• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଜବାବ ଦେଲେ : ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

Proprietor Abhimanyu Maharana by Proprietor Abhimanyu Maharana
March 9, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଜବାବ ଦେଲେ : ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ
Share on FacebookShare on TwitterWhatsapp

୦୮ ମାର୍ଚ୍ଚ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଜବାବ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ,ଓଡିଶାର ଆଇନଶୃଙ୍ଖଳାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ସରକାର, ପୁଲିସ ଡିଜି ଓ ଆଉ କିଛି ପୁଲିସ ଅଧିକାରୀଙ୍କୁ ତାତ୍ସଲ୍ୟ ଭଙ୍ଗୀରେ ଶୁଭେଛା ଜଣାଇବା ସହ, ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର‌୍ୟ୍ୟସ୍ତ ହୋଇଛି । ତେବେ ଧର୍ମେନ୍ଦ୍ରଙ୍କ ଏହି ପ୍ରତିକ୍ରିୟା ପରେ ଟୁଇଟ୍ କରି ଏହାର ଜବାବ୍ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ପ୍ରଣବ କହିଛନ୍ତି, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର‌୍ୟ୍ୟ ଜଣେ ହତ୍ୟା ଅଭିଯୁକ୍ତ । ସେ ଏବେ ଜାମିନରେ ଅଛନ୍ତି । ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ୱରେ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା । ଏଭଳି ନେତାଙ୍କ ସମର୍ଥନ କରି ଆପଣ ଓଡିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଣବ ଆହୁରି ମଧ୍ୟ କହିଛନ୍ତି ଯେ, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି, ସେ ଜଣେ ଅଭ୍ୟାସଗତ ଅପରାଧୀ ।

ଜଘନ୍ୟ ହତ୍ୟା ମାମଲାରେ ସେ ସମ୍ପୃକ୍ତ । ସ୍ୱାସ୍ଥ୍ୟ ଆଳରେ ଜାମିନ୍ ଆସିଲା ପରେ ସେ ଅପରାଧ ଘଟେଇ ଚାଲିଛନ୍ତି । ଓଡିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ ବୋଲି ପ୍ରଣବ କହିଛନ୍ତି । ତେବେ ଓଡିଶାବାସୀ ଏ ସବୁ ଦେଖୁଛନ୍ତି । ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ଲୋକ ପ୍ରତ୍ୟାଖାନ କଲେ । ତେବେ ଏହାପରେ ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ କିଛି କାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସେ ଆଶା କରିଥିଲେ ।

ହେଲେ ଆଜି ଓଲଟା ଦେଖିବାକୁ ମିଳିଲା । ଓଡିଶାରେ ପହଞ୍ଚି ଏଭଳି ହିଂସା କଥାକୁ ଉତ୍ସାହିତ କଲା ପରି ଧର୍ମେନ୍ଦ୍ର କହୁଥିବା ପ୍ରଣବ ପ୍ରକାଶ ଦାସ ଟୁଇଟ୍ କରି ଲେଖିଛନ୍ତି । ଶେଷରେ ଧର୍ମେନ୍ଦ୍ରଙ୍କୁ ଆକ୍ଷେପ କରି ପ୍ରଣବ ଲେଖିଛନ୍ତି ଯେ, ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ । ଏଭଳି ଅପରାଧିକ ତତ୍ୱକୁ ସେ ତାଙ୍କ ନିୟନ୍ତ୍ରଣରେ ରଖନ୍ତୁ । ନଚେତ୍, ଭବିଷ୍ୟତରେ ଏହି ଦୁଇ ନେତା ବିଜେପିକୁ ଆହୁରି ବଦନାମ କରିବେ ବୋଲି ପ୍ରଣବ ଟୁଇଟ୍ କରି ଲେଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 15, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 15, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version