• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଗ୍ରାମରେ ପରିମଲ ବ୍ୟବସ୍ଥ ବିପର୍ଯ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
March 7, 2023
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ଗ୍ରାମରେ ପରିମଲ ବ୍ୟବସ୍ଥ ବିପର୍ଯ୍ୟସ୍ତ
Share on FacebookShare on TwitterWhatsapp

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲାର ମୋହନା ଗ୍ରାମରେ ଥିବା ମୁଖ୍ୟ ବଜାର ଓ ସାହି ମାନରେ ପରିମଲ ବ୍ୟବସ୍ଥ ବିପର୍ଯ୍ୟସ୍ତ ହୋଇପଡିଛି । ମୋହନା  ସଦର ମହକୁମା ହୋଇଥି୍ଲେ ମଧ୍ୟ ଡ୍ରେନେଜ ବ୍ୟବସ୍ଥା ନାହିଁ । ଅଳିଆ ଆବର୍ଜନା ଭତ୍ତି ହୋଇ ରହିଛି । ବର୍ଷା ହେଲେ ଡ୍ରେନର ପାଣି ରାସ୍ତାରେ ଭାସୁଛି । ଅଳିଆ ଆବର୍ଜନ ସବୁ ରାସ୍ତା ଉପରକୁ ଚାଲି ଆସୁଛି । ଫଳରେ ପରିବେଶ ଦୂଷିତ ହୋଇ ମଶାମାଛିଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ପରିମଳ ବିଭାଗ ଦ୍ବାରା ମଧ୍ୟ ନଳକୂପର ଚାରିପାଖ ସଫା ସୁତରା କରାଯାଉନାହିଁ । ନଳକୂପ ଚାରିପାଖରେ ପାଣି ଜମି ରହୁଥିଲେ ମଧ୍ୟ ବ୍ଲିଚିଂ ସିଞ୍ଚନ ହେଉନାହିଁ ।ଗାଁ ମାନଙ୍କରେ ଗାଁ କଲ୍ୟାଣ ସମିତି ଗଠନ କରାଯାଇଛି । ସମତି ଗୁଡିକ ମଧ୍ୟ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି । ବଷକୁ ସେମାନେ ପାଉଥିବା ୧୦ ହଜାର ଟଙ୍କା ଅନୁଦାନ କେଉଁ ବାବଦରେ ଖର୍ଚ ହେଉଛି। ତାହାକୁ ନେଇ ସାଧାରଣତରେ ପ୍ରଶ୍ନବାଚୀ ସଷ୍ଟି ହେଉଛି । ଗ୍ରାମରେ ପରିମଲ ବ୍ୟବସ୍ଥା ନ ସୁଧାହେଏ ଆଗାମୀ ଦିନରେ ଗ୍ରାମ ଲୋକେ ଝାଡାବାନ୍ତିରେ ସହ ମେଲେରିଆ ଜର ଆକ୍ରାନ୍ତ ହେବା ସମ୍ଭାବନା ରହିଛି । ମୋହନା ଖ୍ରୀଷ୍ଟାୟନ ସାହି ଡ୍ରେନ୍ ଗୁଡିକ ଦିଘ୍ର ବର୍ଷ ହେଲା ଏହି ସାହିର ଥିବା ଡ୍ରେନ୍ ଗୁଡିକ ସଫା ନ କରାଯିବା ସାହି ଲୋକଙ୍କ ଘରପାଣି ଡ୍ରେନ୍ ଯିବା ବଦଳେ ରାସ୍ତା ଉପରେ ଯାଉଛି । ସାହି ବାସିନ୍ଦାମାନେ ବହୁବାର ସରପଞ୍ଚ ଏବଂ ପିଇଓ ମାନଙ୍କୁ ଜଣାଇବା ସତେ ପଞ୍ଚାୟତ ଅଧିକାରୀ ଡ୍ରେନ ସଫା ନ କରିବା ଦ୍ବାରା ସାହି ଲୋକଙ୍କୁ ଡେଙ୍ଗୁ ହେବାର ବହୁ ସମ୍ବାବନା ଅଛି ।
ପ୍ରଶାସନ ପକ୍ଷରୁ ଏଥିପ୍ରତି ଦୃଷ୍ଟି ଦେବାଲାଗି ସାଧାରଣତରେ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version