• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଶ୍ୱ ରକ୍ତଦାତା ଦିବସରେ ରେଡ଼କ୍ରସ,କଟକ ଶାଖା ପକ୍ଷରୁ ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ, ଓଡ଼ିଶା ସମ୍ବର୍ଦ୍ଧିତ !

Proprietor Abhimanyu Maharana by Proprietor Abhimanyu Maharana
June 14, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବିଶ୍ୱ ରକ୍ତଦାତା ଦିବସରେ ରେଡ଼କ୍ରସ,କଟକ ଶାଖା ପକ୍ଷରୁ ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ, ଓଡ଼ିଶା ସମ୍ବର୍ଦ୍ଧିତ !
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୪ ଜୁନ୍ ରବିବାର) କଟକ :- ରାଜ୍ୟର ଅଗ୍ରଣୀ ସମାଜିକ ସଂଗଠନ”ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ, ଓଡ଼ିଶାର (ବିସିଟି) କୁ ବିଶ୍ୱ ରକ୍ତଦାତା ଦିବସରେ କେନ୍ଦ୍ରୀୟ ରେଡ଼କ୍ରସ ରକ୍ତ ଭଣ୍ଡାର କଟକ ଶାଖା ପକ୍ଷରୁ ରେଡ଼କ୍ରସ ପରିସର କଟକ ଠାରେ ରକ୍ତଦାନ ମହାସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଛି ! ଏହି ମହାନ ସମ୍ବର୍ଦ୍ଧିତ ପର୍ବରେ ଟ୍ରଷ୍ଟର ବାରେଣ୍ୟ ସମ୍ପାଦକ ସମାଜସେବୀ ପ୍ରିନ୍ସ ନନ୍ଦ,ସହ ସମ୍ପାଦକ ସୁରଜ ବେହେରା,ପରିଚାଳନା ସମ୍ପାଦକ ନରେଶ ବେହେରା ଉପସ୍ଥିତ ରହି ମାନପତ୍ର ଗ୍ରହଣ କରିବା ସହ ରେଡ଼କ୍ରସ ପରିବାରକୁ ସାଧୁବାଦ ଜଣାଇଥିଲେ !

ଟ୍ରଷ୍ଟର ଏହି ସଫଳତାକୁ ସାଧାରଣରେ ଉଚ୍ଚ ପ୍ରସଂଶା କରାଯାଇଛି ! କରୋନା ମହାମରୀ ସମୟରେ ଟ୍ରଷ୍ଟ ତାର ରକ୍ତଦାନ ସେଵା ସହ ଜନସଚେତନତା,ବିଭିନ୍ନ ସେବକାର୍ଯ୍ୟ ଜାରୀ ରଖିଛି ! ଅସହାୟ ଲୋକଙ୍କୁ ଆବଶ୍ୟକତା ଅନୁଯାୟୀ ସ୍ୱେଚ୍ଛାସେବୀ ମାନଙ୍କ ଦ୍ୱାର ସିଧାସଳଖ ରକ୍ତଦାନ,ନିୟମିତ ରକ୍ତଦାନ ଶିବିର ଆଦି ମହତ ପଦକ୍ଷେପକୁ ବୁଦ୍ଧିଜୀବୀ ମାନେ ଭୂୟସୀ ପ୍ରସଂଶା କରିଛନ୍ତି ! (ରିପୋର୍ଟ – କଟକରୁ ଇଂ.ସେବକ ଶ୍ରୀକାନ୍ତ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version