• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ା ରେ ଯୁବ ସଂକଳ୍ପ ଦିବସ ଉପଲକ୍ଷେ ସ୍ୱାବଲମ୍ବୀ ଭାରତ ଅଭିଯାନର କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ା ରେ ଯୁବ ସଂକଳ୍ପ ଦିବସ ଉପଲକ୍ଷେ ସ୍ୱାବଲମ୍ବୀ ଭାରତ ଅଭିଯାନର କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୨୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡା :- ଯୁବ ସଂକଳ୍ପ ଦିବସ ଉପଲକ୍ଷେ ରାୟଗଡ଼ା ଜିଲ୍ଲାରେ ସ୍ୱାବଲମ୍ବୀ ଭାରତ ଅଭିଯାନ ଓ ଜ଼ିଲ୍ଲା ସ୍ୱରୋଜଗାର ସହାୟତା କେନ୍ଦ୍ର ମିଳିତ ଆନୁକୁଲ୍ୟରେ ଏକ ବିସ୍ତୃତ ସଚେତନତା ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଅଛି । ଜ଼ିଲ୍ଲା ର ଜିଷ୍ଟ ଯାନ୍ତ୍ରିକ ମହାବିଦ୍ୟାଳୟ , ରିତମ ଯାନ୍ତ୍ରିକ ମହାବିଦ୍ୟାଳୟ, ରାୟଗଡା ସ୍ୱୟଂଚାଳିତ ମହାବିଦ୍ୟାଳୟ, ରାୟଗଡା ମହିଳା ମହାବିଦ୍ୟାଳୟର ୧୫୦ ଜଣ ଛାତ୍ର ଛାତ୍ରୀ, ଜିଲ୍ଲା ଭିନ୍ନକ୍ଷମ ସଙ୍ଘର ୩୦ ଜଣ ଦିବ୍ୟାଙ୍ଗ, କିନ୍ନର ସଂଘରୁ ୫ଜଣ କିନ୍ନର ଭଉଣୀ ଏବଂ ୪୦ଜଣ ଉଦ୍ୟୋଗୀ ହେବା ପାଇଁ ଇଚ୍ଛା ରଖୁଥିବା ଯୁବକ, ଯୁବତୀ, ପୁରୁଷ ଏବଂ ମହିଳା, ବିବିଧ କ୍ଷେତ୍ରରୁ ଯଥା ଭାରତୀୟ ମଜଦୁର ସଙ୍ଘ, ଭାରତୀୟ ଜନତା ପାର୍ଟି, ସକ୍ଷମ, ସେବାଭାରତୀ, ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ବିଶ୍ୱ ହିନ୍ଦୁ ପରିଷଦର ୨୫ଜଣ ଉପସ୍ଥିତ ରହିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ରାୟଗଡା ଜ଼ିଲ୍ଲାର ଉଦ୍ୟୋଗୀ ବିଏସସି ଚାଇୱାଲା, କୋଲନାରା ବ୍ଲକର ଉଦ୍ୟମି ଚାଷୀ ଶ୍ରୀମତୀ ଦୁଃଖୀ ହୁଇକା ଏବଂ ଆନ୍ତର୍ଜାତୀୟ ସଫ୍ଟ୍ ଓ ବେସ ବଲ୍ ଖେଳାଳି କୁମାରୀ ପ୍ରଶାନ୍ତି ହୁଇକାଙ୍କୁ ସଫଳ ଉଦ୍ୟୋଗୀ ଭାବେ ସମ୍ମାନିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ସ୍ୱାବଲମ୍ବି ଭାରତ ଅଭିଯାନର ଅଖିଳ ଭାରତୀୟ ଅଧିକାରୀ ଶ୍ରୀ ଅନ୍ନଦା ପ୍ରସାଦ ପାଣିଗ୍ରାହୀ, ଜ଼ିଲ୍ଲା ସ୍ୱାବଲମ୍ବୀ ଭାରତ ଅଭିଯାନ ର ପରାମର୍ଶଦାତା ଡକ୍ଟର ବାଦଲ ତା, ପ୍ରାନ୍ତୀୟ ପ୍ରଭାରୀ-ସ୍ୱାବଲମ୍ବୀ ଭାରତ ଅଭିଯାନ ଶ୍ରୀ ଦୀପକ କୁମାର ରାଉତ, ଆଞ୍ଚଳିକ ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ ଶ୍ରୀ ବିକାଶ ଚନ୍ଦ୍ର ବାଇନ ଏବଂ ୟୁନିଅନ ବ୍ୟାଙ୍କ୍ ର ବରିଷ୍ଠ ପରିଚାଳକ ଉପସ୍ଥିତ ରହି ଅଂଶଗ୍ରହଣକାରୀଙ୍କୁ ମାର୍ଗଦର୍ଶନ କରିଥିଲେ ।ରାୟଗଡ଼ ଜ଼ିଲ୍ଲା ସ୍ୱାବଲମ୍ବି ଭାରତ ଅଭିଯାନର ସମନ୍ୱୟକ ଶ୍ରୀ ବିଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏବଂ ଜ଼ିଲ୍ଲା ସ୍ୱାବଲମ୍ବୀ ଭାରତ ଅଭିଯାନ ର ସହସମନ୍ୱୟକ ଶ୍ରୀ ଶ୍ୟାମ କୁମାର ଦାଶଙ୍କ ପରିଚାଳନାରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ଅନୁଷ୍ଠିତ ହୋଇଥିଲା । ଜ଼ିଲ୍ଲାର ଯୁବକ ଯୁବତୀ କିପରି କେବଳ ଚାକିରି ପଛରେ ନଯାଇ ସ୍ୱାବଲମ୍ବୀ ହେବେ ତାହା ଏହି କାର୍ଯ୍ୟକ୍ରମ ର ମୂଳଲକ୍ଷ୍ୟ ଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରୀ ବିଦ୍ୟା ଭୂଷଣ ପଣ୍ଡା,ଶ୍ରୀ ଆନନ୍ଦ ରାଓ,ଶ୍ରୀ ଏମ ବିଦ୍ୟା ସାଗର, ଶ୍ରୀ ବସନ୍ତ ଉଲ୍ଲାକା, ଶ୍ରୀ ପଦ୍ମନାଭ ଦାଶ, ଶ୍ରୀ ଯୋଗେଶ୍ୱର ଦାଶ, ଶ୍ରୀ ଗଣେଶ କୁମାର ସାହୁ ,

