• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନନ୍ୟା ଫାଉଣ୍ଡେସନ ପକ୍ଷରୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅନନ୍ୟା ଫାଉଣ୍ଡେସନ ପକ୍ଷରୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୨୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ନୋତର କଲ୍ୟାଣ ମଣ୍ତପ ଠାରେ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ହୋଇ ଯାଇଚି। ଆଜିର ଏହି କାର୍ଯ୍ୟକ୍ରମରେ ଉଭୟ ଜୁନିଅର୍ ଓ ସିନିୟର୍ ବର୍ଗରେ ବକ୍ତୃତା, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ହୋଇ ଯାଇଚି। ଆଜିର ଏହି କାର୍ଯ୍ୟକ୍ରମରେ କେନ୍ଦୁଢିପି କଲେଜର ସଂସ୍କୃତ ଅଧ୍ୟାପକ କୃପାସିନ୍ଧୁ ସ୍ୱାଇଁ, ଗମ୍ଭାରୀଡ଼ିହି ସ୍କୁଲର ଶିକ୍ଷକ ରମେଶ ଚନ୍ଦ୍ର ମହାନ୍ତି ଓ ଯୁବ ଲେଖକ ତଥା ପ୍ରକାଶକ ଦିଲ୍ଲୀପ ସାହୁ ବିଚାରକ ଦାୟିତ୍ଵ ନିର୍ବାହ କରିଥିଲେ। ନୟାଗଡ଼ ଜିଲ୍ଲାର ପଚାଶରୁ ଉର୍ଦ୍ଧ୍ବ ବିଦ୍ୟାଳୟ ଉକ୍ତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ବେଳେ ପାଖାପାଖି ଦୁଇ ଶହରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗ ଦାନ କରିଥିଲେ। ଆଜିର ଏହି ବକ୍ତୃତା ପ୍ରତିଯୋଗିତା ଜୁନିଅର୍ ବର୍ଗରେ କ୍ରମାନ୍ୱୟରେ ସୂର୍ଯ୍ୟ ନାରାୟଣ ମାଝୀ, ଶୁଭଶ୍ରୀ ପ୍ରଧାନ, ସ୍ମୃତି ସ୍ଵୀକୃତି ସାହୁ ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିବା ବେଳେ, ସେଇ ଭଳି ସିନିୟର୍ ବର୍ଗରେ ପ୍ରତ୍ୟାଶା ଶତପଥୀ, ଧର୍ମେଶ ରାୱଲ୍, ଜାଗୃତି ଯା ଜ୍ଞସେନୀ ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିଲେ। ଜୁନିଅର୍ ସଙ୍ଗୀତ ପ୍ରତିଯୋଗିତାରେ ଜୟଶ୍ରୀ ଗୁରୁ, ସିଦ୍ଧାର୍ଥ ସାହୁ, ସାଇ ସ୍ମିତା ପ୍ରିୟଦର୍ଶିନୀ କ୍ରମାନ୍ୱୟରେ ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିବା ବେଳେ ସିନିୟର୍ ସଙ୍ଗୀତରେ ପ୍ରତ୍ୟାଶା ଶତପଥୀ, ଗାୟତ୍ରୀ ନାୟକ, ଉମେଶ ମହାପାତ୍ର ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିଲେ। ଜୁନିଅର୍ ନୃତ୍ୟରେ ସମ୍ଭାବନା ବିଶ୍ବାଳ, ସମୀକ୍ଷା ପୃଷ୍ଟି, ସାଇସ୍ମିତା ପ୍ରିୟଦର୍ଶିନୀ ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିବା ବେଳେ ସିନିୟର୍ ନୃତ୍ୟରେ ପଲ୍ଲକ ପ୍ରିୟଦର୍ଶିନୀ, ପାୟଲ ସାହୁ, ଅର୍ପିତା ଦଳବେହେରା ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିଲେ। ଆଗାମୀ ଉତ୍କଳ ଦିବସ ଅବସରରେ ଅନନ୍ୟା ଫାଉଣ୍ଡେସନ ତରଫରୁ କରାଯିବାକୁ ଥିବା ସମାରୋହରେ ନୋତର କଲ୍ୟାଣ ମଣ୍ଡପ ଠାରେ ଉକ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ସମ୍ମାନିତ କରାଯିବ। ସୂଚନା ଥାଉକି ଅନନ୍ୟା ଫାଉଣ୍ଡେସନ ତରଫରୁ ଆୟୋଜିତ ହେବାକୁ ଥିବା ଉତ୍କଳ ଦିବସ ସମାରୋହରେ ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ମୁକ୍ତା ଯୋଜନା ଉପଦେଷ୍ଟା ତଥା ସମାଜସେବୀ ମୀରା ପରିଡ଼ା ଯୋଗ ଦେବାର ସୂଚନା ରହିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

October 17, 2026
TPSODL Flags Off Solar Rath in Koraput

ଟିପିଏସ୍ଓଡିଏଲ୍ ତରଫରୁ କୋରାପୁଟ ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version