• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଇମ୍‌ତିୟାଜୁର ରହମାନଙ୍କୁ ୟୁଟିଆଇ ଏଏମ୍‌ସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ

Proprietor Abhimanyu Maharana by Proprietor Abhimanyu Maharana
June 16, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଇମ୍‌ତିୟାଜୁର ରହମାନଙ୍କୁ ୟୁଟିଆଇ ଏଏମ୍‌ସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୬ ଜୁନ୍ ମଙ୍ଗଳବାର) ଭୁବନେଶ୍ୱର :- ୟୁଟିଆଇ ଏଏମ୍‌ସି ବୋର୍ଡରେ ଇମତିୟାଜୁର ରହମାନ୍‌ଙ୍କୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି । ପୂର୍ବତନ ସିଇଓଙ୍କ କାର୍ଯ୍ୟକାଳ ୨୦୧୮ରେ ଶେଷ ହେବା ପରେ ଏହି ପଦ ଫାଙ୍କା ଥିଲା । କଂପାନି ଭିତରର ଜଣେ ବ୍ୟକ୍ତି ଭାବେ ରହମାନ୍‌ଙ୍କୁ ସେହି ପଦରେ ଅବସ୍ଥାପିତ କରାଯାଇଛି । ୧୯୯୮ରେ ସେ ୟୁଟିଆଇ ଗ୍ରୁପ୍‌ରେ ଯୋଗ ଦେଇଥିଲେ ଓ ୨୦୦୩ ପରଠାରୁ ଏଏମ୍‌ସି ସହିତ ଅଛନ୍ତି । ପୂର୍ବରୁ ୟୁନିଟ୍ ଟ୍ରଷ୍ଟ୍ ଅଫ୍‌ ଇଣ୍ଡିଆ ନାମରେ ପରିଚିତ ଥିବା କଂପାନିର ପୁନର୍ଗଠନ ପରେ ହୋଇଥିବା ପରିବର୍ତନ ସହିତ ସେ ଜଡ଼ିତ ଥିଲେ ଏବଂ ପୂର୍ବତନ ଅଧ୍ୟକ୍ଷ ଏମ୍ ଦାମୋଦରନ ଓ ୟୁ କେ ସିହ୍ନାଙ୍କ ସହ କାର୍ଯ୍ୟ କରିଥିଲେ ।

ସେ ପ୍ରାୟ ଦୁଇ ବର୍ଷ ହେଲାଣି କଂପାନିର କାମଚଳା ସିଇଓ ଭାବେ କାର୍ଯ୍ୟ କରୁଥିଲେ ଏବଂ ଏହା ପୂର୍ବରୁ ମଧ୍ୟ ୨୦୧୨-୧୩ରେ ସେ ଏହି ପଦରେ କାର୍ଯ୍ୟ କରିଥିଲେ । ସେ ହେଉଛନ୍ତି କଂପାନିର ସିଏଫ୍‌ଓ ଏବଂ ଆନ୍ତର୍ଜାତିକ ବ୍ୟବସାୟ ସମେତ ବିବିଧ କାର୍ଯ୍ୟର ମୁଖ୍ୟ ଥିଲେ । ଦୀର୍ଘଦିନ ପର୍ଯ୍ୟନ୍ତ ସିଇଓ ପଦ ଫାଙ୍କା ରହିବାକୁ ନେଇ ସେବି ଯେଉଁ ଚିନ୍ତା ପ୍ରକଟ କରିଥିଲା ତାହାର ସମାଧାନ ପାଇଁ ଏବଂ ଖୁବ୍‌ଶୀଘ୍ର କଂପାନି ଏହାର ଆଇପିଓ ଆଣିବା ଯୋଜନାରେ ରଖିଥିବା ବେଳେ କଂପାନିର ଶ୍ରେଷ୍ଠ ପରିଚାଳା କ୍ଷେତ୍ରରେ ଏହି ନିଯୁକ୍ତି ସ୍ଥିରତା ଆଣିଛି । ୨୦୧୯ ଡିସେମ୍ବରରେ କଂପାନି ସେବି ପାଖରେ ଏହାର ଡିଆରଏଚ୍‌ପି ଦାଖଲ କରିସାରିଛି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version