• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଶୀନଗର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର ଅନୁଷ୍ଠିତ

Abhimanyu Maharana by Abhimanyu Maharana
March 19, 2023
in ଓଡ଼ିଶା, ଗଜପତି, ହୋମ୍
0
କାଶୀନଗର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ମାନ୍ୟବର ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରା ଜଜ ତଥା ଅଧ୍ୟକ୍ଷ, ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ କାଶୀନଗର ବ୍ଲକର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀ ରବି ନାରାୟଣ ବେହେରା ଯୋଗ ଦେଇ ସ୍ଥାୟୀ ଲୋକ ଅଦାଲତ କଣ ଏବଂ କାର୍ଯ୍ୟ ବିଷୟରେ ଉପସ୍ଥିତ ଜନ ସାଧାରଣଙ୍କୁ ସଚେତନତା କରାଇଥିଲେ ଏବଂ ଆଇନ ସେବା ପ୍ରାଧିକରଣ ବିଭିନ୍ନ ଯୋଜନା ଯଥା ପିଡିତା କ୍ଷତିପୂରଣ ରାଶି, ମାଗଣା ଆଇନ ସେବା, ଲୋକ ଅଦାଲତ ଉପରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କାଶୀ ନଗର ଶ୍ରୀ କପିଳେଶ୍ୱର ତାଣ୍ଡି,କାଶୀ ନଗର ପୋଲିସ ଷ୍ଟେସନ ଆଇ ଆଇ ସି ଶ୍ରୀ ସୁଶାନ୍ତ କୁମାର ସାହୁ ଓ ସି ଡି ପି ଓ କାଶୀ ନଗର ଶ୍ରୀମତୀ କନକଲତା ପୂଜାରୀ ଯୋଗ ଦେଇ ମହିଳା ଓ ଶିଶୁ ମାନଙ୍କ ପାଇଁ ରହିଥିବା ସରକାରୀ ଯୋଜନା ବିଷୟରେ ସଚେତନତା କରାଇଥିଲେ । କାର୍ଯ୍ୟକ୍ରମ ର ଶେଷରେ କିଛି ଲୋକଙ୍କ ରହିଥିବା ଆଇନଗତ ସମସ୍ୟାର ସମାଧାନ କିପରି ହୋଇ ପାରିବ ଏବଂ ଏହି ବିଷୟରେ ପ୍ରାଧିକରଣର ଭୂମିକା କଣ ଉକ୍ତ ଲୋକଙ୍କୁ ସଚେତନତା କରାଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣ ର କର୍ମଚାରୀ ମାନେ ପରିଚାଳନା କରିଥିଲେ

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

March 31, 2023
ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

March 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.