• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି : ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର

Proprietor Abhimanyu Maharana by Proprietor Abhimanyu Maharana
March 2, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି : ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର
Share on FacebookShare on TwitterWhatsapp

୦୧ ମାର୍ଚ୍ଚ ,ବୁଧବାର (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ତାଙ୍କ ଘରର ମୁଖ୍ୟ ଓ ଭିତର ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ଚାରି ଲକ୍ଷରୁ ଉର୍ଦ୍ଧ ଟଙ୍କା ମୁଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି ।

ବୁଧବାର ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖି ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିଲା । ଘଟଣାର ସପ୍ତାହେ ନପୁରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣକୁ ଗିରଫ କରିଥିବା ବେଳେ ଗତକାଲି ଏକ ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ୍ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି । ସମସ୍ତ ଘଟଣାକୁ ନେଇ ଡକାୟତି ଗ୍ୟାଙ୍ଗକୁ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ୍ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ୍ ସୃଷ୍ଟି କରିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

August 10, 2026
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026
169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

August 10, 2026
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version