• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରୋଧୀଙ୍କ କଟାକ୍ଷର କୁ କଡା ଜବାବ ଦେଲେ : ଡ଼. ଅରୁଣ ସାହୁ – ଭୋକ ବିକଳରେ ତାଟିଆ କାମୁଡୁଛନ୍ତି ଜୟ ନାରାୟଣ

Proprietor Abhimanyu Maharana by Proprietor Abhimanyu Maharana
March 15, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ବିରୋଧୀଙ୍କ କଟାକ୍ଷର କୁ କଡା ଜବାବ ଦେଲେ : ଡ଼. ଅରୁଣ ସାହୁ – ଭୋକ ବିକଳରେ ତାଟିଆ କାମୁଡୁଛନ୍ତି ଜୟ ନାରାୟଣ
Share on FacebookShare on TwitterWhatsapp

ରାଜ୍ୟରେ ୫-ଟି ବିଭାଗକୁ ନେଇ ଜୟନାରାୟଣଙ୍କ ପ୍ରଶ୍ନର କଡ଼ା ଜବାବ ଦେଇଛନ୍ତି – ଅରୁଣ ।

ରାଜ୍ୟବାସୀ ଏହି ସକାରାତ୍ମକ ପରିବର୍ତ୍ତନ ଓ ରୂପାନ୍ତରୀକରଣକୁ ଅନୁଭବ କରି ଖୁସି ହେଉଛନ୍ତି, ବିରୋଧୀଦଳର ନେତା ହୋଇ ଆପଣ କିପରି ଏହା ଜାଣି ପାରୁନାହାନ୍ତି ବୋଲି ଅରୁଣ ତାଙ୍କୁ ପ୍ରଶ୍ନ କରିଛନ୍ତି ।

ଭୁଲି ଯାଉଛନ୍ତି ଯେ ଭାରତର ଜାତୀୟ ପତାକାରେ ଏବଂ ତାଙ୍କ ଦଳ ବିଜେପିର ପତାକାରେ ବି ସବୁଜ ରଙ୍ଗ ରହିଛି । ସେ କ’ଣ ସବୁଜ ପନିପରିବା ବି ଖାଉନାହାନ୍ତି ..?

୧୪ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ରୋଚକ ଅଭିଯୋଗ ଆଣୁଥିବା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ସହ ବିଜେଡି ନେତା ଅରୁଣ ସାହୁ ଙ୍କ ଲଢେଇ ରେ ଜୟ ନାରାୟଣ ମିଶ୍ର ଙ୍କୁ ନୟାଗଡ଼ ବିଧାୟକ ଅରୁଣ ସାହୁ କଟାକ୍ଷ କରି ମାନସିକ ବିକୃତର ଆଖ୍ୟା ଦେଇଥିଲେ । ଏବେ ରାଜ୍ୟରେ ୫-ଟି ବିଭାଗକୁ ନେଇ ଜୟନାରାୟଣଙ୍କ ପ୍ରଶ୍ନର କଡ଼ା ଜବାବ ଦେଇଛନ୍ତି ଅରୁଣ । ମାଟ୍ରିକ୍ ଡ୍ରପଆଉଟ୍ ସଂଖ୍ୟାକୁ ନେଇ ଜୟନାରାୟଣ ୫-ଟି ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଥିଲେ । ଏହି ବ୍ୟବସ୍ଥା କ’ଣ ବୋଲି ସେ କଟାକ୍ଷ କରିଥିଲେ ।

