• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାଟ୍ୟ ସଂସଦ ର ଉତ୍ତୋରତର କାମନା କରିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କଲେ – ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
March 26, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନାଟ୍ୟ ସଂସଦ ର ଉତ୍ତୋରତର କାମନା କରିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କଲେ – ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୨୬ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ଼ ଜିଲ୍ଲା ବ୍ଲକ ଅନ୍ତର୍ଗତ ବାହାଡ଼ାଝୋଲା, ଲଷ୍ମୀ ବଜାର ଠାରେ ବାପୁଜୀ ନାଟ୍ୟ ସାଂସଦ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନାଟ୍ୟ ସାଂସଦ ର ଦ୍ଵିତୀୟ ଅବଦାନ ସୁଖ ଆସିଥିଲା ଭଗାରୀ ହୋଇ ସାମାଜିକ ନାୟକ ମଞ୍ଚସ୍ଥ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାମାଜିକ ନାଟକ ଉଦଘାଟନ କରିବା ସହ ନାଟ୍ୟ ସଂସଦ ର ଉତ୍ତୋରତର କାମନା କରିଥିଲେ । ତତ୍ ସହିତ ଅଞ୍ଚଳର ବିକାଶ ଉପରେ ଅଧିକ ଗୁରୁତ୍ୱାରୋପ କରିଥିଲେ ।ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ସ୍ଥାନୀୟ ସରପଞ୍ଚ ଆରତୀ ସେଠି, ସମିତି ସଭ୍ୟା ମିତା ଅଧିକାରି, ଗୁମି ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ, ବ୍ଲକ ଯୁବ ବିଜେଡ଼ି ସଭାପତି ଶୁଭ୍ରାଂଶୁଶେଖର ସେନାପତି , ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସୋସାଇଟି ଡାଇରେକ୍ଟର ସୂର୍ଯ୍ୟ ନାରାୟଣ ସାହୁ, ତ୍ରିନାଥ ସ୍ୱାଇଁ, ସୁଶାନ୍ତ କୁମାର ବେହେରା,ବିମଳ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ମଞ୍ଚ ପରିଚାଳନା ନାଟ୍ୟ ସଂସଦ ର ସଭାପତି ସୁଶାନ୍ତ କୁମାର ପଢ଼ିଆରୀ କରିଥିବା ବେଳେ ନାଟ୍ୟ ନିର୍ଦ୍ଦେଶନା ଦେଇଥିଲେ ବିନୋଦ କୁମାର ସାହୁ । ଏହି କାର୍ଯ୍ୟକ୍ରମ ରେ ଶହ ଶହ ଲୋକଙ୍କ ସମାଗମ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version