• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଷାଣୀ ବ୍ଲକ ସତମାଇଲ ଛକ ଠାରେ ଜାତୀୟ ଟୀକାକରଣ ଦିବସ ପାଳନ ଓ ବାଲ ଆଧାର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Abhimanyu Maharana by Abhimanyu Maharana
March 18, 2023
in ଓଡ଼ିଶା, ଗଜପତି, ହୋମ୍
0
ଗୋଷାଣୀ ବ୍ଲକ ସତମାଇଲ ଛକ ଠାରେ ଜାତୀୟ ଟୀକାକରଣ ଦିବସ ପାଳନ ଓ ବାଲ ଆଧାର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଗୋଷାଣୀ ବ୍ଲକର ବାଘଶାଳା ଗ୍ରାମ ନିକଟସ୍ଥ ସାତମାଇଲ ଗ୍ରାମ ସ୍ଥିତ ଜୁପିଟର କନଭେଣ୍ଟ ସ୍କୁଲ ପରିସରରେ ଜାତୀୟ ଟୀକାକରଣ ଦିବସ ପାଳନ ଓ ବାଲ ଆଧାର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଜନସଚେତନ କରା ଯାଇଥିଲା । ଏହାକୁ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ମେଡିକାଲ ଅଫିସର ଡ଼ାଃ ପତିତପାବନ ବାରୀକ ଶୁଭାରମ୍ଭ କରିଥିଲେ ।ପରେ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ମମତା ପାଢୀଙ୍କ ସଭାପତିତ୍ବରେ ଏକ ସଚେତନତା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ପିଏଚଇଓ ମମତା ପାଢ଼ୀ ସଭାପତିତ୍ବ କରି ଦିବସ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ କହି ଆବଶ୍ୟକ ସ୍ଥଳେ ଟିକା ନେଲେ ତାହା ଶରୀରର କିଭଳି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ ଏବଂ କେଉଁ ବୟସରେ କେଉଁ ଟିକା ନେବାକୁ ହୋଇଥାଏ , ତାହକୁ ପ୍ରାଞ୍ଜଳ ଭାବରେ ବୁଝାଇ ସଚେତନ କରାଇଥିଲେ ।ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ମେଡିକାଲ ଅଧିକାରୀ ଡ଼ାଃ ପତିତପାବନ ବାରୀକ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରି ସରକାରଙ୍କ ବ୍ୟବସ୍ଥା ପ୍ରକାରେ ଆମପାଇଁ କୌଣସି ପ୍ରତିଷେଧକ ଟିକା ଆଉ ଅପହଞ୍ଚ ହୋଇ ରହିନାହିଁ ।

ଆବଶ୍ୟକ ସ୍ଥଳେ ଆମେ ଟିକା ନେଲେ ଏହା ଆମ ଶରୀରର ରୋଗ ପ୍ରତିରୋଧ ଶକ୍ତି\’କୁ ବୃଦ୍ଧି କରିଥାଏ , ଟିକା ନେବା ଦ୍ଵାରା ଆମେ ସୁସ୍ଥ ରହିବା ଏହା ଏହା ଆମକୁ ବହୁ ରୋଗ ଦାଉରୁ ରକ୍ଷା କରିବାରେ ସହାୟକ ହୋଇଥାଏ ବୋଲି କହି ଉପସ୍ଥିତ ସମସ୍ତଙ୍କୁ ସଚେତନ କରାଇଥିଲେ ।ଅନ୍ୟପକ୍ଷରେ , ବାଲ ଆଧାର ପଞ୍ଜିକରଣ ସମ୍ପର୍କରେ ଡ଼ାଃ ବାରୀକ ଶିଶୁ ଜନ୍ମ ହେବା ପରେ ପରେ ତାର ନାମ ପଞ୍ଜିକରଣ ସହ ଆଧାର କାର୍ଡ କରାଇବା ଏବଂ ଆଧାର କାର୍ଡ ଓ ପ୍ରମାଣପତ୍ର ଶିଶୁର ପ୍ରଥମ ଅଧିକାର ବୋଲି କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟ ସୁପରଭାଇଜର ଶ୍ରୀମତୀ ଏନ: ଲକ୍ଷ୍ମୀ ଆମ୍ମା ଏବଂ ଏଚଏଲପିପିଟି: ର ବ୍ଲକ ଅଫିସର ଶ୍ରୀ ବିଜୟ ଶଙ୍କର ପାଢ଼ୀ ପ୍ରମୁଖ ମଞ୍ଚାସିନ ରହି ଟୀକାକରଣ\’ର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ ।ଏହି ଅବସରରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ପ୍ରତିଷେଧକ ଟିକା ଏଏନଏମ: ସସ୍ମିତା ରାଉତଙ୍କ ଦ୍ବାରା ଦିଆ ହୋଇଥିଲା ଏବଂ ଏଥିରେ ସହଯୋଗ କରିଥିଲେ ଆଶାକର୍ମୀ ଶ୍ରୀମତୀ ଭାନୁ ସାମନ୍ତ ।ସମସ୍ତ କାର୍ଯ୍ୟକ୍ରମକୁ ସ୍ୱାସ୍ଥ୍ୟକେନ୍ଦ୍ରର ଶ୍ରୀ ନାଗେଶ୍ଵର ପଟ୍ଟନାୟକ ଓ ଟୀକାକରଣ ସଂଯୋଜକ ଶ୍ରୀ ଦୟାନିଧି ପ୍ରଧାନଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ପରିଚାଳନା ଓ ସହଯୋଗ କରିଥିଲେ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

March 31, 2023
ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

March 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.