• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବାଧରେ ଚାଲିଛି ଚୋରାମଦ ପୁଲିସ ଓ ଅବକାରୀ ବିଭାଗୀୟ ନିଷ୍କ୍ରୀୟତା

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଅବାଧରେ ଚାଲିଛି ଚୋରାମଦ ପୁଲିସ ଓ ଅବକାରୀ ବିଭାଗୀୟ ନିଷ୍କ୍ରୀୟତା
Share on FacebookShare on TwitterWhatsapp

୨୯ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ନୁଆଗଡ ଓ ଆର,ଉଦୟଗିରି ବ୍ଲକରେ ଅବାଧରେ ଚୋରା ମଦ କାରବାର ଚାଲିଥିବା ଦେଖିବାକୁ ମିଳୁଛି । ଏଥିରେ ଅବକାରୀ ବିଭାଗ ମଧ୍ୟ ନିଷ୍କ୍ରିୟ ରହିବା ଏବଂ ପୁଲିସ ସହାୟତା ପ୍ରଦାନ କରିବା ଅଞ୍ଚଳବାସୀର ସ୍ତ୍ରୀ ପାଇଁ ଉଦ୍ବେଶର ବିଷୟ ପାଲଟିଛି । ଆର,ଉଦୟଗିରି ବ୍ଲକ ଆର,ଉଦୟଗିରି , ଲୁବୁସିଂ, ଶବରପୋଲ୍ଲି, ଅନୁକୁମ୍ପା, ବାଦପୁର, ବସ୍ତିରିଗୁଡା,କଲମାସିଂ, ରୁମୁଣ୍ଡା,ପାରିଭେଟା,ଛେଳିଗଡ,ଛେଳାଗଡ, ରଣାଲଇ,ରାମଗିରି, ମହେନ୍ଦ୍ରଗଡ, ଶିଆଳିଲଟି, ପୁରୁଣାପାଣି, ରଣ୍ଡିବା, ପରିସଳ, ତବାରସିଂ, ସୁବଳଡା, ମଙ୍ଗରାଜପୁର,ତିଲିକର, ନୁଆଗଡ ବ୍ଲକର ଖଜୁରିପଦା,ନୁଆଗଡ,ବଡପଦା,କେରେଡାଙ୍ଗ, ପି,ଅନ୍ତରଡା,ତାବରଡା, ଗୋଲି, ଏନ୍, ଝାଲରସିଂ, ସମ୍ବଲପୁର, ସରଳାପଦର, ପରିମଳ ଅନୁଗୁରୁ, କିରାମା ସୁନ୍ଦରଡାଙ୍ଗ, ଉଦୟପୁର, ତୁମନ, ବୁରୁସିଂ ତରଭା, ପୁଟୁରୁପଡା, ବେତସିଂ, ରଙ୍ଗମାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଦେଶୀମଦ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଇବାରେ ଲାଗିଛି ।

