• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଶିଳ୍ପକୁ ଆଗକୁ ବଢ଼ାଇବାକୁ ଆର୍ସେଲର-ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ମିତ୍ତଲ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
June 13, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଶିଳ୍ପକୁ ଆଗକୁ ବଢ଼ାଇବାକୁ  ଆର୍ସେଲର-ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ମିତ୍ତଲ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୩ ଜୁନ୍ ଶନିବାର ) ଭୁବନେଶ୍ୱର :– ଆଜି ଶିଳ୍ପକୁ ଆଗକୁ ବଢ଼ାଇବାକୁ ଆର୍ସେଲର-ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ମିତ୍ତଲ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ସେ ଆଲୋଚନା କରିଥିବା ଜଣାପଡ଼ିଛି । ବିଶ୍ୱର ୧ନମ୍ବର ଷ୍ଟିଲ କମ୍ପାନୀ ଆର୍ସେଲର-ମିତ୍ତଲ ଓଡ଼ିଶାରେ ୨ ହଜାର କୋଟି ନିବେଶ କରିବ ବୋଲି ଘୋଷଣା କରିଛି । ପାରାଦୀପରେ ଥିବା ପେଲେଟ ପ୍ଲାଣ୍ଟର କ୍ଷମତା ୬ ନିୟୁତ ଟନରୁ ୧୨ ନିୟୁତ ଟନ ଓ କେନ୍ଦୁଝରର ଥିବା ବେନିଫିସିଏସନ ପ୍ଲାଣ୍ଟର କ୍ଷମତା ୫ ନିୟୁତ ଟନରୁ ୧୬ ନିୟୁତ ଟନକୁ ବୃଦ୍ଧି କରାଯିବ ।

ଆର୍ସେଲର ମିତ୍ତଲ ଏସାର ଷ୍ଟିଲକୁ ଅଧିଗ୍ରହଣ କରିଥିବାରୁ ଓଡ଼ିଶାରେ ଥିବା ଏସାରର ଇସ୍ପାତ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାର ସମ୍ଭାବନା ରହିଛି । ଓଡ଼ିଶା ସରକାର ମଧ୍ୟ ଏ ନେଇ ଗତ କିଛି ମାସ ହେଲା ଆର୍ସେଲର-ମିତ୍ତଲ ସହ ଆଲୋଚନା କରୁଥିବା ସୂଚନା ମିଳିଛି । ଓଡ଼ିଶାର ପାରାଦୀପ ନିକଟରେ ଏକ ଷ୍ଟିଲ ପ୍ଲାଣ୍ଟ କରିବାକୁ ୨୦୦୫ରେ ଏମଓୟୁ ହୋଇଥିଲା । କେନ୍ଦୁଝର ଜିଲ୍ଲାର ଡାବୁନାଠାରେ ଏସାରର ଏକ ଲୁହାପଥର ବେନିଫିସିଏସନ ପ୍ଲାଣ୍ଟ ଓ ପାରାଦୀପଠାରେ ଏକ ପେଲେଟ ପ୍ଲାଣ୍ଟ ରହିଥିଲା । ଅଧିଗ୍ରହଣ ପରେ ଏସବୁ ପ୍ରକଳ୍ପ ଆର୍ସେଲର ମିତ୍ତଲ ହାତକୁ ଆସିଛି । ସେହିପରି ଗତ ଫେବ୍ରୁଆରି ମାସରେ ଅନୁଷ୍ଠିତ ଖଣି ନିଲାମରେ ଆର୍ସେଲର ମିତ୍ତଲ କେନ୍ଦୁଝର ଜିଲ୍ଲାରେ ଥିବା ଠାକୁରାଣୀ ଓ ସାଗାସାହି ଲୁହାପଥର ଖଣିକୁ ନିଜ କ୍ଷମତା କୁ ନେଇଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version