ତେବେ ଅରୁଣ ତାଙ୍କୁ ଜବାବ ଦେଇଛନ୍ତି । ସେ କହିଛନ୍ତି, ବିରୋଧୀଦଳ ନେତା ମାନସିକ ଭାରସାମ୍ୟ ହରାଇଥିଲେ ବୋଲି ସମସ୍ତେ ଜାଣନ୍ତି । କିନ୍ତୁ କ୍ରମଶଃ ତାଙ୍କର ଏମିତି ମତିଭ୍ରମ ଘଟିଲାଣି ଯେ ପ୍ରତିଦିନ ପାଗଳଙ୍କ ଭଳି ପ୍ରଳାପ କରି ଲୋକହସା ହେଉଛନ୍ତି । ପ୍ରସଙ୍ଗ ନ ଥାଇ ବିଧାନସଭାରେ ମଧ୍ୟ ସମୟର ଅପଚୟ କରୁଛନ୍ତି । ଗତକାଲି ଠାରୁ ତାଙ୍କୁ ୫-ଟି ଭୂତ ଲାଗିଛି । ପ୍ରକୃତରେ ୫-ଟି କ’ଣ ତାହା ତାଙ୍କର ବୁଝିବାର ସାମର୍ଥ୍ୟ ନାହିଁ ନା ବୁଝି ଅବୁଝା ହେଉଛନ୍ତି ? ବିଧାନସଭା ଭିତରେ ଏବଂ ବାହାରେ ତାଙ୍କୁ ଜବାବ ଦେଇ ଅରୁଣ କହିଛନ୍ତି ଯେ ବିରୋଧୀ ଦଳ ନେତା ବାରମ୍ବାର ଅନେକ ଘଟଣା ଉଠାଉଛନ୍ତି ଯାହା କି ହାସ୍ୟାସ୍ପଦ । ୫-ଟିକୁ ନେଇ ସେ ଯାହା ଯାହା କହୁଛନ୍ତି ସେଥିରେ ତାଳମେଳ ନାହିଁ ।ଯଦି ଓଡ଼ିଶାର କୌଣସି ଗାଁକୁ ଯିବେ ଯେଉଁଠି ପ୍ରଗତିର ଲକ୍ଷଣ ଦେଖିବେ, ତାହା ହିଁ ୫-ଟି । ୫-ଟି ଜରିଆରେ ଓଡ଼ିଶାର ସବୁ ନିର୍ବାଚନ ମଣ୍ଡଳୀରେ ସ୍କୁଲଗୁଡ଼ିକ ରୂପାନ୍ତରିତ ହେଉଛି । କେବଳ ସ୍କୁଲ ରୂପାନ୍ତରୀକରଣରେ ଏହା ସୀମିତ ନୁହେଁ । ୫-ଟି ଜରିଆରେ ସାରା ରାଜ୍ୟରେ ରାସ୍ତାଘାଟ, ସେତୁ ନିର୍ମାଣଠୁ ନେଇ ଜଳସେଚନ ପ୍ରକଳ୍ପ ଓ ହସ୍ପିଟାଲ ପ୍ରଭୃତିର ଭିତ୍ତିଭୂମି ନିର୍ମାଣ ଏବଂ ରୂପାନ୍ତରୀକରଣ କରାଯାଉଛି । ୫-ଟି ହେଉଛି ଓଡ଼ିଶା ବିକାଶର ବିଚାରଧାରା ଏବଂ ଏକ ପ୍ରଗତିଶୀଳ ଆନ୍ଦୋଳନ । ଏଥିପାଇଁ କେନ୍ଦ୍ର ସରକାର ମଧ୍ୟ ୫-ଟିକୁ ପ୍ରଶଂସା କରିଛନ୍ତି । ତେଣୁ ଯେତେବେଳେ ରାଜ୍ୟବାସୀ ଏହି ସକାରାତ୍ମକ ପରିବର୍ତ୍ତନ ଓ ରୂପାନ୍ତରୀକରଣକୁ ଅନୁଭବ କରି ଖୁସି ହେଉଛନ୍ତି, ବିରୋଧୀଦଳର ନେତା ହୋଇ ଆପଣ କିପରି ଏହା ଜାଣି ପାରୁନାହାନ୍ତି ବୋଲି ଅରୁଣ ତାଙ୍କୁ ପ୍ରଶ୍ନ କରିଛନ୍ତି ।

ଅରୁଣ ଆହୁରି ପୁଣି କହିଛନ୍ତି ଯେ ରୂପାନ୍ତରୀକରଣ ଯୋଗୁଁ କାୟାକଳ୍ପ ବଦଳି ଯାଇଥିବା ରାଜ୍ୟର ସ୍କୁଲଗୁଡ଼ିକର ସବୁଜ ରଙ୍ଗକୁ ଦେଖି ବିରୋଧୀଦଳ ନେତା ପ୍ରଳାପ କରିବା ଆରମ୍ଭ କଲେଣି । ସେ ଏତେ ଅସହିଷ୍ଣୁ ହୋଇ ପଡ଼ିଛନ୍ତି ଯେ ସ୍କୁଲର ସବୁଜ ରଙ୍ଗକୁ ନେଇ ପାକିସ୍ତାନ କଥା ଉଠାଇଲେଣି । ସେ ଭୁଲି ଯାଉଛନ୍ତି ଯେ ଭାରତର ଜାତୀୟ ପତାକାରେ ଏବଂ ତାଙ୍କ ଦଳ ବିଜେପିର ପତାକାରେ ବି ସବୁଜ ରଙ୍ଗ ରହିଛି । ସେ କ’ଣ ସବୁଜ ପନିପରିବା ବି ଖାଉନାହାନ୍ତି ? ଏମିତି ପ୍ରତିଦିନ ନୂଆ ନୂଆ ନାଟକବାଜି କରି ସେ ଯେ କେତେ ଲୋକହସା ହେଉଛନ୍ତି, ତାହା ବୋଧହୁଏ ଜାଣି ପାରୁନାହାନ୍ତି । ଈଶ୍ୱରଙ୍କ ଠାରେ ପ୍ରାର୍ଥନା କରୁଛୁ, ବିରୋଧୀଦଳ ନେତାଙ୍କୁ ତାଙ୍କ ଦଳର ନେତାମାନେ ତୁରନ୍ତ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ନିକଟକୁ ନେଇ ଚିକିତ୍ସା କରାନ୍ତୁ ଏବଂ ସେ ଆଶୁ ଆରୋଗ୍ୟ ଲାଭ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 15, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 15, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version