର ୪ ଲକ୍ଷ ମେଟ୍ରିକ ଟନ ଚାଉଳ ସଂଗ୍ରହ କରିବାକୁ ଧାର୍ଯ୍ୟ କରିଛନ୍ତି । ଧାନର ଏମଏସପି ମୂଲ୍ୟ ୨୯୩୦ ଟଙ୍କା କରିବାକୁ ବିଧାନସଭାରେ ପ୍ରସ୍ତାବ ପାରିତ ହୋଇ ବାରମ୍ବାର ଦାବି କରାଯାଉଥିବା ବେଳେ କେନ୍ଦ୍ର ସରକାର ଆଦୌ କର୍ଣ୍ଣପାତ କରୁନାହାନ୍ତି ବୋଲି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ , ଭୁବନ ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ , କୃଷି ଉପଦେଷ୍ଟା କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁଧାକର ସାହୁ , ଭୁବନ ନଗର ସଭାପତି ନରେନ୍ଦ୍ର କୁମାର ସାହୁ , ଜିଲ୍ଲା ବିଜେଡି ସାଧାରଣ ସଂପାଦକ ଅଜୟ କୁମାର ସେଠୀ ,ଅମୂଲ୍ୟ ଦ୍ୱିବେଦୀ ,ରାକେଶ ଆଏଚ ,କାଉନସିଲର ନରେନ୍ଦ୍ର ବେହେରା , ପପୁ କୁମାର ସାହୁ ପ୍ରମୁଖ ବକ୍ତବ୍ୟ ରଖିଥିଲେ । ଶେଷରେ ବିଡିଓ କଲ୍ୟାଣ ସୌରଭ ଦାଶ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ଭୁବନ ଡାକବଙ୍ଗଳା ପରିସରରୁ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ନେତୃତ୍ୱରେ ଶତାଧକ ଦଳୀୟ କାର୍ଯ୍ୟକର୍ତା ଏକ ର‌୍ୟାଲିରେ ଯାଇ ବିକ୍ଷୋଭ ସ୍ଥଳରେ ପହଁଚିଥିଲେ ଓ ପରେ ଏନଏସି ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version