• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଣ୍ଟାବାଞ୍ଜିରେ ଉଦଘାଟିତ ହେଲା କମ୍ୟୁନିଟି ରେଡିଓ ଷ୍ଟେସନ : ସାରା ରାଜ୍ୟରେ କଣ୍ଟାବାଞ୍ଜି କୁ ଆଉଁ ଏକ ପରିଚୟ ଦେବ ରେଡିଓ ଷ୍ଟେସନ – ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
April 1, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
କଣ୍ଟାବାଞ୍ଜିରେ ଉଦଘାଟିତ ହେଲା କମ୍ୟୁନିଟି ରେଡିଓ ଷ୍ଟେସନ : ସାରା ରାଜ୍ୟରେ କଣ୍ଟାବାଞ୍ଜି କୁ ଆଉଁ ଏକ ପରିଚୟ ଦେବ ରେଡିଓ ଷ୍ଟେସନ – ଜିଲ୍ଲାପାଳ
Share on FacebookShare on TwitterWhatsapp

୩୧ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼  :-  ବଲାଙ୍ଗୀର ଜିଲ୍ଲାର ପ୍ରଥମ କମ୍ୟୁନିଟି ରେଡିଓ ଷ୍ଟେସନ କଣ୍ଟାବାଞ୍ଜି ଠାରେ ଶୁଭାରମ୍ଭ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଲ ରାଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନୀୟ ଅତିଥି ଭାବେ ପଦ୍ମଶ୍ରୀ ହଲଧର ନାଗ, କଣ୍ଟାବାଞ୍ଜି ତହସିଲଦାର ଅମୃତଲାଲ ବେହେରା, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ ପ୍ରମୁଖ ଯୋଗ ଦେଇଥିଲା । ମଦର ଟେରେସା ମହିଳା ସେବା ଅନୁଷ୍ଠାନର ପ୍ରତିଷ୍ଠାତ ତଥା ବିଶିଷ୍ଟ ନାରିନେତ୍ରୀ ରଞ୍ଜୁ ରାଏମନଙ୍କ ପ୍ରଚେଷ୍ଟା ଯୋଗୁ ଆଜି ଏହି ରେଡିଓ ଷ୍ଟେସନ କଣ୍ଟାବାଞ୍ଜି ରେ ହୋଇ ପାରିଛି । ଜିଲ୍ଲା ରେ ଯେବେ ବି ନୂଆ କାମ ହୁଏ ତାହା କଣ୍ଟାବାଞ୍ଜି ରେ ହିଁ ପ୍ରଥମେ ଆରମ୍ଭ ହୋଇଥାଏ । ୨୦୦୨-୨୦୦୩ ରେ କେନ୍ଦ୍ର ସରକାର ତରଫରୁ ଏକ ଯୋଜନା ରହିଥିଲା ।

ବଲାଙ୍ଗୀର ଜିଲ୍ଲାରେ କମ୍ୟୁନିଟି ରେଡିଓ ଷ୍ଟେସନ ଆରମ୍ଭ ହେଉଛି ଯାହାକୁ ନେଇ ଆମେ ଖୁସି । କମ୍ୟୁନିଟି ରେଡିଓ ଷ୍ଟେସନ ମାଧ୍ୟମରେ ଚାଷୀ ମାନଙ୍କୁ ଏକ ଜୁଟ କରି କେମିତି ସେମାନେ ଭଲ ଚାଷ କରିବେ ସେମାନଙ୍କ ପରିବାରର ପୁଅ ଝିଅଙ୍କ ପାଠ ପଠାଇବା ଭଳି ଅନେକ କାମ ହୋଇଥିବା ଏବଂ ଏଥିରେ ହୋଇ ପାରିବେ । କମ୍ୟୁନିଟି ରେଡିଓ ଷ୍ଟେସନ ମାଧ୍ୟମରେ ଲୁକାୟିତ କଳା ମଧ୍ୟ ଆଗକୁ ଆସିବ ପାରିବ ଏବଂ ଲୋକେ ଏହାର ଲାଭ ଉଠାଇବେ । କମ୍ୟୁନିଟି ରେଡିଓ ମାଧ୍ୟରେ ଲୋକକୁ ଏବଂ ସରକାରଙ୍କୁ ମଧ୍ୟ ଲାଭ ହେବ । ଚାଷୀ ମାନଙ୍କ ଚାଷ କାମ ହେଉ , ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲୋକଙ୍କ କାମରେ ଆସିବ ବୋଲି ଜିଲ୍ଲାପାଳ କହିଥିଲେ ।

ବହୁତ କମ ସମୟରେ କଣ୍ଟାବାଞ୍ଜି ରେ କମ୍ୟୁନିଟି ରେଡିଓ ଷ୍ଟେସନ କାମ ଶେଷ ହୋଇ ଆଜି କାର୍ଯ୍ୟକ୍ଷମ ହେଉଛି ତେଣୁ ମଦର ଟେରେସା ମହିଳା ସେବା ଅନୁଷ୍ଠାନର ପ୍ରତିଷ୍ଠାତା ତଥା ବିଶିଷ୍ଟ ନାରିନେତ୍ରୀ ରଞ୍ଜୁ ରାଏମନଙ୍କୁ ଧନ୍ୟବାଦ ଦେଇଥିଲା ଜିଲ୍ଲାପାଳ । ଉପାନ୍ତ ଅଞ୍ଚଳର ଲୋକ ମାନଙ୍କ ପାଇଁ ଏହି କମ୍ୟୁନିଟି ରେଡିଓ ଏକ ବରଦାନ ସଦୃଶ ହେବ କାହିକି ନା ସରକାରଙ୍କ ଯୋଜନା ହେଉ କି ବ୍ୟବସାୟିକ ଭିତ୍ତି କାର୍ଯ୍ୟକ୍ରମ ଏଠି କରାଯିବ ଯାହା ଲୋକଙ୍କ କାମରେ ଆସିବ । ତେବେ ଆଜିର ଏହି କାର୍ଯ୍ୟକ୍ରମରେ ମଦର ଟେରେସା ମହିଳା ସେବା ଅନୁଷ୍ଠାନର ସଦସ୍ୟ ମଞ୍ଜୁ ତନ୍ତି , ପୁଷ୍ପାମଞ୍ଜୁରୀ ଜାଲ , ଶିପ୍ରାଦେବୀ ଜାଲ , ରଞ୍ଜିତ ଯାଦବ, ରାଧେଶ୍ୟାମ ବେହେରା, ରୋହନ କୁମାର ମହତ, ସହ ବିଭିନ୍ନ ସଂଗଠନର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version