• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

Abhimanyu Maharana by Abhimanyu Maharana
March 31, 2023
in ଓଡ଼ିଶା, କଟକ, ହୋମ୍
0
ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ଜିଲ୍ଲା ପ୍ରତିନିଧି ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :- କଟକ ସଦର ବ୍ଲକ ଆମଣ ପଞ୍ଚାୟତର ଅଡାଳିଆ ଗ୍ରାମର ହନୁମାନ ମନ୍ଦିର ଅଷ୍ଟମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ଏବଂ ଶ୍ରୀ ରାମନବମୀ ଗୁରୁବାର ରାତିରେ ଉଦଯାପିତ ହୋଇଯାଇଛି । ୨୭ ତାରିଖରୁ ଆରମ୍ଭ ହୋଇଥିବା ଯଞ କାର୍ଯ୍ୟକ୍ରମରେ ଗ୍ରାମର ଶତାଧିକ ମହିଳା ଏବଂ ପୁରୁଷ କଳସ ଶୋଭାଯାତ୍ରାରେ ଆସି ଯଞ ସ୍ଥଳରେ ପହଞ୍ଚି ଥିଲେ । ସୂର୍ଯ୍ୟ ପଜା, ଅଗ୍ନି ସ୍ଥାପନ, ହୋମଯଞ ଅନୁଷ୍ଠିତ ହୋଇଥିଲା । ଯଞରେ ବଳରାମ ପୃଷ୍ଟି ଏବଂ ତାଙ୍କ ସ୍ତ୍ରୀ କର୍ତ୍ତା କର୍ତ୍ତା ହୋଇଥିଲେ । ଉଦଯାପନୀ ସନ୍ଧ୍ୟାରେ ଆମଣ ସରପଞ୍ଚ ମାନସୀ ପୃଷ୍ଟି, ଜିଲ୍ଲା ପରିଷଦ ସଭ୍ୟା ଆଶାଲତା ବେହେରା, ସମିତି ସଭ୍ୟ ରାଜ କିଶୋର ପଟ୍ଟନାୟକ, କଟକ ସଦର ବ୍ଲକ ବିଜେଡି ସଭାପତି ପ୍ରମୋଦ ମହାପାତ୍ର, ଜୀବନ ସାମନ୍ତରାୟ, ବିଧାୟକଙ୍କ ପ୍ରତିନିଧି , ପୂର୍ବତନ ସରପଞ୍ଚ ଶିବ ଚରଣ ପଛଷ୍ଟି , ବିପ୍ର ଚରଣ ଭୋଳ, ୱ।ର୍ଡ଼ ସଭ୍ୟ ମକରାସାହୁ, ସ୍ୱର୍ଣ୍ଣଲତା ସାହୁ,କୁନିଆ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ହନୁମାନ ମନ୍ଦିର ପରିଚାଳନା କମିଟିର ମୁଖ୍ୟ ବସନ୍ତ ପୃଷ୍ଟି, ମନୋରଞ୍ଜନ ବେହେରା । ଗ୍ରାମବାସୀ ଏବଂ ସମସ୍ତ ଯୁବକ ଏଥିରେ ସହଯୋଗ କରିଥିଲେ । ଅନୁଷ୍ଠାନ ପକ୍ଷରୁ ଦୁଇ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

June 1, 2023
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

May 31, 2023
ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଅନ୍ତନିବେଶୀ ସାଧନା କେନ୍ଦ୍ର ଉଦଘାଟିତ

ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଅନ୍ତନିବେଶୀ ସାଧନା କେନ୍ଦ୍ର ଉଦଘାଟିତ

May 31, 2023
World Menstrual Hygiene Week: Vedanta Aluminium raises menstrual hygiene awareness among 2300+rural women

ବେଦାନ୍ତ ଆଲୁମିନିୟମ୍ ପକ୍ଷରୁ ବିଶ୍ୱ ଋତୁସ୍ରାବ ସପ୍ତାହ ଅବସରରେ ୨୩୦୦ରୁ ଅଧିକ ଗ୍ରାମୀଣ ମହିଳାଙ୍କ ମଧ୍ୟରେ ଋତୁସ୍ରାବ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ

May 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

June 1, 2023
ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

May 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.