ଓଡିଶା ତାଜା ନ୍ୟୁଜ୍ (୧୭ ଜୁନ୍ ବୁଧବାର) ଭୁବନେଶ୍ୱର :- ଲଦାଖ ସୀମାରେ ଶହିଦ 2 ଓଡିଆ ଯବାନଙ୍କ ପରିବାର ପ୍ରତି ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହିତ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇ ଯବାନଙ୍କ ପରିବାର ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍ ଫାଣ୍ଡିରୁ 25 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com