• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ଏବଂ ମହିଳା ଆରୋଗ୍ୟ ସମିତି ର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 25, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ଏବଂ ମହିଳା ଆରୋଗ୍ୟ ସମିତି ର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୨୫ଫେବୃଆରୀ ,୦୨/୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡ଼ା :- ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ଏବଂ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ ଆୟୋଜନ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଶୁଶ୍ରୀ ସ୍ୱଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ସମ୍ମିଳନୀକୁ ଉଦଘାଟନ କରିଥିଲେ । ଆଦିବାସୀ ବିକାଶ ଅଧିକାରୀ ଡା ଦିଲ୍ଲିପ କୁମାର ବେହେରା ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତି ଜାଜ୍ଞସେନୀ ବେହେରା ମଞ୍ଚାସିନ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଲାଲମୋହନ ରାଉତରାୟ ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ଃ. ଶ୍ରୀ ରଏ ,

ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭିବିଡି) ଡ଼ଃ ବି ଏଲ ଏନ୍ ପୃଷ୍ଟି , ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଟିବି) ଡ଼ଃ ମମତା ସାହୁ , ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ଃ ମମତା ଚୌଧୁରୀ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ଜେ ରାଜେଶ ରାଓ ପଟ୍ଟନାୟକ ଉପସ୍ଥିତ ଥିଲେ । ଆଶା ସଂଯୋଜିକା ଶ୍ରୀମତି ରାଜଲକ୍ଷ୍ମୀ ମହାନ୍ତି ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅପହଞ୍ଚ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଘରେ ଘରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାରେ ଆଶାମାନଙ୍କ ଭୂମିକା ବେଶ୍ ଗୁୁରୁତ୍ୱପୂର୍ଣ୍ଣ । ଗୋଷ୍ଠୀ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ମଧ୍ୟରେ ସୁସମନ୍ୱୟ ରକ୍ଷାକରି ଉପଲବ୍ଧ ସ୍ୱାସ୍ଥ୍ୟ ସେବାର ପୂର୍ଣ୍ଣ ବିନିଯୋଗ ମାଧ୍ୟମରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉନ୍ନତି ଆଣିବାରେ ଆଶାଙ୍କର ନିରନ୍ତର ପ୍ରୟାସ ଅନସ୍ୱୀକାର୍ଯ୍ୟ । ଜନସାଧାରଣଙ୍କୁ ପ୍ରାଥମିକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ସହିତ ସ୍ୱାସ୍ଥ୍ୟ ସୁଚକାଙ୍କରେ ଉନ୍ନତି ଆଣିବା ଦିଗରେ ସେମାନଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ।

ଗୋଷ୍ଠୀର ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଆଶାକର୍ମୀଙ୍କ ଉତ୍ସର୍ଗୀକୃତ ମନୋଭାବ ପ୍ରଦର୍ଶନ ପୂର୍ବକ ଏହି କାର୍ଯ୍ୟକ୍ରମ ଅବସରରେ ରାୟଗଡ ଜିଲ୍ଲାର୧୧ ଟି ବ୍ଲକ ଏବଂ ଦୁଇଟି ପୌର ପରିଷଦର ମୋଟ ୩୬ ଜଣ ଆଶାକର୍ମୀଙ୍କୁ ଶ୍ରେଷ୍ଠ ଆଶା ଭାବେ ମାନପତ୍ର ପ୍ରଦାନ କରାଯିବା ସହିତ ପୁରସ୍କୃତ କରାଯାଇଥିଲା । ସେହିପରି ଭାବେ ୧୪ଟି ମହିଳା ଆରୋଗ୍ୟ ସମିତି ଏବଂ ୧୧ ଟି ଗ୍ରାମ କଲ୍ୟାଣ ସମିତିକୁ ମଧ୍ୟ ପୁରସ୍କୃତ ହୋଇଥିଲେ । ପରିବାର ନିୟୋଜନ (ପୁରୁଷ ବନ୍ଧ୍ୟାକରଣ) କ୍ଷେତ୍ରରେ ୨୦୨୧-୨୨ ମସିହା ପାଇଁ ରାୟଗଡ ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନ ପାଇ ପୁରସ୍କୃତ ହୋଇଥିବା ବେଳେ ଡା ଶ୍ରବଣ କୁମାର ସାହୁକାର ସମଗ୍ର ରାଜ୍ୟରେ ସର୍ବାଧିକ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ପୁରସ୍କୃତ ହୋଇଥିଲେ,

୨ ଜଣ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ, ୩ ଜଣ ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ (ପୁରୁଷ) ଏବଂ ୩ ଜଣ ଆଶାକର୍ମୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଏବଂ ୨୦୨୨ ମସିହାରେ ସର୍ବାଧିକ ପରିବାର ନିୟୋଜନ (ମହିଳା ବନ୍ଧ୍ୟାକରଣ ଅସ୍ତ୍ରୋପଚାର) କରିଥିବାରୁ ଡା ପ୍ରଫୂଲ କୁମାର ପାଢୀ ଏବଂ ୨୦୨୨ ମସିହାରେ ସର୍ବାଧିକ ଅଲଟ୍ରାସୋନୋଗ୍ରାଫି କ୍ଷେତ୍ରରେ ଡା ରତିକାନ୍ତ ସାହୁଙ୍କୁ ସ୍ୱତନ୍ତ୍ର ଭାବେ ପରୁସ୍କୃତ ହୋଇଥିଲେ ।  ଏହି କାର୍ଯ୍ୟକ୍ରମରେ ବହୁ ଆଶାକର୍ମୀଙ୍କ ସମେତ ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତିର କର୍ମକର୍ତ୍ତା ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର କର୍ମଚାରୀଗଣ ଉପସ୍ଥିତ ରହିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version