• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷସ୍ଥଳେ ପହଂଚି ପାରିବ’ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୫ତମ ବାର୍ଷିକୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 28, 2023
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ନିର୍ଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷସ୍ଥଳେ ପହଂଚି ପାରିବ’ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୫ତମ ବାର୍ଷିକୋତ୍ସବ
Share on FacebookShare on TwitterWhatsapp

୨୮ ଫେବୃଆରୀ ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ବ୍ୟାସନଗର :- ନିଜ ନିଜର ନିର୍ଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷ ସ୍ଥଳେ ପହଂଚି ପାରିବ । ସେଥିପାଇଁ ସମୟାନୁ ବର୍ତିତା ଓ କର୍ତବ୍ୟ ପରାୟଣତା ହେବା ଉଚିତ ବୋଲି ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୫ତମ ବାର୍ଷିକ ଉତ୍ସବରେ ଅତିଥିମାନେ ମତବ୍ୟକ୍ତ କରିଥିଲେ ।ଅନୁଷ୍ଠିତ ଏହି ସଭାରେ +୨ ମହାବିଦ୍ୟାଳୟ ଅଧ୍ୟକ୍ଷା ପଙ୍କଜିନୀ ପାଣି ସଭାପତିତ୍ୱ କରିଥିଲା ବେଳେ ମୁଖ୍ୟଅଥିଭାବେ ବେସରକାରୀ ମହାବିଦ୍ୟାଳୟ ଶିକ୍ଷକ ସଂଘର ରାଜ୍ୟ ସଂପାଦକ ଡକ୍ଟର ଦୁଷ୍ମନ୍ତକୁମାର ନାୟକ ଯୋଗଦେଇ ଏହି ମଣିଷ ତିଆରି କରଖାନା ସ୍ୱରୂପ ମହାବିଦ୍ୟାଳୟର ଉତମ ପରିବେଶ ପ୍ରିତି ବର୍ଷ ସୁନାଗରିକ ସୃଷ୍ଟିକରିବାରେ ସହାୟକ ହେଉଛି ।ଏମିତିକି ଛାତ୍ରୀମାନେ ଉତମ ନାଗରିକ ଭାବେ ସୃଷ୍ଟି ହୋଇ ରାଜ୍ୟଠାରୁ ଦେଶଯାଏ ସୁନାମ ଅର୍ଜନକରିଥିବାରୁ ମହାବିଦ୍ୟାଳୟ ସେମାନଙ୍କ ପାଇଁ ଗର୍ବିତ । ମୁଖ୍ୟବକ୍ତା ଭାବେ ରମାଦେବୀ ମହିଳା ବିଶ୍ୱ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନର ମୁଖ୍ୟଅଧ୍ୟାପକ ଡକ୍ଟର ମାନସ ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନେ ନିଜର ନିଷ୍ଠା ଓ ଅଧ୍ୟାବସୟ ବଳରେ ଶୀର୍ଷ ସ୍ଥାନରେ ପହଂଚି ପରିବେ, ସେଥିପାଇଁ କୌଣସି ଅଭାବ ଅନାଟନ ପ୍ରତିବନ୍ଧକ ହେବ ନାହିଁ ବୋଲି ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥିଭାବେ ବ୍ୟାସନଗର ପୌରପରିିଷଦର ପ୍ରାକ୍ତନ ପୌରାଧ୍ୟକ୍ଷା ସବିତା ରାଉତ ଯୋଗଦେଇ ନାରୀଶିକ୍ଷାର ଅଗ୍ରଗତି ସଂପର୍କରେ କହିଥିଲେ । ଅନ୍ୟତମ ଅତିଥିଭାବେ ପଣ୍ଡିତ ଯୁଗୋଳ କିଶୋର ମିଶ୍ର ଯୋଗଦେଇ ପ୍ରାରମ୍ଭରେ ବେଦପାଠ କରିବାସହ ପିଲାମାନଙ୍କୁ ଆଶୀର୍ବଚନ ପ୍ରଦାନ କରିଥିଲେ ।ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନା ବାର୍ଷିକ ବିବରଣୀ ପାଠ କରିଥିଲେ । ସାଂସ୍କୃତିବିଭାଗର ଉପସଭାପତି ଅଧ୍ୟାପକ ସୁବାସ କୁମାର ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥିଲା ବେଳେ ଅନ୍ୟତମ ଉପସଭାପତି ଅଧ୍ୟାପିକା ହିରଣ୍ମୟୀ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ ।ଏହି ଅବସରରେ ଚଳିତବର୍ଷର +୩ର ମୁଖପତ୍ର ଅପରାଜିତା ଓ +୨ର ମୁଖପତ୍ର ପ୍ରିୟଦର୍ଶିନୀଙ୍କୁ ସଂପାଦକ ଜ୍ୟୋତିପ୍ରକାଶ ରାଉତ, ପ୍ରଶାନ୍ତ କୁମାର ରାଉତ, ପଦ୍ମଭୁଷଣ ରାଉତରାୟଙ୍କ ସଂଚାଳନାରେ ଅତିଥିଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା । ଚଳିତବର୍ଷ ଡିଗ୍ରୀ(ସ୍ନାତକ)ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ମେଧାବିନୀ ଛାତ୍ରୀ ମଧୁସ୍ମିତା ଜେନା, +୨ କଳା ସଂଘମିତ୍ରା ସାହୁ, ବିଜ୍ଞାନ ଭଗବତୀ ମହନ୍ତ ଓ ଧନ୍ଦାମୂଳକରେ ପ୍ରିୟଦର୍ଶିନୀ ବାରିକଙ୍କୁ ମାନପତ୍ର ଓ ଉପଢ଼ୌକନ ଦିଆଯାଇ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ଅଧ୍ୟାପିକା ଦେବଜନୀ ଦାସ ଓ ରୋଜାଲିନ ଦାସ ପରିଚାଳନା କରିଥିଲେ । ପ୍ରଥମ ଅଧିବେଶନର ଶେଷରେ ଅଧ୍ୟାପକ ମଳୟକୁମାର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲା ବେଳେ ଅଧ୍ୟାପକ ଗୋବର୍ଦ୍ଧନ ନାୟକ ଅତିଥିଙ୍କୁ ମଂଚାସୀନ କରାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version