ଶ୍ରୀ ଟି. ନାଗରାଜୂ, ଶ୍ରୀ ରାଜେଶ ପାଣିଗ୍ରାହୀ, ଶ୍ରୀ ଆଲୋକ ମହାନ୍ତି, ଶ୍ରୀ ଜୟରାମ ବର୍ମା, ସୁଶ୍ରୀ ସ୍ନିଗ୍ଧା ତୋଫାଦାର, ଶ୍ରୀମତୀ ମଞ୍ଜୁଳା ମିନିଆକା, ଶ୍ରୀମତୀ ଝରଣା ମହାନ୍ତି, ଶ୍ରୀମତୀ ରଞ୍ଜନା ଉପାଧ୍ୟାୟ, ଶ୍ରୀ ରାକେଶ ହିମିରିକା, ଶ୍ରୀ ଜଳେନ୍ଧ୍ର ବାଚେଲି, ଶ୍ରୀ ସନ୍ତୋଷ ମହାପାତ୍ର, ଶ୍ରୀ ଗଣେଶ ସାହୁ,ଶ୍ରୀ ଗୌରାଙ୍ଗ ଚନ୍ଦ୍ର ନାୟକ, ଶ୍ରୀ ଅରୁଣ ଲେଙ୍କା ପ୍ରମୁଖ ସହଯୋଗ କରିଥିଲେ । ପରବର୍ତୀ ସମୟରେ ଜ଼ିଲ୍ଲାରେ ସ୍ୱାବଲମ୍ବୀମାନଙ୍କୁ ବହୁଗୁଣିତ କରିବା ଲକ୍ଷରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାମ କରିବ ଯାହା ଡକ୍ଟର ବାଦଲ କୁମାର ତା ସୂଚନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା

September 9, 2026
TPNODL launches ‘Solar Rath’ campaign in Baleshwar to accelerate rooftop solar adoption

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

September 10, 2026
୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version