• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନିଜ ପିଠି ଥାପୁଡାଇବା ବନ୍ଦ କରି ଦୈନିକ ୧୫ ହଜାର ଟେଷ୍ଟ କରାନ୍ତୁ ରାଜ୍ୟ ସରକାର : ବି.ଜେ.ପି

Proprietor Abhimanyu Maharana by Proprietor Abhimanyu Maharana
June 16, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ନିଜ ପିଠି ଥାପୁଡାଇବା ବନ୍ଦ କରି ଦୈନିକ ୧୫ ହଜାର ଟେଷ୍ଟ କରାନ୍ତୁ ରାଜ୍ୟ ସରକାର : ବି.ଜେ.ପି
Share on FacebookShare on TwitterWhatsapp
  1. କରୋନା ରୋଗୀମାନଙ୍କ ପାଖକୁ ଯାଉଥିବା ଆଶା ଓ ଏଏନଏମ ଦିଦିଙ୍କୁ ପିପିଇ କିଟ୍ ଓ ଅନ୍ୟାନ୍ୟ ସୁରକ୍ଷା ସାମଗ୍ରୀ ଯୋଗାଇ ଦିଆଯାଉ
  2. ରାଜ୍ୟ ସରକାର କ୍ୱାରେଂଟାଇନ ସେଂଟରେ ଥିବା ଲୋକମାନଙ୍କର ନିୟମିତ ଟେଷ୍ଟ କରନ୍ତୁ
  3. କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିମାନଙ୍କର ମଧ୍ୟ ଟେଷ୍ଟ କରି ନେଗେଟିଭ ଆସିବା ପରେ ଘରକୁ ପଠାନ୍ତୁ
  4. ଅତ୍ୟାବଶକୀୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀ ମାନଙ୍କର କରୋନା ପରୀକ୍ଷା କରାଯାଉ
BJP

ଓଡିଶା ତାଜା ନ୍ୟୁଜ୍ (୧୬ ଜୁନ୍ ମଙ୍ଗଳବାର) ଭୁବନେଶ୍ୱର :- ରାଜ୍ୟରେ କରୋନାର ସ୍ଥିତି ଜଟିଳ ହେବାରେ ଲାଗିଛି । ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହା ସତ୍ୱେ ବି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସି ମାଧ୍ୟମରେ ଦେଇଥିବା ନିର୍ଦ୍ଦେଶକୁ କେହି ବି ସରକାରୀ ଅଧିକାରୀ ପାଳନ କରୁନାହାଁନ୍ତି । ପ୍ରତ୍ୟେକ ଦିନ ୧୫ ହଜାର ଟେଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ଏହା ହୋଇ ପାରିଲା ନାହିଁ । ସରକାରୀ ଅଧିକାରୀ ମାନେ ଏ ଦିଗରେ ଧ୍ୟାନ ନଦେଇ କେବଳ ପ୍ରେସ କନଫରେନ୍ସ କରି ନିଜ ପିଠି ନିଜେ ଥାପୁଡାଉଛନ୍ତି ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ଅଭିଯୋଗ କରିଛନ୍ତି । ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶ ପ୍ରତିଦିନ ୧୫ ହଜାରରୁ ଉର୍ଦ୍ଧ୍ୱ ଟେଷ୍ଟ କରୁଛି । ଆଜି ସୁଦ୍ଧା ଆନ୍ଧ୍ର ପ୍ରଦେଶ ୫ ଲକ୍ଷ ୬୭ ହଜାର ଟେଷ୍ଟ କରିଥିବାବେଳେ ଓଡିଶାରେ ୨ ଲକ୍ଷ ୫ ହଜାର ୫୦୧ ଟେଷ୍ଟ ହୋଇଛି । ଏହା ମଧ୍ୟରୁ ୪୧୬୩ ପଜିଟିଭ

