• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ

Abhimanyu Maharana by Abhimanyu Maharana
March 18, 2023
in ଓଡ଼ିଶା, ଗଜପତି, ହୋମ୍
0
ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ
Share on FacebookShare on TwitterWhatsapp

୧୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଓଡ଼ିଶାସରକାରୀଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ସମାନ କାମକୁ ସମାନ ଦରମା ଏବଂ ଆଉଟସୋର୍ସିଙ୍ଗ ବ୍ୟବସ୍ଥା ଉଚ୍ଛେଦ,ସ୍ଥାୟୀ ନିଯୁକ୍ତି ଦାବିରେ ଗଜପତି ଜିଲ୍ଲାରେ ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ରାଜ୍ୟ ସରକାର ଅକ୍ଟୋବର ୧୫ ତାରିଖରେ ୫୭ ହଜାର ଠିକା କର୍ମଚାରୀଙ୍କୁ ରେଗୁଲାର କରି ସପୂର୍ଣ୍ଣ ଠିକା ବ୍ୟବସ୍ଥାକୁ ଉଚ୍ଛେଦ କରି ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଥିଲେ । କିନ୍ତୁ ଓଡ଼ିଶାରେ ଥିବା ଲକ୍ଷାଧିକ ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନମାନଙ୍କରେ ଦୀର୍ଘବର୍ଷ ହେବ ମାସିକ ସ୍ୱଳ୍ପ ଦରମାରେ କାର୍ଯ୍ୟ କରି ଆସୁଛନ୍ତି ।

ଜଣେ ରେଗୁଲାର କର୍ମଚାରୀ ସମାନ କାର୍ଯ୍ୟ ତଥା ସମୟ ଦେଇ ମାସିକ ୫୦ରୁ ୬୦ ହଜାର ଟଙ୍କା ବେତନ ପାଉ ଥିବାବେଳେ ଆଉଟ ସୋର୍ସିଙ୍ଗ କର୍ମଚାରୀମାନେ ମାସକୁ ୭ରୁ ୮ ହଜାର ଟଙ୍କା ପାରିଶ୍ରମିକ ପାଉଛନ୍ତି। ଯାହାକି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ଏପରିକି ବର୍ଷ ବର୍ଷ ଧରି କାର୍ଯ୍ୟକରୁଥିବା ଏହିକର୍ମଚାରୀମାନଙ୍କୁ ଅଧିକାରୀ ଚାହିଁଲେ ଅତିସାଧାରଣଭାବରେ ଚାକିରିରୁ ବହିଷ୍କାର କରିଦେଉଛନ୍ତି। ତେଣୁ ସରକାର ଆଉଟସୋର୍ସିଙ୍ଗ ପ୍ରଥା ସପୂର୍ଣ୍ଣ ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାକୁ ଏକ ୧୧ ଦଫାସମ୍ବଳିତଦାବିପତ୍ରପ୍ରଦାନକରିଛନ୍ତିଏହି ଦାବୀ ପତ୍ର ପ୍ରଦାନ ବେଳେ ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ସଭାପତି ରାଜୀବ କୁମାର ପାଢୀ ସମ୍ପାଦକ ପ୍ରମୋଦ କୁମର ପଟ୍ଟନାୟକଙ୍କ ସହ ବହୁ କର୍ମଚାରୀ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ,ରାଜ୍ୟରେ ବିଭିନ୍ନ ବିଭାଗରେ ସ୍ୱଳ୍ପ ଦରମାରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ କର୍ମଚାରୀ ମାନେ ଗତ ନଭେମ୍ବର ୨୬ ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନ ମାଧ୍ୟମ ରେ ନିଜର ବହୁଦିନର ସ୍ଥାୟୀ ନିଯୁକ୍ତି ଦାବୀ କୁ ନେଇ ସରକାରଙ୍କ ଦୃଷ୍ଟି କୁ ଆଣିଥିଲେ ମଧ୍ୟ ରାଜ୍ୟ ସରକାର କେବଳ ପ୍ରତିଶୃତି ଦେଇ ଏ ପର୍ଯ୍ୟନ୍ତ ଦାବିକୁ ପୂରଣ ନ କରି ଦିନ ଗଡ଼ାଇ ଚାଲିଛନ୍ତି I ଏନେଇ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳଙ୍କୁ ଭେଟି ବିଭିନ୍ନ ବିଭାଗର କର୍ମଚାରୀ ମାନେ ଦାବିପତ୍ର ପ୍ରଦାନ କରିଛନ୍ତି I

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

Re-living millets as OMM concluded the Millet Food Festival !

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

September 26, 2023
ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 25, 2023
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ

ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍ ଉଦ୍‌ଘାଟିତ

September 25, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

Re-living millets as OMM concluded the Millet Food Festival !

September 26, 2023
ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

ପୁଣି ମିଲେଟ୍ ସହିତ ବଞ୍ଚିବାର ତରିକା ବତେଇଲା ଓଡ଼ିଶା ମିଲେଟ୍ସ ମିଶନର ମିଲେଟ ଫୁଡ୍ ଫେଷ୍ଟିଭାଲ

September 26, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.