• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନର୍ଲା ପୋଲିସର ସଫଳତା : ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 9, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ନର୍ଲା ପୋଲିସର ସଫଳତା : ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ
Share on FacebookShare on TwitterWhatsapp

୦୮ ମାର୍ଚ୍ଚ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଳାହାଣ୍ଡି :- ନର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ସଫଳତା ପାଇବାରେ ଲାଗିଛି। ଏହି କ୍ରମରେ କୈାଣସି ମତେ ଖବର ପାଇ ପୋଲିସ ନର୍ଲା ଥାନା ଅନ୍ତର୍ଗତ ଶାନ୍ତପୁର କେନାଲ ନିକଟରୁ ଏକ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ ଓ ଏକ ବାଇକ୍ ଜବତ କରିଛି । ନର୍ଲା ଥାନା ଆଇଆଇସି ଗଙ୍ଗାଧର ମେହେରଙ୍କ ନିର୍ଦ୍ଦେଶ କ୍ରମେ ଏଏସ୍ଆଇ କୃତ୍ତିବାସ ପୁଝାରୀଙ୍କ ନେତୃତ୍ବରେ ଏକ ଟିମ୍ ଏହି ଗଞ୍ଜେଇ ମାଫିଆକୁ ଧରିବାରେ ସକ୍ଷମ ହୋଇଛି ।

ଉତ୍ତର ପ୍ରଦେଶର ଉଦୟଭାନୁ ସିଂ (୫୬) ଗଞ୍ଜେଇ ମାଫିଆକୁ ପୋଲିସ ଶାନ୍ତପୁର କେନାଲ ନିକଟରୁ ଧରିବା ସହ ଓଡି୧୦ଏ୧୯୧୨ ହିରୋହୁଣ୍ଡା ମଟରସାଇକେଲ ଓ ୧୦ କେଜି ୩୯୫ଗ୍ରାମ ଗଞ୍ଜେଇ ଜବତ କରିଛି । ନର୍ଲା ଥାନା କେସ ନଂ 59/2023 ଅନୁଯାୟୀ ସେକସନ 20b(ii)B NDPS ଆକ୍ଟରେ ଗଞ୍ଜେଇ ମାଫିଆକୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି । ନର୍ଲା ପୋଲିସର ଏହି ସଫଳତାକୁ ସାଧାରଣରେ ପ୍ରଶଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version