• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର.କେ.ଏସ.ଏସ ସ୍ଵେଛାସେବୀ ଅନୁଷ୍ଠାନ ଓନାବାର୍ଡଆର୍ଥିକ ସହାୟତାରେ ଏସ.ଏଚ.ଜି ମହିଳା ମାନଙ୍କୁ ବେତ ତିଆରି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 18, 2023
in ଓଡ଼ିଶା, ଗଜପତି, ହୋମ୍
0
ଆର.କେ.ଏସ.ଏସ ସ୍ଵେଛାସେବୀ ଅନୁଷ୍ଠାନ ଓନାବାର୍ଡଆର୍ଥିକ ସହାୟତାରେ ଏସ.ଏଚ.ଜି ମହିଳା ମାନଙ୍କୁ ବେତ ତିଆରି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଂପୁର ଗ୍ରାମ ପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଆର.କେ.ଏସ.ଏସ ଅନୁଷ୍ଠାନ ଦ୍ଵାରା ଆୟୋଜିତ ସ୍ଵୟଂ ସହାୟକ ଗୋଷ୍ଠୀର ମାଁ ମାନଙ୍କୁ ବେତ ତିଆରି ଜିନିଷ ଓ ପ୍ରକ୍ରିୟକରଣ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ନାବାର୍ଡ ଆର୍ଥିକ ସହାୟତା ଏମ. ଇ. ଡ଼ି. ପି ଯୋଜନାରେ ସହାଯତା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୦୩/୦୩/୨୦୨୩ ଠାରୁ ୧୬/୦୩/୨୦୨୩ , ୧୪ ଦିନ ତାଲିମ ଚାଲିଥିଲା । ଉକ୍ତ କାର୍ଯ୍ୟକ୍ରମରେ ଡି.ଡ଼ି.ଏମ ନାବାର୍ଡ ଶ୍ରୀ ପ୍ରତୀକ ପଣ୍ଡା , ଏଲ.ଡ଼ି.ଏମ ୟୁନୀୟନ ବ୍ୟାଙ୍କ ପାରଳାଖେମୁଣ୍ଡି , ସମୀର କୁମାର ସ୍ଵାଇଁ , ବି. ଏଲ.ଟି (ଓ.ଏଲ.ଏମ ) ତରୁଣ କୁମାର ନାୟକ , ଏଫ.ଏଲ.ସି , ମନୁମଲ୍ଲିକ , ଏଫ.ଏଲ.ସି. ପୁଷ୍ପାଞ୍ଜଳି ପାତ୍ର , ଏମ.ବି.କେ ଉପସ୍ଥିତ ରହି ତାଲିମ କ୍ରଯ୍ୟର୍କ୍ରମକୁ ପରିଚାଳନା କରଯାଇଥିଲା ।

ଅନୁଷ୍ଠାନର ସଂପାଦକ ଶ୍ରୀ ଲକ୍ଷ୍ମୀ କାନ୍ତ ପଣ୍ଡା ତାଲିମର ଉଦେଶ୍ୟ ଓ ବେତ କାମ କରି ନିଜର ରୋଜଗାର ପନ୍ଥା କିପରି ଉନ୍ନତି ହୋଇପାରିବ ସୂଚନା ଦେଇଥିଲେ । ତାଲିମ ଦାତା ନରେଶ ମହାପାତ୍ର ସ୍ୱୟଂ ସହାୟକ ଗୋଷ୍ଟି ପରିଚାଳନା ନେତୃତ୍ଵ ବିକାଶ ବିଷୟ ଉପରେ ଗୁରୁତ୍ଵ ଦେଇଥିଲେ ଏବଂ ଦଳର ଗୋଷ୍ଠୀଭିତିକ ରୋଜଗାର କିପରି ବଡ଼ିପାରିବ ଉଦାହରଣ ମାଧ୍ୟମରେ ତାଲିମ କରିଥିଲେ । ବେତ କାମ ତିଆରି ତାଲିମ ଦାତା ଶ୍ରୀ ଭିକାରି ଚରଣ ସେଠୀ ଓ ନିତ୍ୟନନ୍ଦ ଶବର ୧୪ ଦିନିଆ ତାଲିମରେ ସକ୍ରିୟ ଭାଗ ଦେଇ ଦଳର ମହିଳା ମାନଙ୍କୁ ବେତ ଚାଷ , କେତେ ଦିନରେ ଅମଳ , ବେତ ପ୍ରକ୍ରିୟାକରଣ ,

ବେତଦ୍ୱାରା ଷ୍ଟୁଲ , ଫୁଲ ଝୁଡି , ପେନ ଷ୍ଟାଣ୍ଡ , ଫାଇଲ ଟ୍ରେ, ଫୁଲ ଟ୍ରେ ,ଚେୟାର, ସୋଫା , ଆଲାଣା , ହେଙ୍ଗର, ବ୍ରସଷ୍ଟାଣ୍ଡ , ଫୁଲଦାନି ଇତ୍ୟାଦି ବିଭିନ୍ନ ପ୍ରକାର ତିଆରି କରି କିପରି ମହିଳା ଦଳ ମାଧ୍ୟମରେ ବଜାରୀକରଣ କରି ରୋଜଗାର ପନ୍ଥା ବଡେଇ ପାରିବେ ଆଲୋଚନା କରିଥିଲେ । ବେତ କାମ ଦଳର ମାଁ ମାନେ ନିଜେ ବେତ କାମ ଜିନିଷ ତିଆରି କରି ତାକୁ ପଲିସ କରି ରଙ୍ଗ ମାରିଥିଲେ , ଏହାର ବଜାର ଚାହିଦା ଅଧିକ ଥିବାରୁ ମହିଳା ମାନଙ୍କର ଜୀବନବିକାଶରେ ଉନ୍ନତି ହୋଇପାରିବ । ଉକ୍ତ ତାଲିମରେ ୩୦ରୁ ଉର୍ଦ୍ଧ ମହିଳା ତାଲିମ ନେଇଥିଲେ ଶେଷରେ ଅନୁଷ୍ଠାନର କର୍ମକର୍ତ୍ତା ତରୁଣ କୁମାର ନାଇକ ପ୍ରମୁଖ ଉପସ୍ଥିତ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version