• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବଜେଟ୍ : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ବଜେଟ୍ ଆଗତ କରିଛନ୍ତି – ୨ ଲକ୍ଷ ୩୦ ହଜାର କୋଟି ଟଙ୍କା

Proprietor Abhimanyu Maharana by Proprietor Abhimanyu Maharana
February 24, 2023
in ଓଡ଼ିଶା, ବାଣିଜ୍ୟ, ମହାନଗର, ରାଜନୀତି, ହୋମ୍
0
ଓଡ଼ିଶା ବଜେଟ୍ : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ବଜେଟ୍ ଆଗତ କରିଛନ୍ତି – ୨ ଲକ୍ଷ ୩୦ ହଜାର କୋଟି ଟଙ୍କା
Share on FacebookShare on TwitterWhatsapp

୨୪ ଫେବୃଆରୀ ,ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ଆକଳନ ରହିଛି ୨ ଲକ୍ଷ ୩୦ ହଜାର କୋଟି ଟଙ୍କା । ଗତବର୍ଷ ବଜେଟ୍ ଠାରୁ ଏହା ୧୫% ଅଧିକ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ବଜେଟ୍ ଆଗତ କରିଛନ୍ତି । ବଜେଟ୍ ରେ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି, କାର୍ଯ୍ୟକ୍ରମ ଖର୍ଚ୍ଚ ୧ ଲକ୍ଷ ୨୫ ହଜାରକୁ ବୃଦ୍ଧି । ପ୍ରଶାସନିକ ଖର୍ଚ୍ଚ(୮୯, ୫୯୦) ତୁଳନାରେ କାର୍ଯ୍ୟକ୍ରମ ଖର୍ଚ୍ଚ ଯଥେଷ୍ଟ ବୃଦ୍ଧି ପାଇଛି । ୨୦୦୦-୦୧ ଆର୍ଥିକ ବର୍ଷରେ କାର୍ଯ୍ୟକ୍ରମ ଖର୍ଚ୍ଚ ୩,୫୩୮ କୋଟି ଥିଲା । ୨୩ ବର୍ଷ ମଧ୍ୟରେ ଏହା ୩୫ ଗୁଣ ବୃଦ୍ଧି ପାଇଛି । ଚଳିତ ବଜେଟ୍ ରେ ବିପର୍ଯ୍ୟୟ ବିପଦ ପରିଚାଳନା ପାଣ୍ଠି ୩,୭୦୦ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ରାଶି ୭,୩୦୦ ଆକଳନ କରାଯାଇଛି ।

କୃଷି ବଜେଟ୍ ର ମୁଖ୍ୟାଶଂ :-

1- କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ , 2- ଧାନ ସଂଗ୍ରହ କାର‌୍ୟ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ , 3- କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ, 4- ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା ଉଦ୍ୟାନ,  5- କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ,6- କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ , 7- କୃଷି କ୍ଷେତ୍ରରେ ମହିଳା ଝଐଏଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ , 8- ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି , 9- ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ ,10- ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି ,11- ଫୁପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି , 12- ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି , 13- ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି, 14- ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି , 15-ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି , 16- ବ୍ୟୟବରାଦ ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି , 17- କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି , 18- ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି, 19- ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ .

ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ କେତେ କୋଟି :-

1- ସ୍ୱାସ୍ଥ୍ୟ-୧୬,୦୪୮ (୨୭% ଅଧିକ) 2- ପାଇପ ପାଣି-୧୩,୨୧୫(୫୮% ଅଧିକ) 3- କୃଷି ଓ ଆନୁସଙ୍ଗିକ କ୍ଷେତ୍ର-୨୪,୮୨୯ (୨୧% ଅଧିକ) 4- ରାସ୍ତା, ପୋଲ, ବିମାନବନ୍ଦର, ରେଳ-୧୯, ୪୫୨(୩୪% ଅଧିକ) 5- ନଗର ଉନ୍ନୟନ-୭,୯୧୪(୯% ଅଧିକ) 6- ମିଶନ ଶକ୍ତି-୬,୨୨୪(୧୨% ଅଧିକ) 7- ଶିଳ୍ପ ଏବଂ ଏମଏସଏମଇ-୧,୩୫୮(୭% ଅଧିକ) 8- ବିପର୍ଯ୍ୟୟ ପରିଚାଳନା-୩,୭୦୦(୧୩%) 9 – ଶିକ୍ଷା ଏବଂ ଦକ୍ଷତା-୩୦,୦୩୦(୧୦% ଅଧିକ) 10 – ଅନୁସୂଚିତ ଜାତି/ଜନଜାତି ଉନ୍ନୟନ-୩୮, ୪୩୭(୧୮% ଅଧିକ) 11- ପର୍ଯ୍ୟଟନ-୬୮୦ କୋଟି(୧୫% ଅଧିକ) 12- କ୍ରୀଡ଼ା ବିକାଶ ପାଇଁ-୧,୨୧୭(୩୪% ଅଧିକ) 13- ଇଲେକଟ୍ରୋନିକ୍ସ ଆଣ୍ଡ ଆଇଟି-୩୫୬ କୋଟି(୧୮% ଅଧିକ) 14- ହସ୍ତତନ୍ତ, ବୟନଶିଳ୍ପ-୨୧୯ କୋଟି( ୮% ଅଧିକ) 16- ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ନ୍ୟାୟ ପାଇଁ-୮,୧୩୦(୮% ଅଧିକ) 17- ଲୋକାଲ୍ ବଡି-୭,୩୦୦ କୋଟି .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version