• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମବାୟ ବ୍ୟାଙ୍କିଙ୍ଗ ଓ ଋଣ କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
March 27, 2023
in ଓଡ଼ିଶା, ମାଲକାନଗିରି, ହୋମ୍
0
ସମବାୟ ବ୍ୟାଙ୍କିଙ୍ଗ ଓ ଋଣ କର୍ମଶାଳା
Share on FacebookShare on TwitterWhatsapp

୨୬ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପଡ଼ିଆ :- ପଡ଼ିଆ ଲ୍ୟାମ୍ପସ୍ ପକ୍ଷରୁ ସମବାୟ ବ୍ୟାଙ୍କିଙ୍ଗ ଓ ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପଡ଼ିଆ ସମବାୟ ବ୍ୟାଙ୍କ ଅନ୍ତର୍ଗତ ୧୦ଟି ପଞ୍ଚାୟତର ଶତାଧିକ ଚାଷୀ ଓ ଜନପ୍ରତିନିଧି ଏହି କର୍ମଶାଳାରେ ଯୋଗ ଦେଇଥିଲେ । ସ୍ଥାନୀୟ ଚାଷୀ ସମୁଖୀନ ହେଉଥିବା ବିଭିନ୍ନ ଆର୍ଥିକ ସମସ୍ୟା, ଅଞ୍ଚଳ ଭିତ୍ତିରେ ଦେଖାଦେଉଥିବା ସମସ୍ୟା ଓ ସରଳ ଉପାୟ ରେ ଋଣ ଯୋଗାଇବା ସଂପର୍କ ରେ ଆଲୋଚନା କରାଯାଇଛି ।

ଏହି ଅବସରରେ ଦୁଇଟି ପଞ୍ଚାୟତ ନିମନ୍ତେ ଗୋଟିଏ ଲ୍ୟାମ୍ପସ୍ ଗଠନ କରିବାକୁ ମାଟେରୁ , ନିଲିଗୁଡା, ପୁଷୁଗୁଡା, କାଲଦାପାଲ୍ଲୀ ଓ ତାଣ୍ଡଵାଇ ସରପଞ୍ଚ ମତ ରଖିଥିଲେ । ପଡ଼ିଆ ଲ୍ୟାମ୍ପ ସଭାପତି ପଡ଼ିଆ ମାଡକାମି ଏହାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଡ଼ିଆ ସମିତି ଅଧ୍ୟକ୍ଷା ଯମୁନା ମୁଷାକୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମାଲକାନଗିରି ଜିଲ୍ଲା ସହକାରୀ ସମବାୟ ନିବନ୍ଧକ ଅଧିକାରୀ ପ୍ରିୟବ୍ରତ ପଣ୍ଡା,

ପଡ଼ିଆ ସରପଞ୍ଚ ଗଙ୍ଗା କାରାମ, ମାଟେରୁ ସରପଞ୍ଚ ଲଛମନ୍ ମାଡକାମି,କାଲଦାପାଲ୍ଲୀ ସରପଞ୍ଚ ସରିତା କୁଞ୍ଜାମୀ, ନିଲିଗୁଡା ସରପଞ୍ଚ ଦେବେ, ପଡ଼ିଆମି, ବାପାନପାଲ୍ଲୀ ସରପଞ୍ଚ ମେଧା ବଗାମ ଓ ପୁଷୁଗୁଡା ସରପଞ୍ଚ ରାମା ରାଵା ପ୍ରମୁଖ ଉପସ୍ଥିତି ଥିଲେ । ପଡ଼ିଆ ଲ୍ୟାମ୍ପସ୍ ପରିଚାଳନା ନିର୍ଦ୍ଦେଶକ ଏସ୍ ରାଜେନ୍ଦ୍ର ପ୍ରସାଦ ପରିଚାଳନା କରିଥିଲେ ବେଳେ ଏମ୍ ଡି ୱାଡ଼, କେ. ସତ୍ୟ, କେ. ନାରାୟଣ, କେ. ପବନ କୁମାର , ଅମିତ କୁମାର ରାଏ,ସିଏଚ କାରୁନାକର ସମେତ ଲ୍ୟାମ୍ପସ କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version