ବାହାରିଥିବାବେଳେ ୧୨୯୫ଟି ଆକ୍ଟିଭ କେସ ରହିଛି । ରାଜ୍ୟରେ ଦୈନିକ ହାରାହାରି ପରୀକ୍ଷା ହାର ଆଦୌ ଉତ୍ସାହଜନକ ନୁହେଁ । ଜୁନ୍ ୭ ରେ ୩୪୭୭, ଜୁନ୍ ୮ ରେ ୩୩୧୭, ଜୁନ୍ ୯ ରେ ୨୯୬୯, ଜୁନ୍ ୧୦ରେ ୩୦୨୬, ଜୁନ୍ ୧୧ରେ ୩୩୩୩, ଜୁନ୍ ୧୨ରେ ୩୮୩୩, ଜୁନ୍ ୧୩ରେ ୩୮୮୦, ଜୁନ୍ ୧୪ରେ ୩୫୫୮, ଜୁନ୍ ୧୫ରେ ୨୪୯୯, ଜୁନ୍ ୧୬ ରେ ୨୯୮୮ ଜଣଙ୍କର କରୋନା ଟେଷ୍ଟ କରାଯାଇଛି । ଗତ ୧୦ ଦିନରେ ଜୁନ୍ ୧୩ ରେ ସର୍ବାଧିକ ୩୮୮୦ ଜଣଙ୍କର ଟେଷ୍ଟ କରାଯାଇଛି । ଗଂଜାମ ଜିଲ୍ଲାରେ ସବୁଠୁ ଅଧିକ କରୋନା ରୋଗୀ ବାହାରି ଥିବାରୁ ସେଠାରେ ଭୟାଭୟ ସ୍ଥିତି ରହିଛି ।ବ୍ୟବସାୟୀ ମାନେ ନିୟମିତ ଭାବେ ଏକାଧିକ ଲୋକଙ୍କ ସଂସ୍ପର୍ଶରେ ଆସୁଥିବା କାରଣରୁ ସେମାନଙ୍କୁ କରୋନା ହେବାର ଆଶଙ୍କା ଅଧିକା ରହିଛି । ଏଣୁ ଅତ୍ୟାବଶକୀୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀ ମାନଙ୍କର ମଧ୍ୟ କରୋନା ପରୀକ୍ଷା କରାଯାଉ ବୋଲି ଶ୍ରୀ ମହାପାତ୍ର ଦାବି କରିଛନ୍ତି ।

ରାଜ୍ୟସରକାର ପ୍ରବାସୀ ଶ୍ରମିକମାନଙ୍କୁ କ୍ୱାରେଂଟାଇନ ସେଂଟରରେ ୭ ଦିନ ରଖି ବିନା ଟେଷ୍ଟରେ ଘରକୁ ପଠାଇ ଦେଉଛନ୍ତି । ଏହା ଦ୍ୱାରା କରୋନା ବ୍ୟାପିବାର ସମ୍ଭାବନା ଅଧିକ ରହିଛି । ରାଜ୍ୟ ସରକାର କ୍ୱାରେଂଟାଇନ ସେଂଟରେ ଥିବା ଲୋକମାନଙ୍କର ନିୟମିତ ଟେଷ୍ଟ କରିବା ସହ କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିମାନଙ୍କର ମଧ୍ୟ ଟେଷ୍ଟ କରି ନେଗେଟିଭ ଆସିବା ପରେ ଘରକୁ ପଠାନ୍ତୁ ବୋଲି ଶ୍ରୀ ମହାପାତ୍ର ଦାବି କରିଛନ୍ତି । ଏବେ ରାଜ୍ୟସରକାର ଆଶା କର୍ମୀ ଏବଂ ଏଏନଏମ ଦିଦି ଘର ଘର ବୁଲି ଅଧିକ ପରୀକ୍ଷା କରିବା ଘୋଷଣାକୁ ଆମେ ସ୍ୱାଗତ କରୁଛୁ । କରୋନା ରୋଗୀମାନଙ୍କ ପାଖକୁ ଯାଉଥିବା ଆଶା ଓ ଏଏନଏମ ଦିଦିଙ୍କୁ ପିପିଇ କିଟ୍ ଓ ଅନ୍ୟାନ୍ୟ ସୁରକ୍ଷା ସାମଗ୍ରୀ ଯୋଗାଇ ଦିଆଯାଉ । ରାଜ୍ୟରେ ଦୈନିକ ପରୀକ୍ଷା ପାଇଁ ଲାବଟୋରୀ ସଂଖ୍ୟା ଓ ପରୀକ୍ଷା କାପାସିଟ ବଢାଇବା ଅତ୍ୟନ୍ତ ଜରୁରୀ । ଏ ସଂପର୍କରେ ରାଜ୍ୟ ସରକାର ତୁରନ୍ତ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ଶ୍ରୀ ମହାପାତ୍ର ଦାବି କରିଛନ୍ତି । ଏହି ଅବସରରେ ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ଉପସ୍ଥିତ ଥିଲେ । (ରିପୋର୍ଟ – ବିଶ୍ଵ ରଞ୍ଜନ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version