• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କପସିପାଲି ଠାରେ ଶ୍ରମିକ ଅଧିକାର ମଞ୍ଚ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 21, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
କପସିପାଲି ଠାରେ ଶ୍ରମିକ ଅଧିକାର ମଞ୍ଚ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ
Share on FacebookShare on TwitterWhatsapp

୨୦ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ର ଏକ ଅଗ୍ରଣୀ ସଂଗଠନ ଶ୍ରମିକ ଅଧିକାର ମଞ୍ଚ ପକ୍ଷରୁ ବାର୍ଷିକ ସାଧାରଣ ସଭା ବରିଷ୍ଠ ସାମାଜିକ କର୍ମୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଭୋଇ ଙ୍କ ସଭାପତିତ୍ବରେ କପସିପାଲି ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ସଭାରେ ନୂତନ କାର୍ଯ୍ୟକାରୀ କମିଟିର କର୍ମକର୍ତ୍ତା ମନୋନୀତ କରାଯାଇଥିଲା । ସଭାପତି ରୂପେ ଶ୍ରୀ କ୍ଷେତ୍ର ମୋହନ ମାଝି, ଉପସଭାପତି ରୁପେ ଶ୍ରୀମତୀ ଗୋଲାପି ବିଶି, ସାଧାରଣ ସମ୍ପାଦକ ରୁପେ ଶ୍ରୀ ତ୍ରିଲୋଚନ ପୁଞ୍ଜି, ସହ ସମ୍ପାଦକ ରୁପେ ଶ୍ରୀ ତପ ପୁଞ୍ଜି, କୋଷାଧ୍ୟକ୍ଷ ରୁପେ ଶ୍ରୀ ଦେବରାଜ ବୁଡେକ୍, କାର୍ଯ୍ୟକାରୀ କମିଟି ର ସଭ୍ୟ ରୂପେ ଶ୍ରୀ ଦୁର୍ଯ୍ୟୋଧନ ମାଝୀ, ଓ ରେମାନନ୍ଦ କୁମ୍ଭାର ଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି । ଏହି ସାଧାରଣ ସଭାରେ ମୁଖ୍ୟ ଅତିଥି ରୂପେ କନିଷ୍ଠ ପ୍ରାଣୀଧନ ଚିକିତ୍ସ । ଅଧିକାରୀ, ଖପ୍ରାଖୋଲ, ମୁଖ୍ୟବକ୍ତା ରୂପେ ସାମାଜିକ କର୍ମୀ ତଥା ସାମ୍ବାଦିକ ଶ୍ରୀ ଅଭୟ ତ୍ରିପାଠୀ, ସମ୍ମାନୀତ ଅତିଥି ରୂପେ ସାମ୍ବାଦିକ ଶ୍ରୀ ତାପସ ବେହେରା, ଶ୍ରୀ ଉମାକାନ୍ତ ପଧାନ, ସାମାଜିକ କର୍ମୀ, ଶୁଶିଲ କୁମାର ପଧାନ, ଯୋଗଦେଇଥିଲେ । ଏହି ସାଧାରଣ ସଭାରେ ଗତ ୨୦୨୨/୨୩ ବର୍ଷର କାର୍ଯ୍ୟକ୍ରମ ଓ ଆୟ ବ୍ୟୟ ଉପସ୍ଥାପନ କରାଯାଇଥିଲା। ଉପସ୍ଥିତ ସଭ୍ୟ, ସଭ୍ୟା ଙ୍କ ସର୍ବ ସମ୍ମତି ଅନୁମୋଦନ କରାଗଲା। ଆଗାମୀ ୨୦୨୩/୨୪ ବର୍ଷ ର ଆୟ ବ୍ୟୟ ଅଟକଳ ଓ କାର୍ଯ୍ୟକ୍ରମ ସ୍ଥିର କରାଗଲା । ଦାଦନ ଶ୍ରମିକ ସମସ୍ୟାର ସମାଧାନ ପାଇଁ ସରକାର ଙ୍କୁ ଏକ ପ୍ରସ୍ତାବ ଦେବା ପାଇଁ ବୈଠକ ରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଗଲା ।ଖପ୍ରାଖୋଲ, ବେଲପଡ଼ା, ତୁରେକେଲା ବ୍ଲକ ମାନଙ୍କ ରେ ସଘନ ଭାବରେ କାର୍ଯ୍ୟ କରା ଯିବ । ଶ୍ରମିକ ମାନଙ୍କର ଲେବର କାର୍ଡ ପଞ୍ଜିକରଣ, ନବୀକରଣ, ବେନେଫିଟ ପାଇଁ ଜିଲ୍ଲା ଶ୍ରମ ବିଭାଗ ସହିତ ଯୋଗା ଯୋଗ କରି ଉକ୍ତ କାର୍ଯ୍ୟ ଟି କରିବା ପାଇଁ ନିଷ୍ପତ୍ତି ନିଆଗଲା । ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ କାର୍ଯ୍ୟକର୍ତ୍ତା, ଶ୍ରୀ ମିଳନ ପୁଞ୍ଜି, ଅନ୍ନପୂର୍ଣ୍ଣ । ମହାଲିଙ୍ଗ, ଲୋଚନ, ବରିହା, ଗୋଲାପ ନିଆଲ୍, ତପ ପୁଞ୍ଜି, ପ୍ରଶାନ୍ତ ପରୁଆ, ଭାରତୀ ମାଝୀ ପ୍ରମୁଖ ଅକ୍ଲାନ୍ତ ପରିଶ୍ରମ କରିଥିଲେ।ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ କପସିପାଲି ଅଫିସ୍ ଠାରେ ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ନିର୍ବାଚିତ କର୍ମକର୍ତ୍ତାଙ୍କୁ ଶପଥ ପାଠ କରାଯାଇଥିଲା । ନୂତନ ନିର୍ବାଚିତ ବ୍ଲକ କମିଟିର କର୍ମକର୍ତ୍ତା ଙ୍କୁ ଖପ୍ରାଖୋଲ ବ୍ଲକ ର ଦାୟିତ୍ବ ଓ କ୍ଷମତା ଅପର୍ଣ କରାଗଲା । ସଭା ଶେଷ ରେ ଶ୍ରୀ ଗୋଲାପ ନିଆଲ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version