• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫ୍ଲୋରାଇଡ଼ ନିୟନ୍ତ୍ରଣ ଓ ପ୍ରତିରୋଧ ଜିଲ୍ଲା ସ୍ତରୀୟ ସଚେତନତା ସଭା

Proprietor Abhimanyu Maharana by Proprietor Abhimanyu Maharana
March 19, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଫ୍ଲୋରାଇଡ଼ ନିୟନ୍ତ୍ରଣ ଓ ପ୍ରତିରୋଧ ଜିଲ୍ଲା ସ୍ତରୀୟ ସଚେତନତା ସଭା
Share on FacebookShare on TwitterWhatsapp

୧୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ଫ୍ଲୋରାଇଡ଼ ନିୟନ୍ତ୍ରଣ ଓ ପ୍ରତିରୋଧ ପାଇଁ ଜିଲ୍ଲା ମୁଖ୍ୟ ଚିକିସ୍ଥାଳୟ ସଭାଗୃହରେ ଜିଲ୍ଲା ସ୍ତରୀୟ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାଃ ମକରନ୍ଦ ବେଉରାଙ୍କ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିୟମିତ ପାଣିର ପରୀକ୍ଷା, ତତ ଜନିତ ସୃଷ୍ଠି ହେଉଥିବା ରୋଗ, ତାହାର ଲକ୍ଷଣ ଓ ଚିକିତ୍ସା ବିଷୟରେ ବୁଝାଇ ଥିଲେ । ଫ୍ଲୋରୋସିସ୍ ସୃଷ୍ଟି କରୁଥିବା ସମସ୍ୟାର ସମାଧାନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।ବିଶେଷ କରି ସ୍ଥାୟୀ ପରିବର୍ତ୍ତନ ଘଟିବା ପରେ ଫ୍ଲୋରୋସିସ୍ ଚିକିତ୍ସା କରିବା କଷ୍ଟସାଧ୍ୟ ଅଟେ । ଫ୍ଲୋରୋସିସ୍ ରୋଗର ନିରାକରଣ ଏବଂ ପରିଚାଳନା ଦକ୍ଷତା ବୃଦ୍ଧି ଏହି ସଭାର ଉଦେଶ୍ୟ ବୋଲି ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୁତିଲତା ବିଶ୍ୱାଳ କହିଥିଲେ । ପ୍ରକାଶ ଥାଉ କି ପାନୀୟ ଜଳ ଏବଂ ପରିମଳ ମନ୍ତ୍ରଣାଳୟର ଫ୍ଲୋରୋସିସ୍ ର ବେସଲାଇନ ସର୍ଭେ ତଥ୍ୟ ସଂଗ୍ରହ, ମୂଲ୍ୟାଙ୍କନ ଅନୁସାରେ ନୟାଗଡ ଜିଲ୍ଲାର ଅଳ୍ପ କିଛି ଅଞ୍ଚଳର ପାଣିରେ ଫ୍ଲୋରାଇଡ଼ର ମାତ୍ରା ଅଧିକ ଥିବାରୁ ଏହି କାର୍ଯ୍ୟକ୍ରମଟି ଗୁରୁତ୍ଵ ବହନ କରେ । ମନୋନୀତ ଅଞ୍ଚଳରେ ଫ୍ଲୋରୋସିସ୍ ର ବ୍ୟାପକ ପରିଚାଳନା ସୁବିଧାଗୁଡ଼ିକର ବିଶ୍ଳେଷଣ ଏବଂ ଉକ୍ତ ଗ୍ୟାପ୍ ଗୁଡିକ ଦୂର କରି ସଠିକ ପଦକ୍ଷେପ ନେବା ସମ୍ପର୍କରେ ଆଲୋଚନା ହୋଇଥିଲା । ତେଣୁ ଗୋଷ୍ଠୀ ସ୍ତରରେ ଏହି ବିଷୟକୁ ନେଇ ସଚେତନ କରାଯିବା ଉପରେ ଗୁରୁତ୍ଵ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସା ଅଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version