• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଣପର୍ବ ସତ୍ୱେବି ‘ସଟଡାଉନ’ ନିମୟ ମାନିଲେ କୋରାଇ ଅଂଚଳ ବାସୀ ବଜାର ବନ୍ଦ ; ରାସ୍ତଘାଟ ଶୂନଶାନ

Proprietor Abhimanyu Maharana by Proprietor Abhimanyu Maharana
June 14, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଗଣପର୍ବ ସତ୍ୱେବି ‘ସଟଡାଉନ’ ନିମୟ ମାନିଲେ କୋରାଇ ଅଂଚଳ ବାସୀ ବଜାର ବନ୍ଦ ; ରାସ୍ତଘାଟ ଶୂନଶାନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୪ ଜୁନ୍ ରବିବାର) କୋରାଇ :- ବିଶ୍ୱ ମହାମାରୀ କରୋନା ସଂକ୍ରମଣ ଲାଗି ଶନିବାର ଓ ରବିବାର ୨ଦିନିଆ ସଟଡାଉନ ହୋଇଥିବାରୁ ଆଜି ଓଡିଶାର ଗଣପର୍ବ ପହିଲି ରଜ ହୋଇଥିଲେ ହେଁ ପୁଲିସ ପ୍ରଶାସନ ପକ୍ଷରୁ କଟକଣାକୁ କଡାକଡି ଭାବେ ପାଳନ କରାଯାଇଛି । ଫଳରେ ଲୋକମାନେ ବନ୍ଧୁ ବାନ୍ଧବକି ଦେବାଦେବୀ ପୀଠକୁ ଯିବା ସମ୍ଭବ ହୋଇ ପାରିନାହିଁ । ଯାନବାହାନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇ ଯାଇଥିବାରୁ ରାସ୍ତାଘାଟ ଶୂନଶାନ ବିଭିନ୍ନ ଛକ ବଜାର ବନ୍ଦ ରହିଥିବା ଦେଖାଯାଇଛି । ଦେଶବ୍ୟାପୀ ୫ମ ଲକଡାଉନ ହୋଇଥିଲା ବେଳେ ଆମ ରାଜ୍ୟର ଯାଜପୁର ଜିଲ୍ଲା ସମେତ ୧୧ଜିଲ୍ଲାରେ ବ୍ୟାପକ ପରିମାଣରେ କରୋନା ସଂକ୍ରମଣ ଚିହ୍ନଟ ହେଉଥିବାରୁ ଏହି ୫ମ ପର୍ଯ୍ୟୟ ଲକଡାଉନ ମଧ୍ୟରେ ସପ୍ତାହରେ ୪୮ଘଂଟା ଅର୍ଥାତ ଶନିବାର ଓ ରବିବାର ୨ଦିନକୁ ସଟଡାଉନ ଜାରି କରାଯାଇଛି ।

ଏହା ଶନିବାର ସକାଳ ୬ଟାରୁ ସୋମବାର ସକାଳ ୬ଟା ହୋଇଛି । ଏହି ସମୟରେ ଲୋକ ମାନେ କେହି ବାହରକୁ ବାହାରି ନଥିଲାବେଳେ ଦୋକାନ ବଜାର ବନ୍ଦ ରହିଥିଲା । କେବଳ ନିର୍ଦ୍ଧିଷ୍ଟ କେତୋଟି ମେଡିସନ ଦୋକାନ, ପେଟ୍ରୋଲ ପମ୍ପ, ଡାକ୍ତରଖାନା, ରେଲବାଇ, ପାଣିଯୋଗାଣ, ପୁଲିସ, ଅଗ୍ନିସମ, ଯୋଗାଣ ବିଭାଗ, ବିଦ୍ୟୁତ ସରବରାହ ଓ ବିତରଣ କେନ୍ଦ୍ର ଆଦି ଖୋଲା ରହିବାକୁ ଥିଲା ବେଳେ ପୁଲିସ ଦ୍ୱାରା ଅନୁମୋଦିତ ଗଣମାଧ୍ୟମ ପ୍ରତିନିଧି ଓ ମାଲ ପରିବହନ କରୁଥିବା ଗାଡିହିଁ କେବଳ ଚଳାଚଳ କରିଥିବା ଦେଖା ଯାଇଥିଲା । ଆଜି ୫ମ ପର୍ଯ୍ୟାୟ ଲକଡଉନର ୨ୟ ସଡଡାଉନର ୨ୟ ଦିବସ ହୋଇଥିଲା ।

ରଜ ହୋଇଥିବାରୁ ପର୍ବ ମନାଇବା ପାଇଁ କାଳେ ଲୋକ କଟକଣା ଉଲଘଂନ କରିବେ; ସେଥିପାଇଁ କଡାକଡି ଭାବେ ପାଳନ ପାଇଁ କୋରାଇ ବିଡିଓ ଶ୍ୱେତାସ୍ନିଗ୍ଧା, କୋରାଇ ଥାନା ଅଧିକାରୀ ରଞ୍ଜିତ ମହାନ୍ତି ଓ ପାଣି କୋଇଲି ଥାନା ଅଧିକାରୀ ଅଜୟ କୁମାର ଜେନା ପ୍ରମୁଖ ବିଭିନ୍ନ ଅଂଚଳ ପରିକ୍ରମ କରିଥିଲେ । ରଜ ହୋଇଥିଲା ମଧ୍ୟ ଲୋମାନେ ବ୍ୟକ୍ତିଗତ ଓ ସମୂହିକ ଭାବେ ଘରେ ରହି ସଚେତନ ପୂର୍ବକ ସଟଡାଉନକୁ ସମର୍ଥନ କରିଥିବା ଜଣା ପଡିଛି । (ବ୍ୟାସ ନଗରରୁ -ରଶ୍ମିରେଖା ମଲ୍ଲିକଙ୍କ /ରିପୋର୍ଟ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026
ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version