• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଖାଇ ପାଇଁ ଏକ ସ୍ୱତନ୍ତ୍ର ଧାନ ବିହନ : ନବାନ୍ନ ଅନୁମୋଦିତ

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ମହାନଗର, ହୋମ୍
0
ନୂଆଖାଇ ପାଇଁ ଏକ ସ୍ୱତନ୍ତ୍ର ଧାନ ବିହନ : ନବାନ୍ନ ଅନୁମୋଦିତ
Share on FacebookShare on TwitterWhatsapp

ଓଡ଼ିଶା ରାଜ୍ୟ ବିହନ ସବ୍‌କମିଟି ବୈଠକ

୨୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ ଆଇସିଏଆର୍‌-ଏନ୍‌ଆର୍‌ଆର୍‌ଆଇ ଓ ଆଇସିଏଆର୍‌-ସିଟିସିଆଇ, ଭୁବନେଶ୍ୱର ଦ୍ୱାରା ବିକଶିତ ହୋଇଥିବା ବିଭିନ୍ନ ଫସଲର କିସମ ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦନ ନିମନ୍ତେ ଆଜି ଓଡ଼ିଶା ରାଜ୍ୟ ବିହନ ସବ୍‌କମିଟି ବୈଠକରେ ଉପସ୍ଥାପିତ ହୋଇଥିଲା । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ଫସଲ କିସମ ସଂପର୍କରେ ବିଶଦ ଭାବେ ଆଲୋଚନା ହୋଇଥିଲା । ଏହି ସବୁ ନୂତନ କିସମ ବିକାଶ ହେବା ଦ୍ୱାରା ରାଜ୍ୟରେ କୃଷି ଉତ୍ପାଦନ ବୃଦ୍ଧି ପାଇବା ସହିତ ରାଜ୍ୟର କୃଷକମାନେ ଉପକୃତ ହୋଇପାରିବେ ବୋଲି ଡ. ପାଢ଼ୀ ଆଶା ପ୍ରକାଶ କରିଥିଲେ ।

ଓୟୁଏଟି ଦ୍ୱାରା ବିକଶିତ ଏବଂ ଓୟୁଏଟି କଳିଙ୍ଗ କ୍ରମରେ ନାମିତ କରାଯାଇଥିବା ଏହି କିସମଗୁଡ଼ିକ ମଧ୍ୟରେ ଧାନର ବିଭିନ୍ନ କିସମ ଏବଂ ମୁଗ, ମାଣ୍ଡିଆ, ଚିନାବାଦାମ, ରାଶି ଓ ସୋରିଷର ଗୋଟିଏ ଲେଖାଏଁ କିସମ ରହିଛି । ଏହାଛଡ଼ା ପନିପରିବା ହିସାବରେ ବାଇଗଣ, ଲଙ୍କାମରିଚ, ବିଲାତି ବାଇଗଣ ଓ ଶିମ୍ବର ଗୋଟିଏ ଲେଖାଏଁ କିସମ ଏବଂ ଅଦାର ୩ଟି କିସମ ଓ ହଳଦୀର ୨ଟି କିସମ ରହିଛି । ଏହା ମଧ୍ୟରୁ ଓୟୁଏଟି କଳିଙ୍ଗ ଧାନ-୫ କିସମରେ ଅଧିକ ପୁଷ୍ଟିସାର, ଦସ୍ତା ଓ ଲୌହ ରହିଥିବାରୁ ଏହା ସ୍ୱାସ୍ଥ୍ୟ ପକ୍ଷରେ ଉପଯୋଗୀ ଅଟେ । ଏହି ଧାନ ବିହନ ସଅଳ ଅମଳ ଉପଯୋଗୀ ତଥା ବାସ୍ନା ଧାନ କିସମ ହୋଇଥିବାରୁ ଏହାକୁ ଗଣପର୍ବ ନୂଆଖାଇ ପାଇଁ ଉପଯୋଗ ହୋଇପାରିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା ।

ଓୟୁଏଟି କଳିଙ୍ଗ ଧାନ-୧ କିସମର ମହିଷା ରୋଗ, ପତ୍ରଦାଗ ରୋଗ, ମାଟିଆ ଗୁଣ୍ଡି ପୋକ ଓ କାହାଳିଆ ପୋକ ସହନଶୀଳ କ୍ଷମତା ରହିଛି । ଓୟୁଏଟି କଳିଙ୍ଗ ସୋରିଷ-୧ କିସମରେ ଶତକଡ଼ା ୪୦.୩ ଭାଗ ତୈଳ ମିଳିଥାଏ । ଓୟୁଏଟି କଳିଙ୍ଗ ମାଣ୍ଡିଆ-୧ କିସମର ହାରାହାରି ଅମଳ କ୍ଷମତା ହେକଫର ପ୍ରତି ୨୪୧୬ କିଲୋଗ୍ରାମ ଅଟେ । ସେହିପରି ଓୟୁଏଟି କଳିଙ୍ଗ ବାଇଗଣ-୧ କିସମରୁ ହେକଫର ପ୍ରତି ପ୍ରାୟ ୩୪୨୦୨ କିଲୋଗ୍ରାମ ଅମଳ ମିଳିଥାଏ । ଓୟୁଏଟି କଳିଙ୍ଗ ଟମାଟୋ-୧ କିସମର ବୀଜାଣୁଜନିତ ଝାଉଁଳା ରୋଗ ପ୍ରତିରୋଧି କ୍ଷମତା ରହିଛି । ଓୟୁଏଟି କଳିଙ୍ଗ ହଳଦୀ-୧ ଏବଂ ଓୟୁଏଟି କଳିଙ୍ଗ ହଳଦୀ-୨ କିସମ ରାଜ୍ୟର ଉଭୟ ପାହାଡ଼ିଆ ଓ ସମତଳ ଅଞ୍ଚଳରେ ଚାଷ କରାଯାଇପାରିବ ।

ଏଥି ସହିତ ବୈଠକରେ ଆଇସିଏଆର୍‌-ସିଟିସିଆଇର ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱର ଦ୍ୱାରା ବିକଶିତ ସାରୁ ବିହନ ଏବଂ ଆଇସିଏଆର୍‌-ଏନ୍‌ଆର୍‌ଆର୍‌ଆଇ ଦ୍ୱାରା ବିକଶିତ ନୂଆଧାନ ଅନୁମୋଦନ ନିମନ୍ତେ ଉପସ୍ଥାପିତ ହୋଇଥିଲା । ବୈଠକରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଓୟୁଏଟି ଏବଂ ଆଇସିଏଆର୍‌-ଏନ୍‌ଆର୍‌ଆର୍‌ଆଇର କୃଷି ବୈଜ୍ଞାନିକମାନେ ଉପସ୍ଥିତ ଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version