• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ସାହାରା ପାଇଲେ ତିନି ଅନାଥ ଶିଶୁ : ଖାଦ୍ୟ, ସୁରକ୍ଷା, ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ହେଲା ବ୍ୟବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
March 7, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ ସାହାରା ପାଇଲେ ତିନି ଅନାଥ ଶିଶୁ : ଖାଦ୍ୟ, ସୁରକ୍ଷା, ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ହେଲା ବ୍ୟବସ୍ଥା
Share on FacebookShare on TwitterWhatsapp

୫ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବାପା ମା’ ଛେଉଣ୍ଡ ତିନି ଅନାଥ ଶିଶୁଙ୍କ ଦୁଃଖ କଥା ଗଣମାଧ୍ୟମରୁ ଜାଣିବାମାତ୍ରେ ତୁରନ୍ତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ବଲାଙ୍ଗିର ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତଦନୁଯାୟୀ ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ପରାମର୍ଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ଟିମ୍, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଲମ୍ବୋଦର ଦୀପ୍ ଓ ସ୍ଥାନୀୟ ପାଟଣାଗଡ ବି.ଡ଼ି.ଓ ସୁମନ୍ତ କୁମ୍ଭାର ପ୍ରମୁଖ ମୁଣ୍ଡୋମହୁଲ ପଂଚାୟତର ରାଣୀଦର୍ହ ଗ୍ରାମକୁ ଯାଇ ବାପା-ମା ଛେଉଣ୍ଡ ହୋଇଥିବା ତିନିଜଣ ପିଲାଙ୍କୁ ଭେଟି ସେମାନଙ୍କ ସହ କଥାବାର୍ତ୍ତା କରିଥିଲେ ଏବଂ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହଯୋଗ ନିମନ୍ତେ ସାନ୍ତ୍ୱନା ଦେଇଥିଲେ ।ସ୍ଥିତିର ଅନୁଧ୍ୟାନରୁ ଜଣାପଡ଼ିଥିଲା ଯେ ଏହି ତିନି ଅନାଥ ପିଲାଙ୍କ ନାମ ହେଲା ପ୍ରମିତା ମାଉସିଆ (୧୩ ବର୍ଷ), ପ୍ରକାଶ ମାଉସିଆ (୧୫ ବର୍ଷ), ଏବଂ କବିତା ମାଉସିଆ (୨୦ ବର୍ଷ) । ଏମାନଙ୍କର ପିତା ସଦାଶିବ ମାଉସିଆଙ୍କର ୨୦୨୧ ମସିହାରେ ଦେହାନ୍ତ ହୋଇଥିଲା । ସଦାଶିବ ଦିନ ମଜୁରୀଆ ଭାବରେ ନିଜର ପରିବାର ପ୍ରତିପୋଷଣ କରୁଥିଲେ । ତାଙ୍କ ଅନ୍ତେ ମା ସେବତୀ ମାଉସୀଆ ଯେନେତେନ ପ୍ରକାରେ ପିଲାମାନଙ୍କର ପ୍ରତି ପୋଷଣ କରୁଥିଲେ । ଗତ ଫେବୃଆରୀ ମାସ ୧୯ ତାରିଖ ଦିନ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ସେବତୀ ପ୍ରାଣ ତ୍ୟାଗ କରିଥିଲେ ।

ଇତି ମଧ୍ୟରେ ପିଲାମାନଙ୍କୁ ଭର୍ଚୁଆଲ୍ ମୋଡରେ ଶିଶୁ ମଙ୍ଗଳ କମିଟିଙ୍କ ନିକଟରେ ହାଜର କରାଯାଇଛି । କମିଟିଙ୍କର ନିର୍ଦ୍ଦେଶକ୍ରମେ ପ୍ରମିତା ଏବଂ ପ୍ରକାଶଙ୍କୁ ମିଶନ୍ ବାତ୍ସଲ୍ୟ ଯୋଜନାରେ ଶିଶୁ ଗୃହରେ ରଖାଯିବାର ବ୍ୟବସ୍ଥା କରାଯାଇଛି । ସେଠାରେ ସେମାନଙ୍କର ଯତ୍ନ, ସୁରକ୍ଷା ଓ ଶିକ୍ଷାର ସମସ୍ତ ବ୍ୟବସ୍ଥା କରାଯିବ । ପ୍ରକାଶ ଚଳିତ ବର୍ଷ ମନେଇପାଦ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍ ପରୀକ୍ଷା ଦେବେ ଏବଂ ପ୍ରମିତା ସେହି ସ୍କୁଲରେ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ଦେବେ । ପରୀକ୍ଷା ପରେ ଉଭୟ ଭାଇ ଭଉଣୀ ଶିଶୁ ଗୃହକୁ ଯିବେ । ପରୀକ୍ଷା ପର୍ଯ୍ୟନ୍ତ ପିଲାମାନେ ତାଙ୍କ ବଡବାପା ପୁଅ ଭାଇ-ଭାଉଜଙ୍କ ଅବିଭାବକତ୍ୱରେ ରହିବେ ।

