• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲ୍ୟ ବିବାହ ଓ ଶିଶୁ ଅପରାଧ ରୋକିବା ପାଇଁ ଗଡିଲା ଭ୍ରାମ୍ୟମାଣ ସଚେତନ ରଥ

Proprietor Abhimanyu Maharana by Proprietor Abhimanyu Maharana
March 26, 2023
in ଓଡ଼ିଶା, ବଲାଙ୍ଗିର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବାଲ୍ୟ ବିବାହ ଓ ଶିଶୁ ଅପରାଧ ରୋକିବା ପାଇଁ ଗଡିଲା ଭ୍ରାମ୍ୟମାଣ ସଚେତନ ରଥ
Share on FacebookShare on TwitterWhatsapp

୨୬ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ରବିବାର ଆନ୍ତର୍ଜାତିୟ ସଂସ୍ଥା କ୍ରାୟ ସହାୟତା ରେ ବଲାଙ୍ଗୀର ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପର୍ଲି ଆଲୋକ ପାଠାଗାର ତରଫରୁ ପାଟଣାଗଡ଼ ବ୍ଳକ ଅଧିନସ୍ଥ ଡାଙ୍ଗବାହାଲ ପଞ୍ଚାୟତ ର ଡାଙ୍ଗବାହାଲ ସମେତ ଦମକିପାଲି ,ଗଭରା ,ପଣ୍ଡରିପାଣି, ସାରଥୀ ମୁଣ୍ଡା, ଛୁଆଲିଉଦର ଆଦି ଗ୍ରାମରେ ବାଲ୍ୟ ବିବାହ ଶିଶୁ ଅପରାଧ ରୋକିବା ପାଇଁ ଭ୍ରାମ୍ୟମାଣ ସଚେତନ ରଥ ଆରମ୍ଭ ହୋଇଯାଇଛି । ଏଥିସହ ଶୋଭାଯାତ୍ରା, ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଗାଁ ମାନଙ୍କରେ ସଚେତନ ରଥ ପରିକ୍ରମା କରାଯାଇଥିଲା । ଏହାର ଉଦଘାଟନୀ ଶୋଭାଯାତ୍ରା ଡାଙ୍ଗବାହାଲ ପଞ୍ଚାୟତ ରୁ ଆରମ୍ଭ ହୋଇଥିଲା । ମୂଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ରିଙ୍କି ନନ୍ଦ, ଆଶାକର୍ମୀ ନୀଳିମା ସାହୁ,ବନୀତା କୁମ୍ଭାର ଯୋଗଦେଇଥିଲେ । ଅତିଥି ମାନେ ବାଲ୍ୟ ବିବାହ ର ବିଭିନ୍ନ ଆଇନ ଉପରେ ଆଲୋକପାତ କରିଥିବା ବେଳେ ବାଲ୍ୟ ବିବାହଏକ ଆଇନ ଗତ ଅପରାଧ , ହୋଇଥିବା ସହ ଏହା ଦ୍ଵାରା ନାରୀ ମାନେ ତାଙ୍କର ମୌଳିକ ଅଧିକାର ରୁ ବଞ୍ଚିତ ହୋଇଛନ୍ତି । ସେମାନଙ୍କୁ ବାପା ମା ଶିକ୍ଷା ଦିକ୍ଷା ଦେଇ ପୂର୍ଣ୍ଣ ପ୍ରାପ୍ତ ବୟସରେ ବିବାହ କରିବା ,ବାଲ୍ୟ ବିବାହ ବନ୍ଦ କରିବା ପାଇଁ ଆମ ସମସ୍ତଙ୍କ ର କର୍ତ୍ତବ୍ୟ ରହିଛି ବୋଲି ଏହି କାର୍ଯ୍ୟକ୍ରମ ର ମୂଖ୍ୟ ଉଦ୍ଧେଶ୍ୟ ବୋଲି କହିଥିବା ବେଳେ ଝିଅ ର ବିବାହ ୧୮ ବର୍ଷ ପୂର୍ବରୁ ପୁଅର ବିବାହ ୨୧ ବର୍ଷ ପୂର୍ବରୁ ବିବାହ କରାଯାଇପାରିବ ନାହିଁ ।ବାଲ୍ୟ ବିବାହ ଅପରାଧ ନେଇ ଦଣ୍ଡ ଓ ଜରିମାନାର ଭାଗିଦାରୀ ନହେବା ପାଇଁ ଏଥିରେ ସଚେତନ କରାଯାଇଛି ।କର୍ମ କ୍ଷେତ୍ରରେ ଯୌନ ଅତ୍ୟାଚାର ,ଲିଙ୍ଗ ନିରୂପଣ ,ଲିଙ୍ଗ ପରିକ୍ଷା , ଲିଙ୍ଗ ଗତ ଭେଦଭାବ,ଦୂର୍ବ୍ୟବହାର , ଘରୋଇ ହିଂସା ଆଦି ଘଟଣା ସମୟରେ ଚୁପ୍ ନ ରହିବା ନେଇ ମଧ୍ୟ ସଚେତନ କରାଯାଇଥିଲା । ସଂସ୍ଥା ର କର୍ମୀ ବିଶ୍ଵାମିତ୍ର ସେଠ ବାଲ୍ୟ ବିବାହ କୁ ପରିବର୍ତ୍ତନ କରିବା ପାଇଁ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମହିଳା ଓ ପୁରୁଷ ମାନଙ୍କୁ ସଚେତନ କରାଇଥିଲେ । କାର୍ଯକ୍ରମ ରେ ଅଙ୍ଗନବାଡ଼ି କର୍ମୀ ,ଆଶା କର୍ମୀ ଓ କିଶୋରି ସଂଘ ସହଯୋଗ କରିଥିବା ବେଳେ ଅନୁଷ୍ଠାନ ର ଅନ୍ୟ ମାନେ ଉପସ୍ଥିତ ଥିଲେ । କର୍ମୀ ପ୍ରହ୍ଲାଦ ପ୍ରଧାନ ଏହାର ଆୟୋଜନ କରିଥିଲା ବେଳେ ରାକେଶ ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version