• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିସି଼ଡି ଆନୁକୁଲ୍ୟରେ ପଞ୍ଚାୟତ ପ୍ରତିନିଧିଙ୍କ ତିନି ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
March 3, 2023
in ଓଡ଼ିଶା, ଗଜପତି, ହୋମ୍
0
ସିସି଼ଡି ଆନୁକୁଲ୍ୟରେ ପଞ୍ଚାୟତ ପ୍ରତିନିଧିଙ୍କ ତିନି ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
Share on FacebookShare on TwitterWhatsapp

୦୨ ମାର୍ଚ୍ଚ, ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଓ ପାନୀୟ ଜଳ ବିଭାଗ, ରାଜ୍ୟ ସରକାରଙ୍କ ସହାୟତାରେ ଗଜପତି ଜିଲ୍ଲାର ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡି ସହଯୋଗରେ ପଞ୍ଚାୟତ ପ୍ରତିନିଧିଙ୍କ ତିନି ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ତିନି ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକ୍ ର 9 ଟି ଗ୍ରାମ ପଞ୍ଚାତର 26 ଜଣ ୱାର୍ଡ ସଭ୍ୟସଭ୍ୟା ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ଉପସ୍ଥିତ ୱାର୍ଡ ସଭ୍ୟସଭ୍ୟା ମିଳିତ ଭାବେ ପ୍ରଦ୍ୱୀପ ପ୍ରୋଜ୍ୱଳନ କରି ଉଦଘାଟନ କରିଥିଲେ । ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଓ ପାନୀୟ ଜଳ ବିଭାଗ, ରାଜ୍ୟ ସରକାରଙ୍କ ଦ୍ୱାରା ମନୋନୀତ ଶ୍ରୀମତି ସୁଶିଳା ମିଶ୍ର ଓ ଶ୍ରୀ ସୁଭ୍ରାଂଶୁ ସେଖର ପଟ୍ଟନାୟକ ପ୍ରମୁଖ ମୁଖ୍ୟ ତାଲିମଦାତା ଭାବେ ଉପସ୍ଥିତ ରହି ଏହି ତିନିଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପଞ୍ଚାୟତିରାଜରେ ୱାର୍ଡ ସଭ୍ୟସଭ୍ୟାଙ୍କ ଦାୟୀତ୍ୱ ଓ ଭୂମିକା ଉପରେ ତାଲିମଦାତା ପ୍ରଶିକ୍ଷଣ ଦେଇଥିଲେ । ମହିଳା ସଭ୍ୟସଭ୍ୟାଙ୍କ ଭୂମିକା ଓ ସେମାନଙ୍କର ସକ୍ରୀୟ ଅଂଶଗ୍ରହଣ ଉପରେ ଯୋର ଦିଆଯାଇଥିଲା । ଗ୍ରାମ ଓ ପଞ୍ଚାୟତର ସାମୁହିକ ଉନ୍ନତି ଉପରେ ସରକାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଦାୟୀତ୍ୱ ଦେଇଥାନ୍ତି ତେଣୁ ଗ୍ରାମର ଉନ୍ନତି ପାଇଁ ୱାର୍ଡ ସଭ୍ୟସଭ୍ୟାଙ୍କ ଭୂମିକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ବିଭିନ୍ନ ପାୱାରପଏଣ୍ଟ୍ ମାଧ୍ୟମରେ ତାଲିମଦାତା ପଞ୍ଚାୟତିରାଜ ବ୍ୟବସ୍ଥା ଏବଂ ୱାର୍ଡ ସଭ୍ୟସଭ୍ୟାଙ୍କ ସକ୍ରୀୟ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ । ବିଭିନ୍ନ ପ୍ରଶ୍ନୋତ୍ତର ମାଧ୍ୟମରେ ଉପସ୍ଥିତ ୱାର୍ଡ ସଭ୍ୟସଭ୍ୟା ମାନେ ପଞ୍ଚାୟତି ରାଜ ବ୍ୟବସ୍ଥା, ସରକାରଙ୍କର ବିଭିନ୍ନ ଯୋଜନା ଓ ଏହାର କାର୍ଯ୍ୟକାରିତା ଉପରେ ଜ୍ଞାନ ଅର୍ଜନ କରିଥିଲେ । ତୃତୀୟ ଦିନରେ ତରଙ୍ଗଡା ଗ୍ରାମ ପଞ୍ଚାୟତର 3 ଟି ଗ୍ରାମ ଓ ବନବିଭାଗ ତରଫରୁ ହୋଇଥିଲା ନର୍ସରୀ ପରିଭ୍ରମଣ କରିଥିଲେ ।ଏହି ପରିଭ୍ରମଣ ସମୟରେ ତରଙ୍ଗଡା ଗ୍ରାମ ପଞ୍ଚାୟତର ମୋନରେଗା ସାଥି, ବନବିଭାଗ କର୍ମଚାରୀ ଏବଂ ସିସିଡି ର କର୍ମଚାରୀ ପ୍ରମୂଖ ସହାୟତା କରିଥିଲେ ଏବଂ ପରିଶେଷରେ ସିସିଡି ତାଲିମଗୃଗଠାରେ ଉପସ୍ଥିତ ୱାର୍ଡ ସଭ୍ୟସଭ୍ୟାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ରାଜ୍ୟ ସରକାରଙ୍କ ତରଫରୁ ମିଳିତ ଫୋଟ ଏବଂ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

October 14, 2026
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

Vedanta Aluminium Deploys Solar Infra for Reliable Lighting and Drinking in Kalahandi and Rayagada

October 14, 2026
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version