• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦିବାସୀ ଅଧ୍ୟୁଷିତ ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ହେବ : ରାଜ୍ୟସଭା ସାଂସଦ ଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଙ୍କ ଚିଠି

Proprietor Abhimanyu Maharana by Proprietor Abhimanyu Maharana
March 14, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଆଦିବାସୀ ଅଧ୍ୟୁଷିତ ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ହେବ : ରାଜ୍ୟସଭା ସାଂସଦ ଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଙ୍କ ଚିଠି
Share on FacebookShare on TwitterWhatsapp

ଆଦିବାସୀ ଙ୍କ ମହଲ ରେ ଖୁସିର ଲହରୀ ଖେଳିଯାଇଛି ।

୧୩ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବଲାଙ୍ଗିର :- ବଲାଙ୍ଗିର ଜ଼ିଲ୍ଲା ର ପାଟଣାଗଡ ବ୍ଲକ, ବେଲପଡା ବ୍ଲକ , ଖପ୍ରାଖୋଲ ବ୍ଲକ , ସଇଁତଲା ବ୍ଲକ , ବଲାଙ୍ଗିର ସଦର ବ୍ଲକ, ଟିଟିଲାଗଡ଼ ବ୍ଲକ, ଲୋଇସିଂହା ବ୍ଲକ, ସେହିପରି ନୂଆପଡା ଜ଼ିଲ୍ଲା ର ଆଦିବାସୀ ଅଧ୍ୟୁଷିତ ସିନାପାଲି ବ୍ଲକ, ବୋଡେ଼ନ ବ୍ଲକ, ଖଡ଼ିଆଳ ବ୍ଲକ, କୋମନା ବ୍ଲକ ନୂଆପଡା ବ୍ଲକ, ବରଗଡ଼ ଜ଼ିଲ୍ଲା ର ଝାରବନ୍ଧ ବ୍ଲକ, ପାଇକମାଳ ବ୍ଲକ, ପଦ୍ମପୁର ବ୍ଲକ ରେ ୨0୧୧ ଜନଗଣନା ଅନୁସାରେ ୨0 ହଜାର ରୁ ଉର୍ଦ୍ଧ ଆଦିବାସୀ ବସବାସ କରୁଥିବାରୁ ଏହି ସବୁ ବ୍ଲକ ରେ ଗୋଟିଏ ଲେଖାଏଁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଙ୍କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଚିଠି ଦ୍ୱାରା ଦାବୀ କରିଥିଲେ l କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ର ପତ୍ର ସଂଖ୍ୟା DO NO MTA VIP 50/328/2023 ତା 24.02.2023 ରେ ଉକ୍ତ ବ୍ଲକ ଗୁଡିକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସାଂସଦ ଶ୍ରୀ ବିଶି ଙ୍କ ପ୍ରସ୍ତାବ କୁ ବିଭାଗ ଗ୍ରହଣ କରିଛି l ସୂଚନା ଯୋଗ୍ୟ ଯେ  ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ କେନ୍ଦ୍ର ସରକାର ଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରଣାଳୟ ତରଫରୁ ସିବିଏସଇ ପାଠ୍ୟକ୍ରମ ରେ ନିଃଶୁଳ୍କ ଶିକ୍ଷାଦାନ କରିବାର ସାମ୍ବିଧାନିକ ବ୍ୟବସ୍ଥା ଅଛି. ଯେଉଁ ବ୍ଲକ ରେ ଆଦିବାସୀ ଜନସଂଖ୍ୟା ୨0 ହଜାର ରୁ ଉର୍ଦ୍ଧ ଥିବ ସେହି ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା କରିବା ର ଵିଧି ରହିଛି lବର୍ତ୍ତମାନ ତିନି ରୁ ଚାରି ଲକ୍ଷ ଆଦିବାସୀ ଜନସଂଖ୍ୟା ବିଶିଷ୍ଟ ବଲାଙ୍ଗିର, ନୂଆପଡା ଏବଂ ବରଗଡ଼ ଜ଼ିଲ୍ଲା ରେ ଗୋଟିଏ ଲେଖାଏଁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ରହିଛି ବୋଲି ରାଜ୍ୟସଭା ସାଂସଦ ଶ୍ରୀ ବିଶି ପ୍ରକାଶ କରିଛନ୍ତି l ପ୍ରତି ବ୍ଲକ ରେ ଆସନ୍ତା ଶିକ୍ଷା ବର୍ଷ ଠାରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଚଳିତ ଦ୍ଵିତୀୟ ବଜେଟ ସତ୍ର ରେ ବ୍ୟୟ ଅଟକଳ ବ୍ୟବସ୍ଥା କରିବାକୁ ସାଂସଦ ଶ୍ରୀ ବିଶି ଦାବୀ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version