• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜଣେ ଭାରତୀୟ ବୈଜ୍ଞାନିକ କରୋନା ମହାମାରୀର ସମାପ୍ତକୁ ନେଇ ଏକ ବଡ ବୟାନ ଦେଇଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
June 17, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଜଣେ ଭାରତୀୟ ବୈଜ୍ଞାନିକ କରୋନା ମହାମାରୀର ସମାପ୍ତକୁ ନେଇ ଏକ ବଡ ବୟାନ ଦେଇଛନ୍ତି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୧୭ ଜୁନ୍ ବୁଧବାର) ଭୁବନେଶ୍ୱର :- ଜଣେ ଭାରତୀୟ ବୈଜ୍ଞାନିକ କରୋନା ମହାମାରୀର ସମାପ୍ତକୁ ନେଇ ଏକ ବଡ ବୟାନ ଦେଇଛନ୍ତି । ଚଳିତମାସ ଅର୍ଥାତ୍ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ ବୋଲି ସେ କହିଛନ୍ତି । ତେବେ ଚେନ୍ନାଇର ନ୍ୟୁକ୍ଲିୟର ଆଣ୍ଡ ଆର୍ଥ ବିଜ୍ଞାନୀ ଡ଼.କେ ଏଲ ସୁନ୍ଦର ଅନୁସାରେ, ଗତ ବର୍ଷ ଡିସେମ୍ବର ୨୬ରେ ଶେଷ ସୂର୍ଯ୍ୟପରାଗ ପରେ ସୌରମଣ୍ଡଳରେ ଗ୍ରହଗୁଡିକର ସ୍ଥିତି ପରିବର୍ତ୍ତନ ପରେ କରୋନା ମହାମାରୀ ଆମ ଜୀବନକୁ ଆସିଥିଲା । ଏହି କାରଣରୁ ବାୟୁମଣ୍ଡଳର ଉପର ଭାଗରୁ କରୋନା ଉତ୍ପନ୍ନ ହୋଇଥିଲା ।

ଏଥି ସହ ଆଗାମୀ ସୂର୍ଯ୍ୟପରାଗରେ ଦୁନିଆରେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ୍ ଶେଷ ହୋଇଯିବାର ସମ୍ଭାବନା ରହିଛିପରାଗ ସମୟରେ ଦ୍ରୁତଗତିରେ ବିଭାଜିତ ହେଉଥିବା ନ୍ୟୁଟ୍ରନ୍ରୁ ଉତ୍ପନ୍ନ ହେଉଥିବା ତେଜଷ୍କ୍ରିୟ ଶକ୍ତିରେ କରୋନା ଭୂତାଣୁର ସଂରଚନା ନଷ୍ଟ ହେବାର ଯଥେଷ୍ଟ ସମ୍ଭାବନା ଥିବା ସେ ସୂଚନା ଦେଇଛନ୍ତି । ତେବେ ପରବର୍ତ୍ତୀ ସୂର୍ଯ୍ୟପରାଗ ଜୁନ୍ ୨୧ରେ ଘଟିବ ଜ୍ୟୋତିଷଶାସ୍ତ୍ର ଅନୁସାରେ, ସୂର୍ଯ୍ୟପରାଗ ସକାଳ ୧୦.୨୦ରୁ ଆରମ୍ଭ ହୋଇ ରାତି ୧.୪୯ ପର୍ଯ୍ୟନ୍ତ ଜାରି ରହିବ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version