• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩୦ ବୋତଲ କଫ୍ ସିରଫ, ୩ ଟ୍ରିପ ନିଶା ବଟିକା – ନଗଦ ୬୪୦୦ ଟଙ୍କା ଜବତ୍ ସହ ୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 28, 2023
in ଓଡ଼ିଶା, ବରଗଡ଼, ହୋମ୍
0
୩୦ ବୋତଲ କଫ୍ ସିରଫ, ୩ ଟ୍ରିପ ନିଶା ବଟିକା – ନଗଦ ୬୪୦୦ ଟଙ୍କା ଜବତ୍ ସହ ୨ ଗିରଫ
Share on FacebookShare on TwitterWhatsapp

୨୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ଲରମ୍ଭା ପୁଲିସ ୩୦ ବୋତଲ କଫ୍ ସିରଫ ,୩ ଟ୍ରିପ ନିଶା ବଟିକା ସହ ନଗଦ ୬୪୦୦ଟଙ୍କା ଜବତ୍ କରିବା ସହ ୨ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଦ୍ଵୟ ହେଲେ ତମିଆଁ ପଞ୍ଚାୟତ ଅଏଁଲାତୁଙ୍ଗା ଗ୍ରାମର ସଞ୍ଜବ ପଣ୍ଡା (୩୦) ଓ ଦେଉଲଗାଁ ପଞ୍ଚାୟତ ଘୁମେର ଗାଁ ର ପ୍ରମୋଦ ସାହୁ (୨୦) କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଉଭୟ ଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତା ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ସଞ୍ଜିବ ଜଣେ ନୂଆଁ ଗ୍ରାହକଙ୍କୁ ସେମ୍ପୁଲ ଦେଖାଇବା ପାଇଁ ଘସିଏନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଅନିତ ଦୂରରେ ଛିଡା ହୋଇଥିଲା । ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଲରମ୍ଭା ପୁଲିସ ଥାନା ଅଧିକାରୀ ସୁଶାନ୍ତ ପ୍ରଧାନ ଙ୍କ ନେତୃତ୍ବରେ ଏକ ଟିମ୍ ତାକୁ କାବୁ କରିଥିଲା । ଛାନଭିନ ପରେ ତାଠାରୁ କିଛି କଫ ସିରଫ ପାଇଥିଲା । ଘଟଣା ସ୍ଥଳରୁ ତାଙ୍କୁ ଗିରଫ କରି ଥାନାକୁ ନେଇଥିଲା । ଥାନା ରେ ସଞ୍ଜିବ ଙ୍କୁ ପଚରାଉଚରା ପରେ ଘୁମେର ଗାଁ ର ପ୍ରମୋଦ ସାହୁ ଙ୍କ ଘରେ ଚଢ଼ାଉ କରିବା ସମୟରେ ପୁଲିସ କିଛି କଫ ସିରଫ ସହ ପ୍ରମୋଦ କୁ ଘଟଣା ସ୍ଥଳରୁ ଗିରଫ କରି ଥାନାକୁ ଆଣିଥିଲା ।

ଉଭୟ ଅଭିଯୁକ୍ତ ଙ୍କ ଠାରୁ ୩୦ ବୋତଲ କଫ୍ ସିରଫ ,୩ ଟ୍ରିପ ନିଶା ବଟିକା ଓ ନଗଦ ୬୪୦୦ ଟଙ୍କା ପୁଲିସ ଜବତ କରିଥିଲା । ଆଜି ମଧ୍ୟାହ୍ନ ସମୟରେ ଉଭୟ ଙ୍କ ଡାକ୍ତରି ମାଇନା ପରେ ପୁଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଥିଲା । ପ୍ରକାଶ ଥାଉ କି ଲୁହାସିଂହା ଅଞ୍ଚଳ ର ଜନୈକ କରେକ୍ସ ମାଫିଆ ଙ୍କ ନାମରେ ପୁଲିସ ପକ୍ଷରୁ ଗିରଫ ପରୱାନା ଜାରି କରାଯାଇଥିବା ବେଳେ ଦେଉଳ ଗାଁ ପଞ୍ଚାୟତ ର ତାର ଜଣେ ମୂଖ୍ୟ ସହଯୋଗୀ ବର୍ତ୍ତମାନ ଏହି ରାକେଟ ଚଲାଉଥିବା ବିଶ୍ଵସ୍ତ ସୂତ୍ରରୁ ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version