ରାୟଗଡା ସରକାରୀ ସ୍ବୀକୃତ୍ତି ପ୍ରାପ ବିଦେଶୀ ମଦ ଦୋକାନରୁ ପ୍ରତିଦିନ ନୁଆଗଡ, ଖଜୁରିପଦା,ବଡପଦା, କେରେଡାଙ୍ଗ ଏବଂ ଏହାର ବିଭିନ୍ନ ଅଞ୍ଚଳକୁ ବିଭିନ୍ନ ଗାଡି ମଟରରେ ମଦ ଚାଲଣ ହୋଇ ଅଞ୍ଚଳର ବିଭିନ୍ନ ଦୋକାନରେ ଓ ହୋଟଲ ଗୁଡିକରେ ଖୋଲା ଖୋଲି ବିକ୍ରି ଲେଉଛି । ସେହିପରି ରା,ଉଦୟଗିରି ଥାନା ଅଞ୍ଚଳରେ ଲାଇସେନ୍ ଦେଶୀମଦ ଭାଟିରୁ ପ୍ରତିଦିନ ଶହ ଶହ ମଦପକଟ ବିଭିନ୍ନ ଗ୍ରାମରେ ବିକ୍ରି ହେବାର ଅଭିଯୋଗ ହେଉଛି । ଆର,ଉଦୟଗିରି ଗ୍ରାମର ବିଭିନ୍ନ ଜାଗା ଖୋଲା ଖୋଲି ଦେଶୀମଦ ପକଟ ବିକ୍ରି ହେବା ସହ ସରକାରୀ ଦରଠାରୁ ଅଧିକ ଦାମରେ ବିକ୍ରି ହେଉଥିବା ଅଭିଯୋଗ ହେଉଛି । ଏହି ଅଞ୍ଚଳରେ ମଦ ବିକାଳି ପଚାରିଲେ ଆମେ ପୁଲିସ ଓ ଅବକାରୀ ବିଭାଗକୁ ମାସିକିଆ ଚାନ୍ଦାଦେଇ ମଦ ବିକ୍ରି କରୁଛୁ ତୁମର ହାତ କଣ କର ବୋଲି ଉତ୍ତର ମିଳୁଛି ।ସାଧାରଣ ଲୋକ ଓ ଗ୍ରାମର ମହିଳା ମଣ୍ଡଳ ଏହି ମଦବିକ୍ରି ପ୍ରତିବାଦ କଲେ ପୁଲିସ ନାଲି ଆଖିରେ ଶିକାର ହେବା ସହ ମଦ ବେପାରିଙ୍କ ମାନେ ଆକ୍ରମଣ ଶିକାର ହେବାକୁ ପଡୁଛି । ଆର,ଉଦୟଗିରି ଥିବା ସରକାରୀ ସ୍ବୀକୃତି ପ୍ରାପତ ଭାଟିରୁ ପ୍ରତିଦିନ ବିଭିନ୍ନ ଯାନ ବାହନ ଦ୍ବାରା ଅବାଧରେ ନୁଆଗଡ ଓ ଏହାର ଆଖପାଖ ଅଞ୍ଚଳକୁ ପ୍ରତିଦିନ ଶହ ଶହ ପ୍ୟାକେଟ୍ ମଦ ଚାଲଣ ହେଉଛି । ବିଭିନ୍ନ ଗ୍ରାମ କୁଡିକୁ ଅବାଧରେ ମଦବିକ୍ରି ଚାଲୁଥିବା ବେଳେ ଅବକାରୀ ଓ ପୁଲିସର ଅଣଦେଖା ଚାଲିଛି । ଏହି ଚୋରାମଦ କାରବାର ଯୋଗୁଁ ଯୁବକମାନେ ମଦପିଇ ମାତାଲ ହୋଇ ରାସ୍ତାରେ ଝିଅ, ବୋହୁ ଚାଲିବାକୁ ଅଞ୍ଚଳରେ ଭୟ କରୁଛନ୍ତି । ଏଥିପ୍ରତି ଗଜପତି ଏସପି ଧନ୍ୟଦେଇ ପ୍ରିତିକାର କରିବାକୁ ଦାବି ହେବା ସହ ଆର,ଉଦୟଗିରି ଓ ଆଖପାଖ ଗ୍ରାମରେ ସରକାରୀ ଦରରେ ଦେଶୀମଦ ପ୍ୟାକେଟ ବିକ୍ରି କରିବାକୁ ଦାବି ହେଉଛି ।  ଆର,ଉଦୟଗିରି ବ୍ଳକକୁ ଦୁଇଟି ରହିଛି ସେଥିମଧ୍ୟରୁ ରା,ଉଦଗିରି ଅନ୍ୟଟି ଛେଳିଗଡ ।

ଆର,ଉଦୟଗିରି ଭାଟିକୁ ବ୍ରହ୍ମପୁର ମିଣ୍ଟୁ ରାଜ ରେଡି ପାଇ ଏହକୁ ଚଳେଇବାକୁ ସ୍ଥାନୀୟ କିଛି ଯୁବକ ଚଳାଇବା ଦେଇଦେଇଛନ୍ତି । ଏହି ଅବକାରୀ ନିଛଟିଆ ଜାଗାରେ ଅଛି । ଯଦି କୌଣସି କାରଣ ଅଫିସ ଖୁଜନ୍ତି ଅଫିସକୁ ଆସିବାକୁ ଗୋଟିଏ ଦିନ ବିତିଯିବ ଶିନା ଅଫିସ ଦେଖିପାରିବ ନାହିଁ । ଏହି ଅଫିସଟି ଭାଡାରେ ଚାଲୁଛି । କର୍ମଚାରୀ ରହିବା ଘର ସୁବିଧା ନ ଥିବାରୁ କର୍ମଚାରୀମାନେ କାମ ଆଳରେ ପାରଳାଖେମଣ୍ଡ ରହନ୍ତି । ଏହି ବିଷୟ ନେଇ ଅବକାରୀ ଓଆଇସି ପ୍ରଶାନ କୁମାର ପଟଲ ସହ ଯୋଗାଯୋଗ କରିବରୁ ସେ କହିଥିଲେ ଘର ନାହିଁ, ସେହି ସବୁ ଯାହା ଜଣାଇବା ଦାୟତ୍ବ ସୁପଷ୍ଟେଣ୍ଟ କାମ ଆମ ନୂହେଁ । ମୁଁ ନୂଆରେ କିଛି ମାସପରେ ସବୁ ଠିକ୍ ହୋଇଯିବ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version