• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
April 1, 2023
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଖରିଫ ୨୦୨୩ ପାଇଁ ସହାୟତା : ୪୩ ଲକ୍ଷରୁ ଅଧିକ ଚାଷୀ ଙ୍କ ବ୍ଯାଙ୍କ ଖାତାରେ ୮୭୭ କୋଟି ଟଙ୍କା ର କାଳିଆ ସହାୟତା

ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଲେ ମୁଖ୍ୟମନ୍ତ୍ରୀ

୧ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆ ଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷ ରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତା କୁ ଦିଆ ଯାଇଛି ।

ଏହି ଅବସରରେ ଚାଷୀ ଭାଇ ମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀ ଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି ତେଣୁ ଆଜିର ପବିତ୍ର ଦିନ ରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ । ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନ ରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ ।

ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ। ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି । ଚାଷ ପାଇଁ ଧାର ଉଧାର ରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି । ଏହି ଅବସରରେ କେତେକ ଚାଷୀ ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।

ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକ ର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର MKCG Medical College ରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ କାଳିଆ ଯୋଜନାର ଉପଦେଷ୍ଟା ମାନେ ,ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ । କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version