• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଣୁପର ସ୍ଥିତ ଜି ଆଇ ଇଟିବିଶ୍ୱବିଦ୍ୟାଳୟ ର ରୌପ୍ୟ ଜୟନ୍ତୀପାଳନ ସହ ଆଜି ଅନୁଷ୍ଠାନର ବାର୍ଷିକ ବୈଷୟିକଓସାଂସ୍କୃତିକ ଫେଷ୍ଟ “ସୃଜନ ୧.୦- ର ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ଗଜପତି, ହୋମ୍
0
ଗୁଣୁପର ସ୍ଥିତ ଜି ଆଇ ଇଟିବିଶ୍ୱବିଦ୍ୟାଳୟ ର ରୌପ୍ୟ ଜୟନ୍ତୀପାଳନ ସହ ଆଜି ଅନୁଷ୍ଠାନର ବାର୍ଷିକ ବୈଷୟିକଓସାଂସ୍କୃତିକ ଫେଷ୍ଟ “ସୃଜନ ୧.୦- ର ଉଦଘାଟିତ
Share on FacebookShare on TwitterWhatsapp

୨୫ଫେବୃଆରୀ ,2023 (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ରାୟଗଡ଼ ଜିଲ୍ଲା ଗୁଣୁପୁର ସ୍ଥିତ ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ରୌପ୍ୟ ଜୟନ୍ତୀ ପାଳିନ ଅବସରରେ ଆଜି ଅନୁଷ୍ଠାନର ବାର୍ଷିକ ବୈଷୟିକଓସାଂସ୍କୃତିକ ଫେଷ୍ଟ “ସୃଜନ ୧.୦- ର ଉଦଘାଟିତ ହୋଇଯାଇଛି। ଆଜିର ଏହି ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଏ ଆଇ ସି ଟି ଇ ର ଅଧ୍ୟକ୍ଷ ଡ଼.ଟି.ଜି. ସିତାରାମ ଆଭାସି ମାଧ୍ୟମରେ ଯୋଗଦେଇ ଛାତ୍ରଛାତ୍ରୀ ମାନେ ଉଦ୍ୟୋଗ କ୍ଷେତ୍ରରେ ଆତ୍ମନିର୍ଭଶୀଳ ହେବା ପାଇ ଆହ୍ବାନ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ମୁମ୍ବାଇସ୍ଥିତ ପେରୀ ଇଣ୍ଡିଆ ର ମୁଖ୍ୟ ମାନବ ସମ୍ବଳ ଅଧିକାରୀ ଶ୍ରୀ ସତ୍ୟନ୍ଦ୍ର ଶ୍ରୀବାସ୍ତବ ଯୋଗ ଦେଇ ସଫଳତାର ବିଭିନ୍ନ ମାର୍ଗ ବିଷୟରେ ଆଲୋଚନା କରିବାସହ ଜୀବନରେ ଏକ ସ୍ଥିର ଲକ୍ଷ୍ୟ ସହ ଶୃଙ୍ଖଳା ଓ କଠିନ ପରିଶ୍ରମ କରିବା ପାଇ କହିଥିଲେ।ବିଶ୍ବବିଦ୍ୟାଳୟର ସଭାପତି ଡ଼ ସତ୍ୟ ପ୍ରକାଶ ପଣ୍ଡା ଯୋଗଦେଇ ନୂତନ ଚିନ୍ତାଧାରା ଦେଶକୁ ସର୍ବୋତ୍ତମ କ୍ଷମତାଶୀଳ କରିଥାଏ ବୋଲି କହିବା ସହ ଉଚ୍ଚ ସ୍ଵପ୍ନ ଦେଖିବା ସହ ବିଶ୍ବିବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ସଫଳତା ବିଷୟରେ ଆଲୋଚନା କରିଥିଲେ।ଉପ ସଭାପତି ଡ.ଚନ୍ଦ୍ରଧ୍ଵଜ ପଣ୍ଡା ଯୋଗ ଦେଇ ବର୍ତ୍ତମାନ ସମୟରେ କୃଷି ବିଜ୍ଞାନ ଓ ସେବା କ୍ଷେତ୍ରର ଆବଶ୍ୟକତା ବିଷୟରେ ଆଲୋଚନା କରିବା ସହ ମାଣ୍ଡିଆ ଜାତୀୟ ଶସ୍ୟର ବ୍ୟବହାର ବିଷୟରେ ଦୃଷ୍ଟିପାତ କରିଥିଲେ।ମହା ନିର୍ଦ୍ଦେଶକ ଡ ଜଗଦୀଶ ପଣ୍ଡା,କୁଳପତି ଡ ଗୌତମ ଘୋଷ, ରେଜିଷ୍ଟ୍ରାର ଡ ଏନ ଭି ଜେ ରାଓ ଯୋଗ ଦେଇ ବିଶ୍ୱବିଦ୍ୟାଳୟର ବିଭିନ୍ନ ସଫଳତା ବିଷୟରେ କହିଥିଲେ।ଏହି ଅବସରରେ ଜାତୀୟ ସେବା ଯୋଜନାର ବାର୍ଷିକ ପୁସ୍ତିକା ପ୍ରୟାସ ର ଉନ୍ମୋଚନ କରାଯାଇଥିଲା।

ପରିଶେଷରେ କାର୍ଯକ୍ରମର ଆବାହକ ଡ ବିଭୁ ପ୍ରସାଦ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।ଆଜି ସକାଳେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, କର୍ମଚାରୀ ମାନଙ୍କୁ ନେଇ ଏକ ମିନି ମାରାଥନ କାର୍ଯ୍ୟକ୍ରମ କରାଯାଇଥିଲା ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପ୍ରକାରର ମଡେ଼ଲ ପ୍ରଦର୍ଶନ କରାଯାଇଛି। ଏହି ତିନିଦିନ ପ୍ରତ୍ୟେକ ସନ୍ଧ୍ୟାରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ୨୬ ତାରିଖରେ ପ୍ରଖ୍ୟାତ ସମ୍ବଲପୁରୀ ଗାୟକ ମଣ୍ଟୁ ଛୁରିଆ ଓ ୨୭ ତାରିଖରେ ବଲିଉଡର ଗାୟିକା ଜ୍ୟୋତିକା ଟାଙ୍ଗିରିଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି ।ଏହି ଉତ୍ସବ ନିମନ୍ତେ ପୂର୍ବରୁ ଛାତ୍ର ଛାତ୍ରୀ, କର୍ମଚାରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଆଜି ସେହି କୃତି ପ୍ରତିଯୋଗୀ ମାନଙ୍କୁ ଏହି ମଣ୍ଡପରେ ମାନପତ୍ର ସହ ସିଲ ଅତିଥିଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version