• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମହିଳା ଙ୍କୁ ଯୌତୁକ ନିର୍ଯ୍ୟାତନା ପରେ ହତ୍ୟା ଅଭିଯୋଗ ଆଣିଲେ ମୃତା ମହିଳା ବାପା : ଥାନା ରେ ସ୍ଵାମୀ ଅଟକ

Proprietor Abhimanyu Maharana by Proprietor Abhimanyu Maharana
April 1, 2023
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
ମହିଳା ଙ୍କୁ ଯୌତୁକ ନିର୍ଯ୍ୟାତନା ପରେ ହତ୍ୟା ଅଭିଯୋଗ ଆଣିଲେ ମୃତା ମହିଳା ବାପା : ଥାନା ରେ ସ୍ଵାମୀ ଅଟକ
Share on FacebookShare on TwitterWhatsapp

୧ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ଲରମ୍ଭା ଥାନା ଇନ୍ଦୁପୁର ଗାଁର ସାଧୁ ଚରଣ ଛତରଙ୍କ ଘରୁ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଦେହ ଝୁଲନ୍ତା ଅବସ୍ଥାରେ ପୁଲିସ ଉଦ୍ଧାର କରିଛି । ଶାଶୁଘର ଲୋକେ ତାଙ୍କ ବୋହୂ ପାରିବାରିକ କଲହ କୁ ନେଇ ଆତ୍ମହତ୍ୟା କରିଥିବା କହୁଥିବା ବେଳେ ମୃତ ମହିଳା ଙ୍କ ବାପା ସୁବଳ କଠାର ହତ୍ୟା ଅଭିଯୋଗ ଆଣିଛନ୍ତି । ତାଙ୍କ ଝିଅ କୁ ଯୌତୁକ ପାଇଁ ନିର୍ଯ୍ୟାତନା ସହ ତଣ୍ଟି ଚିପି କରି ଘର ଭିତରେ ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା କଟାପାଲି ଗାଁ ର ସୁବଳ ତାଙ୍କ ଝିଅ ସଙ୍ଗିତ ଙ୍କୁ ଲରମ୍ଭା ଥାନା ଇନ୍ଦୁପୁର ଗାଁ ର ସାଧୁ ଚରଣ ଛାତ୍ରଙ୍କୁ ୨୦୧୮ ମସିହାରେ ରିତିନୀତି ଅନୁସାରେ ବିବାହ କରିଥିଲେ ନିଜ ସାମର୍ଥ୍ୟ ଅନୁସାରେ ଯୌତୁକ ମଧ୍ୟ ଦେଇଥିଲେ । କିଛି ମାସ ପରେ ସ୍ବାମୀ ସହ ଶାଶୁ ଶ୍ୱଶୁର ବୋହୂ କୁ ଏକ ବାଇକ୍ ଆଣିବାକୁ କହିଥିଲେ । ବାପା ଘର ଲୋକେ ବାଇକ୍ ଦେବାକୁ ଅସମର୍ଥ ହୋଇଥିବାରୁ ସ୍ବାମୀ, ଶାଶୁ ଓ ଶଶୁର ତାଙ୍କ ଝିଅ କୁ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଇଆସୁଥିଲେ । ଏହି ଘଟଣା କୁ ନେଇ କିଛି ମାସ ହେଲା ସ୍ବାମୀ ସ୍ତ୍ରୀ ଙ୍କ ମଧ୍ୟରେ ସବୁବେଳେ ଝଗଡ଼ା ଲାଗି ରହୁଥିଲା । ଦୁଇ ମାସ ପୂର୍ବରୁ ତାଙ୍କ ଝିଅ ଘରକୁ ଆଣିଥିଲେ । କିଛି ଦିନ ରହିବାପରେ ଝିଅର ସ୍ବାମୀ ଓ ପରିବାରର ବର୍ଗ ସହ ବନ୍ଧୁବାନ୍ଧବ ଙ୍କ ଉପସ୍ଥିତି ରେ ଝିଅକୁ ସେମାନେ ପୁଣି ଶାଶୁ ଘର କୁ ନେଇଯାଇଥିଲେ । ଏହାର ୧୪ ଦିନ ପରେ ଏହି ଘଟଣା ଘଟିଛି । ଝିଅ ର ବାପା କୁ ଏତଲା କୁ ଆଧାର କରି ଲରମ୍ଭା ଥାନା କେଶ ନଂ ୫୩ /୨୩ ଦଫା ୪୯୮(ଏ) ,୩୦୨ ,୩୪ ରେ ଏକ ମାମଲା ରୁଜୁ କରି ସ୍ବାମୀ ସାଧୁ ଚରଣ ଅଟକ ରଖିଥିବା ତଦନ୍ତ କରୁଥିବା ଜଣାପଡିଛି । ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version