• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାଇ ଭାଇ ଙ୍କ ପାରିବାରିକ କଲହ ଯୋଗୁଁ ଦୁଇ ଭାଇ ସମେତ ଜେଲ୍ ଗଲେ ୭ ଭଡାଟିଆ ଗୁଣ୍ଡା

Proprietor Abhimanyu Maharana by Proprietor Abhimanyu Maharana
March 31, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଭାଇ ଭାଇ ଙ୍କ ପାରିବାରିକ କଲହ ଯୋଗୁଁ ଦୁଇ ଭାଇ ସମେତ ଜେଲ୍ ଗଲେ ୭ ଭଡାଟିଆ ଗୁଣ୍ଡା
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ବଲାଙ୍ଗୀର ଜିଲ୍ଲା ଲରମ୍ଭା ଥାନା ଦଳପାଲି ଗାଁ ର ବିଭିଷଣ ଭୋଇ (୨୫) ଓ ଖୁଣ୍ଟସମଲାଇ ଗାଁ ର ବିକାଶ ଭୋଇ (୨୬) ଦୁଇ ଭାଇ ଙ୍କ ମଧ୍ୟରେ ଘରୋଇ କଲହ କୁ ନେଇ ଦୁଇ ଭାଇ ସମେତ ୭ ଜଣ ଭଡାଟିଆ ଗୁଣ୍ଡା ଙ୍କୁ ଲରମ୍ଭା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଘୁମେର ଗାଁ ର ଅନିରୁଦ୍ଧ ସାହୁ ( ଅନି)୧୮ , ମହରାପଦର ଗାଁ ର କାଲିଆ ମେହେର ( ୩୨ )ଓ ମନୋଜ ମେହେର(୪୭) , ଖୁଣ୍ଟସମଲାଇ ଗାଁ ର ଆକାଶ ଭୋଇ ( ୨୨), ମୁରିବାହାଲ ଗାଁ ର ପୁରୁଷୋତ୍ତମ ପସାୟତ (୨୮) ଅବିନାଶ ସାହୁ (୨୨) ଓ ଗୋକୁଳ ଭୋଇ (୨୦) , ରକ୍ତ ସମ୍ପକିୟ ଦୁଇ ଭାଇ ଙ୍କ ସମେତ ୭ ଜଣ ଭଡାଟିଆ ଗୁଣ୍ଡା ଙ୍କ କୋର୍ଟ ରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନା ଅଧିକାରୀ ସୁଶାନ୍ତ ପ୍ରଧାନ ସୂଚନା ଦେଇଛନ୍ତି ।ସୂଚନା ଅନୁସାରେ ଦୁଇ ଭାଇ ବିଭିଷଣ ଓ ବିକାଶ ମଧ୍ୟରେ ଦୀର୍ଘ ଦିନରୁ କୌଣସି ପାରିବାରିକ କଲହ ଲାଗି ରହିଥିଲା । ଗତ ୨୭ ତାରିଖ ଦିନ ବିକାଶ ତାର ଭଡାଟିଆ ଗୁଣ୍ଡା ଆକାଶ, ପୁରୁଷୋତ୍ତମ, ଅବିନାଶ,ଓ ଗୋକୁଳ ଙ୍କୁ ସାଙ୍ଗରେ ନେଇ ଦଲପାଲି ଗାଁ ରେ ରହୁଥିବା ତା’ର ସାନ ଭାଇ ବିଭିଷଣ ର ଘର ଭିତରକୁ ଲାଠି ,ଗେଡା ମାଧ୍ୟମରେ ସହ ପରିବାର କୁ ମାରାଣାତ୍ମକ ଆକ୍ରମଣ କରିବା ସହ ଆବାସ ପତ୍ର କୁ ଭଙ୍ଗାରୁଜା କରିଥିଲା । ଏହାର ପୂର୍ବ ଦିନ ଗତ ୨୮ ତାରିଖ ବିଭିଷଣ ମଧ୍ୟ ଅନୁରୂପ ଭାବରେ ଭଡାଟିଆ ଗୁଣ୍ଡା ଅନି,କାଲିଆ ଓ ମନୋଜ କୁ ସାଙ୍ଗ ରେ ନେଇ ଦଳପାଲି ଗାଁ ରେ ରହୁଥିବା ତା’ର ବଡ଼ ଭାଇ ବିକାଶ ର ଘର କୁ ଯାଇ ଲାଠି ଓ ଗେଡା ମାଧ୍ୟମରେ ସହ ପରିବାର କୁ ମାରାଣାତ୍ମକ ଆକ୍ରମଣ କରିବା ସହ ଆବାସ ପତ୍ର କୁ ଭଙ୍ଗାରୁଜା କରିଥିଲା ।ଉଭୟେ ଗତ ୨୯ ତାରିଖ ଦିନ ଲରମ୍ଭା ଥାନା ରେ ପୃଥକ୍ ପୃଥକ୍ ଭାବରେ ଲିଖିତ ଅଭିଯୋଗ କରିଥିଲେ । ଲରମ୍ଭା ଥାନା ଅଧିକାରୀ ଶ୍ରୀ ପ୍ରଧାନ ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତା ଙ୍କ ସହ ଆଲୋଚନା ପରେ ଦୁଇ ଟି ପୃଥକ୍ ମାମଲା ରୁଜୁ କରି ତାଙ୍କ ନିର୍ଦ୍ଦେଶ କ୍ରମେ ଦୁଇ ଭାଇ ବିକାଶ ଓ ବିଭିଷଣ ଙ୍କ ସହ ଉଭୟେ ନେଇ ଥିବା ୭ ଜଣ ଭଡାଟିଆ ଗୁଣ୍ଡା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଭଡାଟିଆ ଗୁଣ୍ଡା ସହ ଦୁଇ ଭାଇ ନିଜ ନିଜ ମଧ୍ୟରେ ମାଡପିଟ ହୋଇ ଜେଲ ଯାଇଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version