• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ର ରେ ରଥ ନିର୍ମାଣ କାମ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ – ରଙ୍ଗ ଓ ସିଲାଇ କାମ ଜୋରଦାର

Proprietor Abhimanyu Maharana by Proprietor Abhimanyu Maharana
June 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ର ରେ ରଥ ନିର୍ମାଣ କାମ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ – ରଙ୍ଗ ଓ ସିଲାଇ କାମ ଜୋରଦାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ /ରିପୋର୍ଟ ଅଭିମନ୍ୟୁ ମହାରଣା (୧୫ ଜୁନ୍ ସୋମବାର) ରଣପୁର :- ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ର ରେ ଆଜି ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥ କାମ ପ୍ରାୟ ସରିଲାଣି ଏବେ ରଥ ର ପଟା ଓ ସିଂହାସନ କାମ ସରିଛି । ରଥର ପୋଟଳ ପୁଡି ପାରାଭାଡି ଉଠିଥିବା ବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ ।

ଏହାର ରଙ୍ଗ କାମ ଆରମ୍ଭ ହୋଇଯାଇଛି । ଆଜି ତିନି ଠାକୁର ଙ୍କ ତିନି ରଥର କନକମୁଣ୍ଡୁଳି କାମ ସରିଲା । ମୁଖ୍ୟ କବିରାଜ ମାହାରଣା ଙ୍କ ନେତୃତ୍ୱ ରେ ରଥ ନିର୍ମାଣ ଚାଲିଛି । ତିନି ରଥ ର ମୁଖ୍ୟ ମାହାରଣା ମାନେ ହେଲେ ଜଗନ୍ନାଥ ଙ୍କ ରଥର ଶରତ ମାହାରଣା, ସୁଭଦ୍ରା ଙ୍କ ରଥର ବିଜୟ କୁମାର ମହାରଣା, ବଳଭଦ୍ର ଙ୍କ ରଥର ଭବାନୀ ଶଙ୍କର ମହାରଣା ।

ପ୍ରତି ରଥରେ ଦୁଇଟି ଲେଖାଁ ଆଶାବାଡି ଖୁଣ୍ଟିଆ ଆବଶ୍ୟକ ହୋଇଥାଏ ଓ ରଥରେ ଘୋଡା ଖଞ୍ଜାଯିବା ବେଳେ ଏହା ବ୍ୟବହାର ହୋଇଥାଏ । ଦରଜି ସେବକ ମାନେ ଶ୍ରୀମନ୍ଦିର କାର୍ଯ୍ୟଳୟ ରେ ରଥକନାରେ ଜରିଫିତା ସିଲାଇ ଘେର ସିଲାଇ କାମ ଆରମ୍ଭ କରିଛନ୍ତି । ଏହାର ରଙ୍ଗକାମ ଦ୍ରୁତ ଗତିରେ ଚାଲିଛି । ରଙ୍ଗ ସରିଲା ପରେ ରଥରେ ତାହା ଖଞ୍ଜାଯିବ ।

ଦୋଳବେଦୀ ଅସ୍ଥାୟୀ ଶାଳରେ ଓଝା ସେବକ ( କମାର ) ମାନେ ଏଲ୍ କ୍ଲାମ୍ପ, ଧୂଳିଦଣ୍ଡା, ବିଡିଆ କଣ୍ଟା ପ୍ରସ୍ତୁତରେ ଲାଗିବା ସହ ରଥଦଣ୍ଡାରେ ଖଞ୍ଜା ଯାଇଥିବା କୋଣ ଗୁଜ ଗୁଡିକରେ ଧୂଳିଦଣ୍ଡା କଣ୍ଟା ବାଡିଆ ଚାଲିଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version