ଏସବୁ ବ୍ୟବସ୍ଥା ବ୍ୟତୀତ ବର୍ତମାନ ସୁଦ୍ଧା ପାଟଣାଗଡ଼ ବି.ଡି.ଓ ପିଲାମାନଙ୍କୁ ଅନ୍ତଦ୍ୟୋୟ ଅନ୍ନପୂର୍ଣ୍ଣା ଯୋଜନାରେ ସାମିଲ କରିଛନ୍ତି । ସେମାନେ ସେଥିରେ ମାସିକ ୩୫ କିଲୋ ଚାଉଳ ପାଇବେ । ଛେଉଣ୍ଡ ପିଲାମାନଙ୍କୁ ‘ଆର୍ଶିବାଦ’ ଯୋଜନାରେ ସାମିଲ୍ କରାଯାଇଛି । ବ୍ୟାଙ୍କ ଆକାଉଣ୍ଟ୍ ଖାତା ମାଧ୍ୟମରେ ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ବଡଝିଅ କବିତା (ପ୍ରାୟ ୨୦ବର୍ଷ) +୨ ପାସ୍ କରି ପାଠ ଛାଡ଼ିଛି । ଓଡ଼ିଶା ଜିବୀକା ମିଶନ୍ କାର୍ଯ୍ୟକ୍ରମରେ ତାଙ୍କୁ ସାମିଲ୍ କରି କୌଶଳ ବିକାଶ ତାଲିମ ସହ ରୋଜଗାରକ୍ଷମ ଓ ଆତ୍ମ ନିର୍ଭରଶୀଳ କରାଯିବ ବୋଲଇ ବି.ଡି.ଓ ଶ୍ରୀ କୁମ୍ଭାର କହିଛନ୍ତି । ପରିବାରକୁ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ୍ କରାଯାଇଛି । ମୋଟାମୋଟି ଭାବେ ଏହି ଛେଉଣ୍ଡ ପିଲାମାନଙ୍କର ଯତ୍ନ, ସୁରକ୍ଷା, ଶିକ୍ଷା ଓ ଭବିଷ୍ୟତ ଜିବୀକା ନିର୍ବାହ ଉପାୟ ଆଦି ନିମନ୍ତେ ପ୍ରଶାସନ ତରଫରୁ ସମନ୍ୱିତ ବ୍ୟବସ୍ଥା କରାଯାଉଛି । ଦିନେ ଦୁଇଦିନ ମଧ୍ୟରେ ବାପା-ମା ଛେଉଣ୍ଡ ପିଲାମାନଙ୍କ ପାଖରେ ପହଞ୍ଚି ସମସ୍ତ ବ୍ୟବସ୍ଥା କରିଥିବାରୁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ସାଧୁବାଦ ଦେବାସହ ପିଲାମାନଙ୍କର କଥା ଦୃଷ୍ଟିକୁ ଆଣିଥିବାରୁ Odisha tazanews ପ୍ରତିନିଧିଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

September 18, 2026
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

September 18, 2026
ଗାଜଲବାଡ଼ି ଘାଟିରେ ପୁଣି ଦୁର୍ଘଟଣା : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା କଣ୍ଟେନର

ଗାଜଲବାଡ଼ି ଘାଟିରେ ପୁଣି ଦୁର୍ଘଟଣା : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା କଣ୍ଟେନର

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version