• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କର୍ମଚାରୀଙ୍କୁ ଲକଡାଉନର ୫୪ ଦିନର ଦରମା ମିଳିବ କି ନାହିଁ ।

Proprietor Abhimanyu Maharana by Proprietor Abhimanyu Maharana
June 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କର୍ମଚାରୀଙ୍କୁ ଲକଡାଉନର ୫୪ ଦିନର ଦରମା ମିଳିବ କି ନାହିଁ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୫ ଜୁନ୍ ସୋମବାର) ଭୁବନେଶ୍ୱର :- ସୁପ୍ରୀମ କୋର୍ଟ ଶୁଣାଇଲେ ଏହି ନିଷ୍ପତି ସୁପ୍ରୀମ କୋର୍ଟ ସକ୍ଷମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଈ) ସହିତ କେତେକ କମ୍ପାନୀ ଦ୍ଵାରା କରାଯାଇଥିବା ଆବେଦନ ଉପରେ ନିଷ୍ପତି ଶୁଣାଇଛନ୍ତି । ଯେଉଁଥିରେ କୋଭିଡ – ୧୯ ମହାମାରୀ କାରଣରୁ ଲଗାଯାଇଥିବା ଲକଡାଉନର ୫୪ ଦିନ ଅବଧିର କର୍ମଚାରୀମାନଙ୍କୁ ତାଙ୍କର ସମ୍ପୂର୍ଣ ସ୍ୟାଲେରୀ ଦେବା ପାଇଁ ଗୃହ ମନ୍ତ୍ରାଳୟର ଆଦେଶକୁ ଚ୍ୟାଲେଞ୍ଜ ଦିଆ ଯାଇଥିଲା । କୋର୍ଟ କହିଲେ କି ଯେଉଁ କମ୍ପାନୀ କର୍ମଚାରୀମାନଙ୍କୁ ଲକଡାଉନ କାରଣରୁ ପୁରା ସ୍ୟାଲେରୀ ଦେଇ ପାରି ନାହାନ୍ତି, ତାଙ୍କ ବିରୁଦ୍ଧରେ ବର୍ତ୍ତମାନ କୌଣସି ବି ଆଇନଗତ କାର୍ଯ୍ୟାନୁଷ୍ଠାନ ହେବ ନାହିଁ ।

ସୁପ୍ରୀମ କୋର୍ଟ ଶ୍ରମ ସଂଗଠନ ଉଦ୍ୟୋଗର ମାଲିକମାନଙ୍କ ସହ କଥାବାର୍ତ୍ତା କରି ଏହାର ସମାଧାନ ବାହାର କରିବା ପାଇଁ କହିଛନ୍ତି । ସୁପ୍ରୀମ କୋର୍ଟ କହିଲେ କି ବିନା କର୍ମଚାରୀରେ କୌଣସି ବି ଇଣ୍ଡଷ୍ଟ୍ରି କାମ କରି ପାରିବ ନାହିଁ । ସେଥିପାଇଁ କର୍ମଚାରୀମାନେ ପରସ୍ପର ମଧ୍ୟରେ କଥାବାର୍ତ୍ତା କରି ସମାଧାନ ବାହାର କରିବାକୁ ଚେଷ୍ଟା କରନ୍ତୁ । ଏହା ସହିତ କୋର୍ଟ କହିଛନ୍ତି କି ଯଦି ଏହିଭଳି ସମ୍ଭବ ହେଉ ନାହିଁ ତେବେ ଆପଣମାନେ ସମ୍ବନ୍ଧିତ ଲେବର କୋର୍ଟ ଯାଇ ପାରିବେ ।

ଏହା ଛଡା ସୁପ୍ରିମ କୋର୍ଟ କେନ୍ଦ୍ର ସରକାରଙ୍କୁ ଜୁଲାଇ ମାସର ଶେଷ ସପ୍ତାହରେ ଲିଖିତ ବୟାନ ଦାଖଲ କରିବା ପାଇଁ କହିଛନ୍ତି । କେନ୍ଦ୍ରକୁ ୨୯ ମାର୍ଚର ଆଦେଶର ଜବାବ ଦେବାକୁ ପଡିବ । ଯେଉଁଥିରେ ଲକଡାଉନ ସମୟରେ କର୍ମଚାରୀମାନଙ୍କୁ ପୁରା ସ୍ୟାଲେରୀ ଦେବା କଥା କୁହାଯାଇ ଥିଲା । କେନ୍ଦ୍ର ଆଦେଶ ଜାରି କରି କହିଥିଲେ କି କମ୍ପାନୀକୁ କର୍ମଚାରୀମାନଙ୍କୁ ୫୪ ଦିନର ପୁରା ସ୍ୟାଲେରୀ ଦେବାକୁ ପଡିବ, ଯାହାକୁ ନେଇ କେତେକ କମ୍ପାନୀମାନେ ସୁପ୍ରୀମ କୋର୍ଟରେ କେସ କରିଥିଲେ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version