• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାମୁ ଘର ଯିବା ବାଟରେ ମୋଟର ସାଇକେଲକୁ ପଛରୁ ଧକ୍କା ଦେଲା ଟ୍ରକ : ଝିଅ ମୃତ , ବାପା ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
March 25, 2023
in ଅପରାଧ, ଓଡ଼ିଶା, ଢେଙ୍କାନାଳ, ହୋମ୍
0
ମାମୁ ଘର ଯିବା ବାଟରେ ମୋଟର ସାଇକେଲକୁ ପଛରୁ ଧକ୍କା ଦେଲା ଟ୍ରକ : ଝିଅ ମୃତ , ବାପା ଗୁରୁତର
Share on FacebookShare on TwitterWhatsapp

୨୪ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ସୁରପ୍ରତାପପୁର ଫାଣ୍ଡି ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଆଜି ମଧ୍ୟାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକ କୁ ପଛପଟୁ ପିଟିଥିଲା ଟ୍ରକ ଆଉ ଏହି ଦୁର୍ଘଟଣାରେ ବାଇକ ପଛରେ ବସିଥିବା ଝିଅର ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ବାପା ଗୁରୁତର ଆହତ ହୋଇଥିଲେ । ପ୍ରାପ୍ତ ଖବରରୁ ପ୍ରକାଶ ଯେ , ପର୍ଜଙ୍ଗ ଥାନା ପାଣିଭଣ୍ଡାର ଗ୍ରାମରୁ ବାପା-ଝିଅ ଦୁହେଁ ଓଡି୧୯ଇ-୯୬୧୯ ନମ୍ବର ବିଶିଷ୍ଟ ମୋଟର ସାଇକେଲରେ ଭୁବନ ଥାନା ଧଳପଡା ଗ୍ରାମକୁ ମାମୁ ଘରକୁ ଆସୁଥିବା ବେଳେ ୫୩ ନମ୍ବର ଯମୁନାକୋଟ ଛକ ନିକରେ ପଛରୁ ଓଡି୦୯ଆର-୨୫୩୧ ନମ୍ବର ବିଶିଷ୍ଟ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା ।

ଝିଅଟି ଗାଡିରୁ ଛିଟିକି ପଡି ମୁଣ୍ଡରେ ଶକ୍ତ ମାଡ ହୋଇ ପ୍ରଚୁର ରକ୍ତ ଶ୍ରାବ ହୋଇଥିଲା । ଏ ସଂପର୍କରେ ଖବର ପାଇ ସୁରପ୍ରତାପପୁର ଫାଣ୍ଡି ପୋଲିସ ଦୁର୍ଘଟଣା ସ୍ଥଳରେ ପହଁଚି ବାପା-ଝିଅ ଉଭୟଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଡାକ୍ତର ଝିଅଟିକୁ ମୃତ ଘୋଷଣା କରିଥିଲେ ଓ ତାଙ୍କ ବାପାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ । ମୃତ ଝିଅ ର ନାମ ସ୍ୱାତୀ ସୁଚରିତା ଜେନା (୧୬) ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇ ତାଙ୍କ ମାମୁ ଘରକୁ ବୁଲିବାକୁ ଆସୁଥିଲେ । ବାପା ଙ୍କ ନାମ ଅଭିରାମ ଜେନା । ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଭୁବନ ପୋଲିସ ଟ୍ରକକୁ ଜବତ କରି କେଶ ନଂ୯୪/୨୦୨୩ ରେ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ଏହି ଘଟଣାରେ ସ୍ଥାନୀୟ ଅଂଚଳରେ ଗଭୀର ଶୋକର ଛାୟା ଖେଳି ଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version