• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ ବ୍ଲକ : ସଚେତନତା ଶିବିର ଅନୁଷ୍ଠିତ

Abhimanyu Maharana by Abhimanyu Maharana
March 31, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ ବ୍ଲକ : ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା/ଗତ :- ବୋଲଗଡ ବ୍ଲକ ଅଧୀନରେ ଥିବା ଗେଡିଆପଲ୍ଲୀ ହାଇସ୍କୁଲ, ରଘୁନାଥ ହାଇସ୍କୁଲ, ଟାଙ୍ଗୀସାହି, ପଞ୍ଚୁପଲ୍ଲୀ ହାଇସ୍କୁଲ, ମଣି ବନ୍ଧ ଠାରେ ଏକ ବ୍ଲକ ସ୍ଥରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ଆଞ୍ଚଳିକ ନିୟୋଜନ ଅଧିକାରୀ, ଶ୍ରୀଯୁକ୍ତ ବିଜୟ କୁମାର ପାତ୍ର, ଭୁବନେଶ୍ୱର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ର ପ୍ରଶିକ୍ଷଣ ଅଧିକାରୀ, ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସୁନ୍ଦରାୟ ଏବଂ ଅନୁଷ୍ଠାନ ର ଆପରେଣ୍ଟିସିପ ଆଡଭାଇଜର ଶ୍ରୀ ଦେବେନ୍ଦ୍ର ନାଥ ମଲ୍ଲିକ ଏବଂ ଶିଳ୍ପ ତାଲିମ ଅନୁଷ୍ଠାନ ର ସହକାରୀ ପ୍ରଶିକ୍ଷଣ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ସେନାପତି ଅଂଶ ଗ୍ରହଣ କରି ଶିଳ୍ପ ତାଲିମ ଅନୁଷ୍ଠାନର ବିଭିନ୍ନ ପ୍ରଶିକ୍ଷଣ ଏବଂ ତାଲିମ ସମ୍ପର୍କରେ ବୁଝାଇଥିଲେ l ଏହି କାର୍ଯ୍ୟକ୍ରମ ଟି ସରପଞ୍ଚ ମହୋଦୟା ଏବଂ ସମିତି ସଭ୍ୟଙ୍କ ଉପସ୍ଥିତି ରେ ପ୍ରଧାନ ଶିକ୍ଷକଙ୍କ ସହଯୋଗିତା ରେ ଉପସ୍ଥାପନ କରାଯାଇ ଥିଲା l ଏଠାରେ ସମୁଦାୟ 273 ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ର 50 ଜଣ ମହିଳା ଅଂଶ ଗ୍ରହଣ କରିଥିଲେ l ସରକାରଙ୍କର ସମସ୍ତ ଲୋକାଭିମୁଖ ତାଲିମ ଏବଂ ରୋଜଗାର କ୍ଷମ ଯୋଜନା ବିଷୟରେ ଆଲୋଚନା କରାଯାଇଥିଲା l ଏହା ଏକ ଉଚ୍ଚକୋଟୀର କାର୍ଯ୍ୟକ୍ରମ ହୋଇଥିବାରୁ ମଣ୍ଡଳ ଉନ୍ନୟନ ଅଧିକାରୀ ମଧ୍ୟ ଅବଗତ ଥିଲେ l

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଏକବିଂଶ ଲୋକମେଳା ଓ ଚତୁର୍ଦ୍ଦଶ କୃଷିମେଳା ଉଦଘାଟିତ : ପୁରୀ ପାଲଟିଲା ଭିନ୍ନ ଏକ ଭାରତ

ଏକବିଂଶ ଲୋକମେଳା ଓ ଚତୁର୍ଦ୍ଦଶ କୃଷିମେଳା ଉଦଘାଟିତ : ପୁରୀ ପାଲଟିଲା ଭିନ୍ନ ଏକ ଭାରତ

June 1, 2023
ହବିଷ୍ୟାଳି ବ୍ରତ ସମ୍ପର୍କିତ ପୁସ୍ତକ ଉନ୍ମୋଚିତ : ପୁରୀ

ହବିଷ୍ୟାଳି ବ୍ରତ ସମ୍ପର୍କିତ ପୁସ୍ତକ ଉନ୍ମୋଚିତ : ପୁରୀ

June 1, 2023
କଟକ ସଦର ପ୍ରେସ୍ କ୍ଲବର ବାର୍ଷିକ ଉତ୍ସବ ଏବଂ ମାଟ୍ରିକ୍ ଟପର୍ସ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

କଟକ ସଦର ପ୍ରେସ୍ କ୍ଲବର ବାର୍ଷିକ ଉତ୍ସବ ଏବଂ ମାଟ୍ରିକ୍ ଟପର୍ସ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

June 1, 2023
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

June 1, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକବିଂଶ ଲୋକମେଳା ଓ ଚତୁର୍ଦ୍ଦଶ କୃଷିମେଳା ଉଦଘାଟିତ : ପୁରୀ ପାଲଟିଲା ଭିନ୍ନ ଏକ ଭାରତ

ଏକବିଂଶ ଲୋକମେଳା ଓ ଚତୁର୍ଦ୍ଦଶ କୃଷିମେଳା ଉଦଘାଟିତ : ପୁରୀ ପାଲଟିଲା ଭିନ୍ନ ଏକ ଭାରତ

June 1, 2023
ହବିଷ୍ୟାଳି ବ୍ରତ ସମ୍ପର୍କିତ ପୁସ୍ତକ ଉନ୍ମୋଚିତ : ପୁରୀ

ହବିଷ୍ୟାଳି ବ୍ରତ ସମ୍ପର୍କିତ ପୁସ୍ତକ ଉନ୍ମୋଚିତ : ପୁରୀ

June 1, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.