• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଡ଼ି.ଏସ.ଡବ୍ଲୁ ବିଭାଗର ପୋଷଣ ପକ୍ଷ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 28, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଡ଼ି.ଏସ.ଡବ୍ଲୁ ବିଭାଗର ପୋଷଣ ପକ୍ଷ ପାଳିତ
Share on FacebookShare on TwitterWhatsapp

୨୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ନୟାଗଡ ଡ଼ି.ଏସ.ଡବ୍ଲୁ ବିଭାଗର ପୋଷଣ ପକ୍ଷ ପାଳିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ସଦଭାବନା ଗୃହରେ ଜିଲ୍ଲା ବିଭାଗୀୟ ମୁଖ୍ୟ ଅଧିକାରିଣୀ ଶ୍ରୀମତୀ ମମତା ରାଣୀ ପାତ୍ରଙ୍କ ସୁପରିଚାଳନାରେ ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇ ଯାଇଛି | ଏଥିରେ ଏଡିଅମ ବିଧାନ ଚନ୍ଦ୍ର ରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୋଷଣ ପକ୍ଷ ପାଳନର ଆବଶ୍ୟକତା ସମ୍ପର୍କରେ ସାର ଗର୍ଭକ ବକ୍ତବ୍ୟ ରଖି ଥିବା ବେଳେ ଉପସ୍ଥିତ ଅନ୍ୟ ତମ ଅତିଥି କୃଷି ବିଭାଗର ଉପ ନିର୍ଦ୍ଧେଶିକା ଗହମ ଖାଦ୍ୟର ଉପକାରିତା ସମ୍ପର୍କରେ ବ୍ୟାପକ ଭାବେ ବୁଝାଇ ଥିଲେ | ଏଥିରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମାର୍ଚ୍ଚ ୨0ରୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପୋଷଣ ପକ୍ଷର ବ୍ୟାପକତା ସମ୍ପର୍କରେ ମତବ୍ୟକ୍ତ କରିବା ସହ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ଏହି କାର୍ଯ୍ୟକ୍ରମ ପାଳନର ସକାରାତ୍ମକ ଦିଗ ଉପରେ ବର୍ଣନା କରିବା ସହ ବିଭାଗର ସଫଳତା ପାଇଁ ବିଭାଗକୁ ଧନ୍ୟବାଦ ଅର୍ପଣ କରିଥିଲେ | ତେବେ ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ବିଭାଗ ତରଫରୁ ଏକ ସଚେତନତା ବାର୍ତ୍ତା ମୂଳକ ସାଇକେଲ ରାଲିକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ ପତାକା ହଲାଇ ଉଦଘାଟନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ସମଗ୍ର ଜିଲ୍ଲାରୁ ବହୁ ଅଙ୍ଗନବାଡି କର୍ମୀଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରାଇଥିବା ବେଳେ ପରିଶେଷରେ ବିଭାଗୀୟ ଜିଲ୍ଲା ମୁଖ୍ୟ ଶ୍ରମତୀ ମମତା ରାଣୀ ପାତ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ହାତ ତିଆରି ପିଠା ପଣା, ବନ୍ଦେ ଉତ୍କଜନନୀ ଗାନ ଏବଂ ଉପସ୍ଥିତ ଅତିଥି ମାନଙ୍କଦ୍ୱାରା ମହାପ୍ରଭୁଙ୍କ ନିକଟରେ ପୁଷ୍ପ ମାଲ୍ୟ ଅର୍ପଣ ଏକ ଆଧ୍ୟାତ୍ମିକ ପରିବେଶ ଏକ ଭାବ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଥିଲା | ତେବେ ଜିଲ୍ଲା ପୋଷଣ ସଂଯୋଜକ ଆଶିଷ ରଞ୍ଜନ ମହାପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସମାଜ କଲ୍ୟାଣ ବିଭାଗ କର୍ମଚାରୀ କାର୍ଯ୍ୟକ୍ରମକୁ ସୁନ୍ଦର ଭାବେ ପରିଚାଳନା କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version